ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ ପ୍ରଥମ ଭାଗରୁ ଏହି ଯୋଗାଣ ଆରମ୍ଭ ହେବ। ପାଖାପାଖି ୧,୭୦,୦୦୦ ଅତ୍ୟାଧୁନିକ କାର୍ବାଇନ୍‌ ଯୋଗାଣ ପାଇଁ ଚୁକ୍ତି ସ୍ବାକ୍ଷର ଚୂଡ଼ାନ୍ତ ପର୍ଯ୍ୟାୟରେ ରହିଛି। ଭାରତକୁ ପିସ୍ତଲ, ରାଇଫଲ ଏବଂ ମେଶିନ୍‌ ଗନ୍‌ ଆଦି ଯୋଗାଇବା ପାଇଁ ଇସ୍ରାଏଲ୍‌ ଓ୍ବିପନ୍‌ ଇଣ୍ଡିଷ୍ଟ୍ରିଜ୍‌ ଭାରତର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସମେତ ବିଭିନ୍ନ ସଂସ୍ଥା ସହ ଏକାଠି କାର୍ଯ୍ୟ କରୁଥିବା ଏହାର ସିଇଓ କହିଛନ୍ତି। ଗତବର୍ଷ ହୋଇଥିବା ଚୁକ୍ତି ଅନୁଯାୟୀ ଆମେ ପ୍ରଥମେ ୪୦ ହଜାର ଏଲ୍‌ଏମ୍‌ଜି ଯୋଗାଇବାକୁ ଯାଉଛୁ ବୋଲି ସେ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri