ସିରିଆ ଉପରେ ଇସ୍ରାଏଲର ବିମାନ ଆକ୍ରମଣ, ସାଧାରଣ ନାଗରିକଙ୍କ ସମେତ ୧୫ ମୃତ

ଦମିସ୍କ,୧୯ ।୨: ବିନାଶକାରୀ ଭୂକମ୍ପରେ ପ୍ରଭାବିତ ହୋଇଥିବା ସିରିଆର ରାଜଧାନୀ ଦମିସ୍କ ଉପରେ ଇସ୍ରାଏଲ ଶନିବାର ପୁଣିଥରେ ବିମାନ ଆକ୍ରମଣ କରିଛି । ମାନବାଧିକାର ସଂସ୍ଥାନ ସିରିଆନ ଅବଜରଭେଟିଭର ସୂଚନା ଅନୁଯାୟୀ, ମିଡିଆ ରିପୋର୍ଟରେ ଦର୍ଶାଯାଇଛି କି ଏହି ଆକ୍ରମଣରେ ସାଧାରଣ ନାଗରିକଙ୍କ ସମେତ ୧୫ ଜଣଙ୍କ ମୃତ୍ୟୁ ହୋଇଛି । କୁହାଯାଉଛି କି ଏକ ଘରୋଇ ବିଲଡିଂକୁ ଟାର୍ଗେଟ କରି ଏହି ବିମାନ ଆକ୍ରମଣ କରାଯାଇଛି ।
ସୂଚନାଯୋଗ୍ୟ, ଏହା ପୂର୍ବରୁ ଶୁକ୍ରବାର ସିରିଆରେ ଭୂକମ୍ପ ମଧ୍ୟରେ ଆତଙ୍କବାଦୀ ଆକ୍ରମଣ ହୋଇଥିଲା, ଯେଉଁଥିରେ ୫୩ ଜଣଙ୍କ ମୃତ୍ୟୁ ହୋଇଥିଲା । ସରକାରୀ ଗଣମାଧ୍ୟମ ଏହି ଆକ୍ରମଣ ପାଇଁ ଆଇଏସକୁ ଦାୟି କରିଥିଲା । ପାଲମାୟାରା ହସ୍ପିଟାଲର ନିର୍ଦ୍ଦେଶକ ଭଲିଦ ଅଡି କହିଥିଲେ, ମୃତକଙ୍କ ମଧ୍ୟରେ ୪୬ ଜଣ ସାଧାରଣ ନାଗରିକ ଥିବା ବେଳେ ୭ ସେନା ଥିଲେ । ସେ କହିଥିଲେ ଡଜନେ ଲୋକଙ୍କୁ ଟାର୍ଗେଟ କରି ଆକ୍ରମଣ କରାଯିବା ପରେ ମୃତକଙ୍କୁ ପାଲମାୟାର ହସ୍ପିଟାଲ ନିଆଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

SIR ନୋଟିସ୍‌: ଜୟଶଙ୍କରଙ୍କଠାରୁ ଆଡଭାନିଙ୍କ ପର୍ଯ୍ୟନ୍ତ, ତାଲିକାରେ ଅନେକ VVIP ଭୋଟର

ନୂଆଦିଲ୍ଲୀ,୨୦।୯: ଦିଲ୍ଲୀରେ ଚାଲିଥିବା ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ଅନେକ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ ନିର୍ବାଚନ କମିଶନଙ୍କ ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି…

ଚମକାଇଦେଲା BCCIର ନିଷ୍ପତ୍ତି! ଟିମ୍ ଇଣ୍ଡିଆର ନୂଆ ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଦ୍ରୁତ ବୋଲର ଲକ୍ଷ୍ମୀପତି ବାଲାଜୀଙ୍କୁ ଭାରତ-ଏ ଦଳର ହେଡ୍‌ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି । ଅଷ୍ଟ୍ରେଲିଆ-ଏ ବିପକ୍ଷ ମଲ୍ଟି-ଫର୍ମାଟ୍‌…

ଅଡବା ପୋଲିସକୁ ବଡ଼ ସଫଳତା, ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ହଜାରେ କେଜି ଜବତ

ମୋହନା,୨୦।୯( ମନ୍ମଥ ମିଶ୍ର ): ଗଜପତି ଜିଲାରେ ବେଆଇନ ଗଞ୍ଜେଇ କାରବାର ବିରୋଧରେ ଚାଲିଥିବା ସ୍ୱତନ୍ତ୍ର ଅଭିଯାନରେ ଅଡବା ପୋଲିସ ଏକ ବଡ଼ ସଫଳତା ହାସଲ କରିଛି…

କାଲି ନୂଆଁଖାଇବେ କଳାହାଣ୍ଡି ଗଡ଼ଜାତବାସୀ, ଉତ୍ସବ ମୁଖର ପୁରପଲ୍ଲୀ

ଭବାନୀପାଟଣା,୨୦।୯ (ଉତ୍ତମ କୁମାର ଦାଶ): ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ପଞ୍ଚମୀ ତିଥିରେ ନୂଆଁଖାଇ ପାଳନ ହେଉଥିବା ବେଳେ…

ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ବଦଳିବେ ଟିମ୍ ଇଣ୍ଡିଆର କ୍ୟାପ୍ଟେନ, ଶୁଭମନ୍ ଗିଲ୍‌ଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍ ଦଳ ବର୍ତ୍ତମାନ ଏସୀୟ କ୍ରୀଡ଼ା ପାଇଁ ଯାତ୍ରା କରୁଥିବା ବେଳେ, ଏହି ସମୟ ମଧ୍ୟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଏକ ଦିନିକିଆ (ODI) ସିରିଜ୍…

ଭଡ଼ାଘରେ ଚାଲିଥିଲା ଅନ୍‌ଲାଇନ୍‌ ବେଟିଂ କାରବାର, ଚଢ଼ାଉ କରି ୩ ଜଣଙ୍କୁ…

ଛତ୍ରପୁର,୨୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ସାଇବର ପୋଲିସ ଏକ ଅନଲାଇନ୍‌ ବେଟିଂ ଆପ୍‌ ଠକେଇ ନେଟ୍‌ଓ୍ବର୍କର ପର୍ଦ୍ଦାଫାଶ କରି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ…

୮୫ ବର୍ଷରେ MA ପାସ୍‌ କଲେ ଲାଲ ଚାନ୍ଦ; ଏବେ PhD ପାଇଁ ପ୍ରସ୍ତୁତି, କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୨୦ା୯: କୁହାଯାଏ, ପାଠପଢ଼ା ପାଇଁ ବୟସ କେବେ ବି ବାଧା ହୋଇପାରେ ନାହିଁ। ମନରେ ଦୃଢ଼ ଇଚ୍ଛା ଥିଲେ ଯେକୌଣସି ବୟସରେ ଲକ୍ଷ୍ୟ ହାସଲ କରିହୁଏ ।…

ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ଦାରିଙ୍ଗବାଡ଼ିରେ ଭୂମି ପୂଜନ ସହ ଶୁଭଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦୁର୍ଗାମଣ୍ଡପଠାରେ ରବିବାର ଚଳିତ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହି ଅବସରରେ ଭୂମି ପୂଜନ, ନାଗ ପୂଜନ, ବରୁଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?