ସିରିଆ ଉପରେ ଇସ୍ରାଏଲର ବଡ଼ ଆକ୍ରମଣ

ତେଲ ଅଭିଭ,୩।୧: ଗୁରୁବାର ରାତିରେ ଇସ୍ରାଏଲ ସିରିଆର ଅଲେପ୍ପୋ ସହରର ଦକ୍ଷିଣ ଅଞ୍ଚଳରେ ଅବସ୍ଥିତ ସିରିଆ ସେନା ଶିବିର ଉପରକୁ ବୋମା ମାଡ଼ କରିଥିଲା। ସିରିଆ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଇସ୍ରାଏଲ ସେନା ଅଲ-ସଫିରା ସହର ନିକଟରେ ଅବସ୍ଥିତ ଏକ ପ୍ରତିରକ୍ଷା ସୁବିଧା ଏବଂ ବୈଜ୍ଞାନିକ ଅନୁସନ୍ଧାନ କେନ୍ଦ୍ରକୁ ଟାର୍ଗେଟ କରିଛି। ଏହି ଆକ୍ରମଣ ସିରିଆ ଭିତରେ ଇସ୍ରାଏଲର ସର୍ବଶେଷ ଏୟାର ଷ୍ଟ୍ରାଇକର ଏକ ଅଂଶ, ଯାହା ବଶର ଅଲ-ଆସାଦର ପତନ ପରେ ଦ୍ରୁତ ଗତିରେ ବୃଦ୍ଧି ପାଇଛି।
ସିରିଆର ଅବଜରଭେଟରୀ ଫର ମାନବିକ ଅଧିକାରର ରିପୋର୍ଟ ଅନୁଯାୟୀ, ସିରିଆର ଅଲେପ୍ପୋର ଦକ୍ଷିଣରେ ଥିବା ପ୍ରତିରକ୍ଷା କାରଖାନା ଉପରେ ଇସ୍ରାଏଲର ଆକ୍ରମଣ ସମୟରେ ୭ ଟି ବଡ଼ ବିସ୍ଫୋରଣ ଶୁଣିବାକୁ ମିଳିଥିଲା। ତେବେ ଏହି ଆକ୍ରମଣରେ କୌଣସି ଆହତଙ୍କ ସମ୍ପର୍କରେ ତୁରନ୍ତ ସୂଚନା ମିଳିପାରି ନାହିଁ। ଏଏଫପି ଅଲ-ସଫିରା ଅଞ୍ଚଳର ଜଣେ ବାସିନ୍ଦାଙ୍କ ଉଦ୍ଧେଶ୍ୟରେ କହିଛି ଯେ ଆକ୍ରମଣ ଏତେ ଶକ୍ତିଶାଳୀ ଥିଲା ଯେ ଭୂମି କମ୍ପି ଉଠିଲା ଏବଂ ଘରର କବାଟ ଓ ଝରକା ଖୋଲି ଯାଇଥିଲା।
ଆକ୍ରମଣର ମାତ୍ରା ବର୍ଣ୍ଣନା କରି ଜଣେ ସ୍ଥାନୀୟ ବାସିନ୍ଦା କହିଛନ୍ତି ଯେ ଏହା ହେଉଛି ସବୁଠାରୁ ଶକ୍ତିଶାଳୀ ଆକ୍ରମଣ, ଯାହା ରାତିକୁ ଦିନରେ ପରିଣତ କରିଥିଲା। ଗତ ମାସ ଆରମ୍ଭରେ ଇସଲାମୀୟ ବିଦ୍ରୋହୀମାନେ ବଶାର ଅଲ-ଅସଦଙ୍କୁ କ୍ଷମତାରୁ ହଟାଇବା ପରେ ଇସ୍ରାଏଲ ସିରିଆ ଉପରେ ବାରମ୍ବାର ବିମାନ ଆକ୍ରମଣ ଆରମ୍ଭ କରିଥିଲା।

ସୂଚନାଯୋଗ୍ୟ, ଇସ୍ରାଏଲ ସୈନ୍ୟବାହିନୀ ସିରିଆ ଭିତରେ ଇରାନର ଉଦ୍ଦେଶ୍ୟକୁ ଖଣ୍ଡନ କରିଛନ୍ତି। ଇରାନ ସିରିଆର ସାମରିକ ବେସରେ ଥିବା ଏକ କାରଖାନାରେ କ୍ଷେପଣାସ୍ତ୍ର ତିଆରି କରୁଥିଲା, ଯେତେବେଳେ ଇସ୍ରାଏଲ ସେନା ଏହାକୁ ଧ୍ୱଂସ କରିଥିଲା। ଇସ୍ରାଏଲ ସେନା ପ୍ରଥମ ଥର ପାଇଁ ସ୍ବୀକାର କରିଛି ଯେ ଏହାର ପ୍ରାୟ ୧୦୦ ସୈନିକ ଗତ ବର୍ଷ ସେପ୍ଟେମ୍ବରରେ ଏକ ଭୂତଳ କ୍ଷେପଣାସ୍ତ୍ର କାରଖାନାକୁ ନଷ୍ଟ କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆତଙ୍କ ଖେଳାଇଲା ପିକଅପ୍‌ ଭ୍ୟାନ୍‌: ଦୁଇ ବାଇକ୍‌କୁ ଧକ୍କା ଦେଇ ଘର କାନ୍ଥ ଭାଙ୍ଗିଲା, ଆଉ ତା’ ପରେ…

ଭବାନୀପାଟଣା,୧୨।୧୧(ଉତ୍ତମ କୁମାର ଦାଶ): ଦ୍ରୁତ ଏବଂ ବେପରୁଆ ଗାଡ଼ି ଚାଳନାର କରୁଣ ପରିଣାମ ଘଟିଛି। ଗୋଟିଏ ପରେ ଗୋଟିଏ ଦୁଇଟି ବାଇକ୍‌କୁ ଧକ୍କା ଦେବା ପରେ ରାସ୍ତାକଡ଼ରେ…

ନିର୍ଦ୍ଦିଷ୍ଟ ପ୍ରଶଂସକଙ୍କୁ କାହିଁକି ଅଟୋଗ୍ରାଫ ଦେବାକୁ ସିଧା ମନା କଲେ ବିରାଟ କୋହଲି? ଜାଣନ୍ତୁ ଏହାର ବଡ଼ କାରଣ, ଏବେ ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୨।୧୧: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଚତୁର୍ଥ ମ୍ୟାଚ ନଭେମ୍ବର ୧୩ ଶୁକ୍ରବାର ମାଉଣ୍ଟ ମାଉଙ୍ଗାନୁଇର ‘ବେ ଓଭାଲ’…

ଘରୁ କଲେଜ ଛାତ୍ରଙ୍କ ମୃତଦେହ ଉଦ୍ଧାର

ପାଟଣା,୧୨।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଭୀମାପଡ଼ା ନାଏକ ସାହିରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପୋଲିସ ଘରୁ ଜଣେ କଲେଜ…

ମହଙ୍ଗା ହେବ ବସ ଯାତ୍ରା, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୨।୧୧: ଏଣିକି ମହଙ୍ଗା ହେବ ବସ ଯାତ୍ରା। ଗୁରୁବାର ରାଜ୍ୟ ସରକାର ବସ ଭଡ଼ା ବୃଦ୍ଧି କରିଛନ୍ତି। ସବୁଠାରୁ ଅଧିକ ସ୍ଲିପର ଏସି କୋଚ ବସ ଭଡ଼ା…

ଶିକ୍ଷକ ସୁନ୍ଦରଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

ମହାକାଳପଡ଼ା,୧୨।୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାରଡାଙ୍ଗ ପଞ୍ଚାୟତ ନନ୍ତାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଆଦର୍ଶ ଶିକ୍ଷକ ସୁନ୍ଦର ମୋହନ ସିଂଙ୍କୁ ଗୁରୁବାର ମୁଖ୍ୟମନ୍ତ୍ରୀ…

ରୋହିତ-ଗାଏକୱାଡ କରିବେ ଓପନିଂ, ସିରାଜଙ୍କ ପ୍ରତ୍ୟାବର୍ତ୍ତନ… ଚତୁର୍ଥ ODI ପାଇଁ ଭାରତର Playing XI କିପରି ରହିବ ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୧୧: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଚତୁର୍ଥ ଦିନିକିଆ ମ୍ୟାଚ ପାଇଁ ଭାରତର ଚୂଡ଼ାନ୍ତ ଏକାଦଶରେ (Playing XI) କିଛି ପରିବର୍ତ୍ତନ ଦେଖିବାକୁ ମିଳିପାରେ। ଶୁବମନ ଗିଲ ବାକି ଥିବା…

ଦୂର ହେବ LPG ଚିନ୍ତା, ଗ୍ୟାସ ସଂରକ୍ଷିତ କରି ରଖିବାକୁ ସରକାର କରିଛନ୍ତି ବଡ଼ ଯୋଜନା!

ନୂଆଦିଲ୍ଲୀ,୧୨।୧୧: ଭାରତ କର୍ନାଟକର ମାଙ୍ଗାଲୁରୁରେ ଦେଶର ସବୁଠାରୁ ବଡ଼ ଏଳପିଜି (LPG) ଭଣ୍ଡାର ଗୁମ୍ଫା ନିର୍ମାଣ କରିଛି। ଭୂପୃଷ୍ଠରୁ ପ୍ରାୟ ୧୬୦ ମିଟର ତଳେ ଅବସ୍ଥିତ ଏହି…

ବଚ୍ଚନ ହତ୍ୟା ମାମଲାର ରାୟ ପ୍ରକାଶ: ଦୁଇ ଭାଇଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୧୨।୧୧(ସୁବାସ ଚନ୍ଦ୍ର ପାଢ଼ୀ ): ଗଞ୍ଜାମ ଜିଲା ଅତିରିକ୍ତ ଦୌରା ଜଜ-୩ ବିବଶ୍ବତ ଗୌତମ ଗୁରୁବାର ଏକ ହତ୍ୟା ମାମଲାର ଶୁଣାଣି କରି ଚୂଡାନ୍ତ ରାୟ ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?