Posted inଜାତୀୟ

ଭାରତ ପାଇଁ ପ୍ରେମ: ସ୍ବତନ୍ତ୍ର ଢଙ୍ଗରେ ଗଣତନ୍ତ୍ର ଦିବସର ଅଭିନନ୍ଦନ ଜଣାଇଲା ଇସ୍ରାଏଲ ଦୂତାବାସ

ନୂଆଦିଲ୍ଲୀ,୨୬।୧: ୭୪ତମ ଗଣତନ୍ତ୍ର ଦିବସକୁ ଗୁରୁବାର ବେଶ ଧୁମ୍‌ଧାମ୍‌ରେ ପାଳନ କରୁଛି ଭାରତ। ଦିଲ୍ଲୀର କର୍ତ୍ତବ୍ୟ ପଥରେ ଦେଶର ଗର୍ବ ଏବଂ ଗୌରବର ଝଲକ ଝଲକ ଦେଖିବାକୁ ମିଳିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ଏକ ବିଶେଷ ଉତ୍ସବ ବୋଲି ବର୍ଣ୍ଣନା କରିଛନ୍ତି। ଏସବୁ ମଧ୍ୟରେ ଇସ୍ରାଏଲ ଦୂତାବାସ ପକ୍ଷରୁ ଭାରତକୁ ସ୍ବତନ୍ତ୍ର ଢ଼ଙ୍ଗରେ ଶୁଭେଚ୍ଛା ଜଣାଯାଇଛି।

ଦୂତାବାସର ଅଧିକାରୀମାନେ ଦେଶର ବିଭିନ୍ନ ଭାଷାରେ ଗଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇଛନ୍ତି। ଭାରତରେ ଇସ୍ରାଏଲ୍‌ର ରାଷ୍ଟ୍ରଦୂତ ହିନ୍ଦୀରେ ଅଭିନନ୍ଦନ ଜଣାଇଥିବା ବେଳେ ଅନ୍ୟ ଅଧିକାରୀମାନେ ବଙ୍ଗାଳି, ପଞ୍ଜାବୀ, ରାଜସ୍ଥାନୀ ତଥା ଅନ୍ୟ ଆଞ୍ଚଳିକ ଭାଷାରେ ବାର୍ତ୍ତା ଦେଇ ଦେଶର ବିବିଧତା ଉପସ୍ଥାପନ କରିଛନ୍ତି। ଏହା ଭାରତ ପ୍ରତି ଇସ୍ରାଏଲର ଭଲପାଇବାକୁ ଦର୍ଶାଉଛି ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାନ୍ସର ରୋଗରେ ମୃତ ପରିବାରଙ୍କୁ ଭେଟିଲେ ବିଧାୟକ, ଶେଷ ଦର୍ଶନ ସହ କରିବା ସହ…

ଗଞ୍ଜାମ,୨୭।୫(ବିଦ୍ୟାଧର ସାହୁ ): ଅସହାୟ, ଅବହେଳିତ ହେଉ ଘଟଣା କିମ୍ବା ଦୁର୍ଘଟଣା ଖବର ପାଇବା ମାତ୍ରେ ଘଟଣାସ୍ଥଳରେ ପହଞ୍ଚି ଯାଇଥାନ୍ତି ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ।…

କାହିିଁକି ଇସ୍ତଫା ଦେବେ ସିଦ୍ଦାରାମାୟା, ଜଣାପଡିଲା ଅସଲ କାରଣ, କଂଗ୍ରେସ ଖେଳିଲା ବଡ଼ ଚାଲ୍‌

ନୂଆଦିଲ୍ଲୀ, ୨୭।୫: କଂଗ୍ରେସ ଦଳ କର୍ନାଟକରେ ଦୀର୍ଘ ଦିନ ଧରି ଚାଲିଥିବା ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱର ପ୍ରାୟ ସମାଧାନ କରିସାରିଛି। ଦୀର୍ଘ ସମୟ ଧରି ଦୁଇ ଶକ୍ତିଶାଳୀ ନେତା,…

ଆଜି ଢିଙ୍କିଆ ଯିବେ ମୁଖ୍ୟମନ୍ତ୍ରୀ, ଓଡ଼ିଶାର ଶିଳ୍ପ ଉନ୍ନତିରେ ଏକ ବଡ଼ ପଦକ୍ଷେପ

ଭୁବନେଶ୍ୱର,୨୭।୫:  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବୁଧବାର ଜଗତସିଂହପୁର ଜିଲାର ଢିଙ୍କିଆ ଗସ୍ତ କରିବେ। ସେଠାରେ ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ୍ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ।ଏହି କାର୍ଯ୍ୟକ୍ରମରେ ଶିଳ୍ପମନ୍ତ୍ରୀ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ପଶିଲା ଇଡି: ୧୨ଟି ସ୍ଥାନରେ ଚଢାଉ

ଥିରୁଭାନନ୍ତପୁରମ,୨୭।୫:କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ବାସଭବନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢାଉ କରୁଛି। ଏହି ଚଢାଉଗୁଡ଼ିକ ଏକ ମନି ଲଣ୍ଡରିଂ ମାମଲା ସହିତ ଜଡିତ। ଇଡି ପିନାରାଇ…

ଜୁନ ୧ ତାରିଖରେ ମିଳିବନି ପେଟ୍ରୋଲ-ଡିଜେଲ! ଧର୍ମଘଟ ଘୋଷଣା କଲେ…

ନୂଆଦିଲ୍ଲୀ, ୨୭।୫: ଜୁନ ୧ ତାରିଖରେ ମିଳିବନି ପେଟ୍ରୋଲ-ଡିଜେଲ । ରାଜସ୍ଥାନର ପେଟ୍ରୋଲ ପମ୍ପ ଅପରେଟରମାନେ ଜୁନ ୧ ତାରିଖରେ ରାଜ୍ୟବ୍ୟାପୀ ଧର୍ମଘଟ ଘୋଷଣା କରିଛନ୍ତି। ପେଟ୍ରୋଲିୟମ…

ଇରାନ-ଆମେରିକା ଯୁଦ୍ଧ ସମ୍ପର୍କରେ ପୁଣିଥରେ ଆସିଲା ଅଶୁଭ ସଙ୍କେତ: ୨୪ ଘଣ୍ଟା ମଧ୍ୟରେ…

ନୂଆଦିଲ୍ଲୀ, ୨୭।୫: ବିଶ୍ୱ ପୁଣିଥରେ ଏପରି ଏକ ସନ୍ଧିରେ ପଡ଼ିଥିବା ପରି ମନେ ହେଉଛି ଯେଉଁଠାରେ ଏକ ଛୋଟ ଚିଙ୍ଗାରି ମଧ୍ୟ ସମଗ୍ର ମଧ୍ୟପ୍ରାଚ୍ୟକୁ ଜଳାଇ ପାରେ।…

ରାଜଧାନୀରେ ଏନ୍‌କାଉଣ୍ଟର୍: ଡ୍ରଗ୍ସ ଡିଲ୍‌ ବେଳେ ବାଜିଲା ଗୁଳି , କୁଖ୍ୟାତ ଡ୍ରଗ୍ସ ମାଫିଆ ପପୁନ୍ ମାଝୀ ଗୁରୁତର

ଭୁବନେଶ୍ୱର,୨୭।୫:ରାଜଧାନୀରେ ଏନ୍‌କାଉଣ୍ଟର। ସକାଳୁ ସକାଳୁ ବାଜିଲା ଗୁଳି। ରାଜଧାନୀରେ କମିଶନରେଟ୍‌ ପୋଲିସ୍‌ ଓ କୁଖ୍ୟାତ ଡ୍ରଗ୍ସ ମାଫିଆ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଡ୍ରଗ୍ସ ମାଫିଆ…

ତୋରଣ ନିର୍ମାଣରେ ଅନିୟମିତତା ଅଭିଯୋଗ: ଭିଜିଲାନ୍ସ ତଦନ୍ତ ଦାବି

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଥାନାଛକ ସମ୍ମୁଖରେ ନିର୍ମିତ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ତୋରଣ ଭାଙ୍ଗିଯିବା ଘଟଣାକୁ ନେଇ ଅସନ୍ତୋଷ ତେଜିବାରେ ଲାଗିଛି। ନିମ୍ନମାନର କାମ ହୋଇଥିବା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri