ବାଇଡେନଙ୍କୁ ଭେଟିଲେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁ, ବୈଠକରେ ଭାରତର ଅର୍ଥନୈତିକ କରିଡରକୁ ପ୍ରଶଂସା

ଓ୍ବାଶିଂଟନ୍‌,୨୧।୯: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ନ୍ୟୁୟର୍କରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ସାକ୍ଷାତ କରିଛନ୍ତି। ଏହି ସମୟରେ ଦୁଇ ନେତାଙ୍କ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୈଠକ ଅନୁଷ୍ଠିତ ହୋଇଥିଲା ଯେଉଁଥିରେ ଭାରତ-ମଧ୍ୟ ପ୍ରାଚ୍ୟ-ୟୁରୋପର ଅର୍ଥନୈତିକ କରିଡର ନିଷ୍ପତ୍ତିକୁ ସ୍ବାଗତ କରାଯାଇଥିଲା।

ବୈଠକରେ ଦୁଇଦେଶ ମଧ୍ୟରେ ଦ୍ୱିପାକ୍ଷିକ, ଆଞ୍ଚଳିକ ଏବଂ ବିଶ୍ୱସ୍ତରୀୟ ପ୍ରସଙ୍ଗ ଉପରେ ଆଲୋଚନା କରାଯାଇଥିଲା। ଏନେଇ ହ୍ବାଇଟ ହାଉସ୍‌ ସୂଚନା ଜାରି କରିଛି।
ସେହିପରି ଇରାନ କୌଣସି ଉପାୟରେ ପରମାଣୁ ଅସ୍ତ୍ର ହାସଲ କରିବା ଉଚିତ ନୁହେଁ ବୋଲି ଉଭୟ ନେତା ସହମତି ହୋଇଛନ୍ତି। ଇରାନ ଏବଂ ଏହାର ସହଯୋଗୀ ଦଳ ଦ୍ୱାରା ସୃଷ୍ଟି ହୋଇଥିବା ବିପଦକୁ ମୁକାବିଲା କରିବା ପାଇଁ ସହଯୋଗର ଆବଶ୍ୟକତା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri