Posted inଜାତୀୟ

ଇସ୍ରୋ ଅଧ୍ୟକ୍ଷଙ୍କୁ ଓ୍ବାଇ ପ୍ଲସ୍‌ ସୁରକ୍ଷା

ନୂଆଦିଲ୍ଲୀ,୨୨।୪: ଇସ୍ରୋ ଅଧ୍ୟକ୍ଷ ଏସ୍‌. ସୋମନାଥ ଏବଂ ମହାରାଷ୍ଟ୍ର ଏମ୍‌ପି ନବନୀତ ରାଣାଙ୍କୁ କେନ୍ଦ୍ର ସରକାର ଭିଆଇପି ସୁରକ୍ଷା ଯୋଗାଇ ଦେଇଛନ୍ତି। ସେମାନଙ୍କ ପ୍ରତି ବିପଦ ଥିବାରୁ କେନ୍ଦ୍ରୀୟ ଗୋଇନ୍ଦା ସଂସ୍ଥାର ସୁପାରିସ୍‌ କ୍ରମେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏଭଳି ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛି। ଅମରାବତୀ ଆସନରୁ ଲୋକ ସଭା ସଦସ୍ୟ ଥିବା ନବନୀତ ରାଣାଙ୍କୁ ଓ୍ବାଇ ଏବଂ ଇସ୍ରୋ ଅଧ୍ୟକ୍ଷଙ୍କୁ ଓ୍ବାଇ ପ୍ଲସ୍‌ ସୁରକ୍ଷା ମିଳିଥିବାରୁ ସଶସ୍ତ୍ର ଅର୍ଦ୍ଧସାମରିକ କମାଣ୍ଡୋ ସେମାନଙ୍କୁ ୨୪ ଘଣ୍ଟା ଜଗି ରହିବେ ବୋଲି ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ-ଡିଜେଲର ମୂଲ୍ୟ ବୃଦ୍ଧିକୁ ନେଇ ବର୍ଷିଲେ ରାହୁଲ, ସରକାର ଚୁପଚାପ୍ ପକେଟ…..

ନୂଆଦିଲ୍ଲୀ,୨୫।୫: ସୋମବାର ଦିନ ପୁଣିଥରେ ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପାଇଛି। ମାତ୍ର ୧୦ ଦିନ ମଧ୍ୟରେ ଏହା ଚତୁର୍ଥ ଥର ପାଇଁ ସରକାର…

ସୌମ୍ୟ ମୃତ୍ୟୁ: ବିବାଦୀୟ ADGଙ୍କ ବଦଳି, ମା ଆଣିଥିଲେ ସାଂଘାତିକ…

ଭୁବନେଶ୍ୱର,୨୨।୫: ବରିଷ୍ଠ ଆଇପିଏସ୍ ଅଧିକାରୀ ଦୟାଲ ଗଙ୍ଗୱାରଙ୍କ ବଦଳି କରାଯାଇଛି। ତାଙ୍କୁ ADGP (କମ୍ୟୁନିକେସନ) ପଦରୁ ହଟାଯାଇ ଗୃହ ବିଭାଗରେ OSD (ଅଫିସର ଅନ୍ ସ୍ପେସିଆଲ୍ ଡ୍ୟୁଟି)…

ପୂର୍ବତନ କ୍ରିକେଟର ଆକାଶ ଚୋପ୍ରାଙ୍କ ବଡ଼ ଦାବି: ବଦଳିବେ ଏହି ୪ଦଳର ଅଧିନାୟକ

ନୂଆଦିଲ୍ଲୀ,୨୫।୫: ପୂର୍ବତନ କ୍ରିକେଟର ଆକାଶ ଚୋପ୍ରା ଏକ ବଡ଼ ଦାବି କରିଛନ୍ତି। ସେ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ’X’ରେ ଏକ ଭିଡିଓ ସେୟାର କରି IPLର…

ଦୁର୍ଘଟଣାକୁ ଡାକୁଛି ବେପରୁଆ ‘ୟୁ-ଟର୍ନ’

କାଏମା,୨୫ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ରେଲୱେ ଓଭରବ୍ରିଜ ନିକଟରେ ଥିବା କଟ ପଏଣ୍ଟରେ ଗାଡ଼ିଗୁଡ଼ିକ ନେଉଥିବା ବେପରୁଆ ‘ୟୁ-ଟର୍ନ’…

୧୫୦ ହଜିଥିବା ମୋବାଇଲ୍  ହିତାଧିକାରୀଙ୍କୁ ହସ୍ତାନ୍ତର: ୧୬ ମାସ ପୂର୍ବରୁ ହଜିଯାଇଥିବା ଆଇଫୋନ୍‌ ଫେରିପାଇଲେ…

ଭଞ୍ଜନଗର, ୨୫।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପୋଲିସ ଚଳିତ ବର୍ଷ ଚୋରି ଓ ହଜିଯାଇଥିବା ମୋବାଇଲ୍ ଫୋନ୍‌ ମଧ୍ୟରୁ ମୋଟ ୧୫୦ଟି ଫୋନ୍ ଜବତ…

ଝଗଡ଼ା ପରେ ସୀମା ପାର୍ କଲେ କୋହଲିଙ୍କ ଫ୍ୟାନ୍ସ, ଟ୍ରାଭିସ୍ ହେଡଙ୍କ ପତ୍ନୀଙ୍କୁ ଗାଳିଗୁଲଜ

ନୂଆଦିଲ୍ଲୀ,୨୫ା୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ୍ ହେଡ୍ ମୁହାଁମୁହିଁ ହୋଇଥିଲେ । ଫଳସ୍ୱରୂପ,…

ଟ୍ବିଶା ଶର୍ମା ମାମଲାର ସୁପ୍ରିମକୋର୍ଟରେ ଶୁଣାଣି, CJI କହିଲେ ଆମେ ଦୁଃଖିତ ଯେ…

ନୂଆଦିଲ୍ଲୀ,୨୫।୫: ସୋମବାର (୨୫ ମଇ, ୨୦୨୬) ଭୋପାଳରେ ଟ୍ବିଶା ଶର୍ମା ମାମଲାର ଶୁଣାଣି ସମୟରେ, ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ (CJI) ମତ ଦେଇଥିଲେ ଯେ ମୃତକଙ୍କ ଶାଶୁ…

ଆଜି କାଲି କହି ଭଣ୍ଡାଉଛନ୍ତି ପୋଷ୍ଟ ଅଫିସ କର୍ମଚାରୀ: ଉପଭୋକ୍ତା ଅତିଷ୍ଠ

ଗଞ୍ଜାମ,(ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବଡ଼ ବଜାର ସ୍ଥିତ ପୋଷ୍ଟ ଅଫିସର କର୍ମଚାରୀମାନଙ୍କ ମନମୁଖୀ ଆଚରଣ ନେଇ ଗ୍ରାହକମାନେ ଅତିଷ୍ଠ ହୋଇପଡ଼ିଛନ୍ତି। ଏମିତିକି ଗ୍ରାହକମାନଙ୍କ ସହ କର୍ମଚାରୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri