Posted inଜାତୀୟ

ଆଉ କିଛି ସମୟ ପରେ ପରୀକ୍ଷଣ ହେବ ଚନ୍ଦ୍ରୟାନ-୩, ପ୍ରଧାନମନ୍ତ୍ରୀ କହିଲେ ଆଜିର ଦିନଟି ସୁବର୍ଣ୍ଣ ଅକ୍ଷରରେ ଲିପିବଦ୍ଧ ରହିବ

ନୂଆଦିଲ୍ଲୀ,୧୪।୭: ଅପରାହ୍ନ ୨.୩୦ରେ ଶ୍ରୀହରିକୋଟାରୁ ଚନ୍ଦ୍ରୟାନ-୩ର ପରୀକ୍ଷଣ ହେବ। ଯାହା ଦେଶ ପାଇଁ ଗର୍ବର ବିଷୟ। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି ଟୁଇଟ୍‌ କହିଛନ୍ତି, ଆଜିର ଦିନଟି ସୁବର୍ଣ୍ଣ ଅକ୍ଷରରେ ଲେଖାଯିବ।

ଚନ୍ଦ୍ରୟାନ-୩ରେ ଗୋଦ୍ରେଜ ଏରୋସ୍ପେସର ମଧ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ଚନ୍ଦ୍ରୟାନ-୩ ବହନ କରୁଥିବା ରକେଟର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଦୁଇଟି ଇଞ୍ଜିନ ଗୋଦ୍ରେଜ ଏରୋସ୍ପେସ ଦ୍ୱାରା ପ୍ରସ୍ତୁତ କରାଯାଇଛି। ଆସୋସିଏଟ ଉପାଧ୍ୟକ୍ଷ ତଥା ବ୍ୟବସାୟ ମୁଖ୍ୟ ଗୋଦ୍ରେଜ ଏରୋସ୍ପେସ କହିଛନ୍ତି ଯେ,ଚନ୍ଦ୍ରୟାନ-୩ ଏକ ସମ୍ମାନଜନକ ମିଶନ, ଗୋଦ୍ରେଜ ଦୁଇଟି ଇଞ୍ଜିନ ପାଇଁ ହାର୍ଡୱେର୍‌ ଯୋଗଦାନ କରିଛି। ଯାହା ଦ୍ୱିତୀୟ ପର୍ଯ୍ୟାୟ ଇଞ୍ଜିନ ଅଟେ। ସେ ଆହୁରି ମଧ୍ୟ କହିଛନ୍ତି, ଯଦି ଆମର ବୁଝାମଣା ସଠିକ, ତେବେ ମିଶନର ପ୍ରାୟ ୮୦-୯୦ ପ୍ରତିଶତ ଅଂଶ ସ୍ବଦେଶୀ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri