Posted inଜାତୀୟ

ଇନସାଟ୍‌‌ ଥ୍ରୀ ଡିଏସ୍‌‌ ସଫଳତାର ସହିତ ଉତ୍‌‌କ୍ଷେପଣ କଲା ଇସ୍ରୋ

ନୂଆଦିଲ୍ଲୀ,୧୭।୨: ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ଉତ୍‌‌କ୍ଷେପଣ କେନ୍ଦ୍ରରୁ ଶନିବାର ସନ୍ଧ୍ୟ ୫ଟା ୩୫ ମିନିଟ୍‌‌ରେ ଇସ୍ରୋ ପକ୍ଷରୁ ଇନସାଟ୍‌‌ ଥ୍ରୀ ଡିଏସ୍‌‌ ସଫଳତାର ସହିତ ଉତ୍‌‌କ୍ଷେପଣ କରାଯାଇଛି। ଇସ୍ରୋର ଧ୍ରୁବୀୟ ଉପଗ୍ରହ ଉତ୍‌‌କ୍ଷେପଣ ଯାନ ଜିଏସ୍‌‌ଏଲ୍‌‌ଭି ଜରିଆରେ ଏହି ପାଣିପାଗ ଉପଗ୍ରହକୁ କକ୍ଷପଥରେ ସ୍ଥାପନ କରାଯାଇଛି। ଏହି ଉପଗ୍ରହକୁ ଉତ୍‌‌କ୍ଷେପଣ କରିଥିବା ଥିବା ମହାକାଶ ଯାନର ନାମ ‘ନଟି ବୟ’ ରଖାଯାଇଛି। ଏହି ଉପଗ୍ରହ ଦ୍ୱାରା ପାଣିପାଗ ସମ୍ବନ୍ଧୀୟ ସଠିକ୍‌‌ ତଥା ଆଗୁଆ ସୂଚନା ମିଳିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

LACରେ ତିକ୍ତତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…

ନୂଆଦିଲ୍ଲୀ,୧୩।୮: ଅରୁଣାଚଳ ପ୍ରଦେଶର ପ୍ରକୃତ ନିୟନ୍ତ୍ରଣ ରେଖା (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ସାମରିକ ଗତିରୋଧର ରିପୋର୍ଟ ହୋଇଛି। ଚାଇନା ପରିସ୍ଥିତିକୁ ହାଲୁକା ଭାବରେ…

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri