ଇସ୍ରାଏଲର ନୂଆ ଯୁଦ୍ଧ ଜାହାଜ ଦେଖି ଇରାନ ଛାନିଆ

ଜେରୁଜେଲମ,୩ା୧୨: ଇସ୍ରାଏଲକୁ ଏହାର ଆଧୁନିକ ଯୁଦ୍ଧ ଜାହାଜ ମିଳିଛି। ଏହା ଆସିବା ପରେ ଇରାନ ସବୁଠୁ ଭୟଭୀତ ଏବଂ ଚିନ୍ତାଗ୍ରସ୍ତ ହୋଇପଡ଼ିଛି। ଇସ୍ରାଏଲ ଏହି ଯୁଦ୍ଧ ଜାହାଜକୁ ଜର୍ମାନୀରୁ ମଗାଇଛି। ଏହି ଜାହାଜକୁ ଜର୍ମାନୀରେ ‘ସିଲ’୍ଡ କୁହାଯାଏ। ଏବେ ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିକ୍ତତା ସୃଷ୍ଟି ହୋଇଛି। ଇରାନର ସର୍ବୋଚ୍ଚ ଆଣବିକ ବୈଜ୍ଞାନିକଙ୍କ ହତ୍ୟା ପରେ ଇରାନ ଏବଂ ଇସ୍ରାଏଲରେ ବାତବାରଣ ସରଗରମ ରହିଛି। ଭୂମଧ୍ୟସାଗରର ତୈଳକୂପକୁ ନେଇ ଦୁଇ ଦେଶ ମଧ୍ୟରେ ଅନେକ ବିବାଦ ଲାଗିରହିଛି।


ଇସ୍ରାଏଲର ଏହି ଯୁଦ୍ଧ ଜାହାଜ ‘ ଦ ସାର୍‌ -୬ କର୍ଭେଟ୍‌’ ବର୍ଗର ଅଟେ। ଏହାକୁ ଇସ୍ରାଏଲର ହାଇଫା ବନ୍ଦରରେ ନିୟୋଜିତ କରାଯାଇଛି। ଆସନ୍ତାବର୍ଷ ଇସ୍ରାଏଲ ଜର୍ମାନୀରୁ ଆଉ ୩ଟି ଯୁଦ୍ଧ ଜାହାଜ ଆଣିବ। ଏହା ପରେ ଆଉ ୧୫ଟି ଯୁଦ୍ଧ ଜାହାଜ ମଧ୍ୟ ଆସିବ। ଇସ୍ରାଏଲ ଏହି କ୍ଷେପଣାସ୍ତ୍ରଗୁଡ଼ିକୁ ଲୋହିତ ସାଗର ଏବଂ ଉପସାଗରରେ ଲଞ୍ଚ କରିବାରେ ସକ୍ଷମ ହେବ।
ଇସ୍ରାଏଲ ମଧ୍ୟ ତା’ର ତୈଳକୂପକୁ ସୁରକ୍ଷା ଦେବାକୁ ଚାହୁଁଛି। ତେଣୁ ଏହାର ତଦାରଖ ପାଇଁ ଏହି ଯୁଦ୍ଧଜାହାଜଗୁଡ଼ିକୁ ନିୟୋଜିତ କରିବ। କାରଣ ତୈଳକୂପଗୁଡ଼ିକ ଲେବାନନର ସାମୁଦ୍ରିକ ସୀମା ନିକଟରେ ରହିଛି। ଏଥିପାଇଁ ଇସ୍ରାଏଲ କୌଣସି ରିସ୍କ ନେବାକୁ ଚାହୁଁନାହିଁ।
ଅନ୍ୟପକ୍ଷରେ ଇସ୍ରାଏଲର ଜଣେ ସୁରକ୍ଷା ଅଧିକାରୀ କହିଛନ୍ତି, ଇରାନ ଏହାକୁ ଦେଖି ଭୟଭୀତ ହୋଇଯାଇଛି। କାରଣ ଏହା ଯେ କୌଣସି ସମୟରେ ଆକ୍ରମଣ କରିପାରେ।


Enter your email to get our daily news in your inbox.

All Right Reserved By Dharitri.Com

୧୬.୨ କୋଟିରେ ବିକ୍ରି ହେଲା ମହାତ୍ମା ଗାନ୍ଧୀଙ୍କ ହାତଲେଖା ପାଣ୍ଡୁଲିପି

ନୂଆଦିଲ୍ଲୀ,୨୧।୮(ପି.ଟି.): ସାଫ୍ରୋନ୍‌ଆର୍ଟ ନିଲାମୀ ପ୍ରତିଷ୍ଠାନ ପକ୍ଷରୁ ଆୟୋଜିତ ଏକ ନିଲାମୀରେ ମହାତ୍ମା ଗାନ୍ଧୀଙ୍କ ଦ୍ୱାରା ଲିଖିତ ୬୮୮ଟି ଆତ୍ମଚିନ୍ତନ ଓ ବିଚାର ସମ୍ପର୍କିତ ପାଣ୍ଡୁଲିପି ୧୬ କୋଟି…

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ…

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri