Posted inଜାତୀୟ

ନୌସେନା କ୍ରୁ ମଡ୍ୟୁଲ ପୁନରୁଦ୍ଧାର ମଡେଲର ପ୍ରାଥମିକ ପରୀକ୍ଷଣ କଲା ଇସ୍ରୋ, ୨୦୨୪ରେ ଗଗନୟାନ ମିଶନ…

ଶ୍ରୀହରିକୋଟା,୯।୨ : ଭାରତୀୟ ମହାକାଶ ଅନୁସନ୍ଧାନ ସଂଗଠନ (ଇସ୍ରୋ) ନୌସେନା ସହିତ ଏହାର ଗଗନୟାନ ମିଶନର ଏକ ଅଂଶ ଭାବରେ ୱାଟର ସର୍ଭାଇଭାଲ ଟେଷ୍ଟ ସୁବିଧାର କ୍ରୁ ମଡ୍ୟୁଲ ପୁନରୁଦ୍ଧାର ମଡେଲର ପ୍ରାରମ୍ଭିକ ପରୀକ୍ଷା ସମାପ୍ତ କରିଛି। ମହାକାଶ ଏଜେନ୍ସି କହିଛି ଯେ ଏହି ପରୀକ୍ଷା ଗଗନୟାନ ମିଶନ ପାଇଁ କ୍ରୁ ମଡ୍ୟୁଲ ପୁନରୁଦ୍ଧାର କାର୍ଯ୍ୟ ପାଇଁ ପ୍ରସ୍ତୁତିର ଏକ ଅଂଶ, ଯାହା ଭାରତୀୟ ଜଳରେ କରାଯିବ।

ଗଗନୟାନ ମିଶନର ସମ୍ପୂର୍ଣ୍ଣ ପୁନରୁଦ୍ଧାର କାର୍ଯ୍ୟ ଭାରତୀୟ ନୌସେନା ଦ୍ୱାରା ପରିଚାଳିତ ହେଉଛି। ଇସ୍ରୋ ସୂଚନା ଦେଇଛି, ଗଗନୟାନ ମିଶନ ଅଧୀନରେ ତିନି ଦିନିଆ ମିଶନ ପାଇଁ ୪୦୦ କିଲୋମିଟର କକ୍ଷପଥରେ ମିଶନ ଆରମ୍ଭ ହେବ ଏବଂ ଚାଳକ ଦଳଙ୍କୁ ନିରାପଦରେ ପୃଥିବୀକୁ ଫେରାଇ ଅଣାଯିବ। ସେମାନଙ୍କୁ ଭାରତୀୟ ଜଳରେ ଅବତରଣ କରାଯିବ। ସ୍ପେସ ଏଜେନ୍ସିର ବିବୃତ୍ତିରେ କୁହାଯାଇଛି ଯେ କ୍ରୁଙ୍କ ନିରାପଦ ପ୍ରତ୍ୟାବର୍ତ୍ତନ ହେଉଛି ଯେକୌଣସି ସଫଳ ମାନବ ମହାକାଶ ଉଡ଼ାଣର ଶେଷ ପଦକ୍ଷେପ। ୱାଟର ସର୍ଭାଇଭାଲ ଟଷ୍ଟ ସୁବିଧା ହେଉଛି ଭାରତୀୟ ନୌସେନାର ଏକ ଅତ୍ୟାଧୁନିକ ସୁବିଧା ଯାହା ବିଭିନ୍ନ ଅବସ୍ଥାରେ ତଥା ଦୁର୍ଘଟଣାଗ୍ରସ୍ତ ସ୍ଥିତିରେ ବିମାନରୁ ବଞ୍ଚିବା ପାଇଁ ଏୟାରକ୍ରାଫକୁ ତାଲିମ ପ୍ରଦାନ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଧ୍ୱଂସ କରିବାକୁ ଆମେରିକାର ‘ମାଷ୍ଟର ପ୍ଲାନ’, ସପ୍ତାହେ ହେବ ଚାଲିଛି ଯୋଜନା, ଜାଣନ୍ତୁ କ’ଣ କରିବେ ଟ୍ରମ୍ପ

ଓ୍ବାଶିଂଟନ,୨୯।୩: ଇରାନ ସହିତ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, ଆମେରିକା ଏବେ ସ୍ଥଳ ସାମରିକ ଅଭିଯାନ ପାଇଁ ପ୍ରସ୍ତୁତ ହେଉଛି। ଦି ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ,…

ପେଟ୍ରୋଲ ରେଟ୍‌ ଆଗକୁ ବଢିବ କି? ମୋଦି କହିଦେଲେ ସତକଥା…

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ। ପ୍ରତିଶୋଧ ସ୍ୱରୂପ, ଇରାନ ହର୍ମୁଜ…

ଗ୍ରାଉଣ୍ଡକୁ ସେନା ପଠାଇଲା ଆମେରିକା, ଏବେ ଜୋରଦାର ହେବ ବିଶ୍ୱଯୁଦ୍ଧ! ବିଶ୍ୱରେ ଚହଳ

ଓ଼୍ବାଶିଂଟନ,୨୯।୩: ଇରାନ ସହିତ ଚାଲିଥିବା ସଂଘର୍ଷର ଏକ ମାସ ପୂରଣ ହେଉଥିବାରୁ, ଆମେରିକା ମଧ୍ୟପ୍ରାଚ୍ୟରେ ଏହାର ସାମରିକ ଉପସ୍ଥିତିକୁ ଆହୁରି ମଜବୁତ କରିଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri