ସିରିଆ ଉପରେ ଇସ୍ରାଏଲର ଆକ୍ରମଣ…

ଜେରୁଜେଲମ/ଦାମାସକସ,୨।୧ : ଇସ୍ରାଏଲ ସେନା ସିରିଆ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଦାମାସକସ ଅନ୍ତର୍ଜାତୀୟ ବିମାନବନ୍ଦରକୁ ଟାର୍ଗେଟ କରୁଥିବା କ୍ଷେପଣାସ୍ତ୍ର ଆକ୍ରମଣରେ ସିରିଆର ଦୁଇ ଜଣ ସୈନିକଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଆହତ ହୋଇଛନ୍ତି। ଏହି ଆକ୍ରମଣ ପରେ ବିମାନ ବନ୍ଦରକୁ ବନ୍ଦ କରିବାକୁ ସିରିଆ ସରକାର ଘୋଷଣା କରିଛନ୍ତି।

ସିରିଆର ଅଫିସିଆଲ ନ୍ୟୁଜ ଏଜେନ୍ସି ସାନା ଅନୁସାରେ ସ୍ଥାନୀୟ ସମୟ ରାତି ୨ ଟାରେ ଏହି ଆକ୍ରମଣ କରାଯାଇଥିଲା। ଭାରତୀୟ ସମୟ ସକାଳ ପ୍ରାୟ ୭ଟା ୩୦ ସମୟରେ ଏହି ଆକ୍ରମଣ ହୋଇଥିଲା। ସାମରିକ ସୂତ୍ର ସାନା ନ୍ୟୁଜ ଏଜେନ୍ସିକୁ କହିଛି ଯେ ଇସ୍ରାଏଲ ଦାମାସକସ ଅନ୍ତର୍ଜାତୀୟ ବିମାନବନ୍ଦର ଏବଂ ଏହାର ଆଖପାଖ ଅଞ୍ଚଳକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ମାଡ଼ କରିଛି।

ନ୍ୟୁଜ ରିପୋର୍ଟ ଅନୁଯାୟୀ, ଲେବାନନର ହିଜବୁଲ ଏବଂ ଇରାନ ସମର୍ଥିତ ଆତଙ୍କବାଦୀ ଗୋଷ୍ଠୀକୁ ଅସ୍ତ୍ରଶସ୍ତ୍ର ପଠାଇବା ରୋକିବା ପାଇଁ ଇସ୍ରାଏଲ ଏହି ଆକ୍ରମଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମାଜବାଦୀ ପାର୍ଟି ନେତା ଆଜମ ଖାନଙ୍କୁ ଦୁଇ ବର୍ଷ ଜେଲ ଦଣ୍ଡ

ନୂଆଦିଲ୍ଲୀ,୧୬।୫: ଉତ୍ତର ପ୍ରଦେଶର ପୂର୍ବତନ ମନ୍ତ୍ରୀ ଆଜମ ଖାନଙ୍କୁ କୋର୍ଟରେ ଏକ ବଡ଼ ଝଟକା ଲାଗିଛି। ୨୦୧୯ ଲୋକ ସଭା ନିର୍ବାଚନ ସମୟରେ ଦେଇଥିବା ଏକ ବିବାଦୀୟ…

ଗୋଟିଏ ଦିନର ମୁଖ୍ୟମନ୍ତ୍ରୀ ହେଲେ ବୁମ୍‌ରା! VIDEOରୁ ଖୋଲିଲା ରାଜ୍‌

ନୂଆଦିଲ୍ଲୀ,୧୬।୫: ଭାରତୀୟ କ୍ରିକେଟ ଦଳର ଷ୍ଟାର ଫାଷ୍ଟ ବୋଲର ଜସପ୍ରୀତ ବୁମରାଙ୍କୁ IPL 2026 ସମୟରେ ଗୋଟିଏ ଦିନ ପାଇଁ ମୁଖ୍ୟମନ୍ତ୍ରୀ ହେବାର ଦେଖାଯାଇଥିଲା। ସେ ବଲିଉଡ…

ଆଣ୍ଡାମାନ ଛୁଇଁଲା ମୌସୁମୀ: ଜୁନ ୧ ସୁଦ୍ଧା…

ନୂଆଦିଲ୍ଲୀ,୧୬।୫: ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଶନିବାର ଆଣ୍ଡାମାନ ଛୁଇଁଛି। ଦକ୍ଷିଣପୂର୍ବ ଆରବ ସାଗରରେ ମଧ୍ୟ ମୌସୁମୀ ଅଗ୍ରସର ହେଉଥିବା ଜଣାପଡ଼ିଛି। ଦକ୍ଷିଣପୂର୍ବ ଓ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ମଧ୍ୟ…

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର,୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ ଅଭିଯୋଗ…

LPGକୁ ନେଇ ଦେଶ ପାଇଁ ଆସିଲା ଖୁସି ଖବର

ନୂଆଦିଲ୍ଲୀ,୧୬।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ପେଟ୍ରୋଲ, ଡିଜେଲ ଏବଂ CNG ର ମୂଲ୍ୟରେ ବୃଦ୍ଧି ପରିଲକ୍ଷିତ ହୋଇଛି। ଏହି ସମୟରେ, ଭାରତ ପାଇଁ LPG…

ପାକିସ୍ତାନରେ ଧୁମ୍‌ ମଚାଇଲା‘ଧୁରନ୍ଧର 2’ ନେଟଫ୍ଲିକ୍ସ ସର୍ଭର କ୍ରାସ, #1 ରେ ଟ୍ରେଣ୍ଡ କରୁଛି…

ଇସଲାମାବାଦ,୧୬।୫: ରଣବୀର ସିଂହଙ୍କ ଆକ୍ସନ ଥ୍ରୀଲର୍‌, ଧୁରନ୍ଧର: ଦି ରିଭେଞ୍ଜ, ପାକିସ୍ତାନରେ ଏକ ବିରାଟ ଆଲୋଡନ ସୃଷ୍ଟି କରିଛି। ଏହି ଫିଲ୍ମଟି ୧୫ ମଇ, ୨୦୨୬ରେ OTT…

ସାବିତ୍ରୀ ବ୍ରତ ପାଇଁ ଦେବାଳୟରେ ପ୍ରବଳ ଭିଡ଼

ପାଟଣା,୧୬ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ଅଞ୍ଚଳରେ ଦେବାଳୟଗୁଡିକରେ ଶନିବାର ସାବିତ୍ରୀ ବ୍ରତ ପାଇଁ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ମହିଳାମାନେ ନୂଆ ଶାଢ଼ି,…

ପିକ୍‌ଅପ୍‌ରେ ଯାଉଥିଲେ ୨୭ ଶ୍ରମିକ, ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡ଼ିଲା, ତା’ ପରେ…

ବାସୁଦେବପୁର,୧୬ା୫(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଅରଣ୍ଡୁଆ ପଞ୍ଚାୟତର ବେକମୁଡ଼ି ଛକ ନିକଟରେ ଶନିବାର ଏକ ପିକ୍‌ଅପ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri