Posted inଜାତୀୟ

ମହାକାଶରେ ବଢିଲା ଭାରତର ଦବଦବା, ଇସ୍ରୋ ଉତକ୍ଷେପଣ କଲା ସିଙ୍ଗାପୁରର ଦୁଇଟି ଉପଗ୍ରହ

ନୂଆଦିଲ୍ଲୀ,୨୨।୪: ଭାରତୀୟ ମହାକାଶ ଅନୁସନ୍ଧାନ ସଙ୍ଗଠନ(ଇସ୍ରୋ) ଶନିବାର ଅର୍ଥାତ୍‌ ୨୨ ଏପ୍ରିଲରେ ତା’ର ଏକ ବଡ ମିଶନରେ ପୋଲାର ସାଟେଲାଇଟ ଲଞ୍ଚ ଭେଇକଲ(ପିଏସଏଲଭି)ଲଞ୍ଚ କରିଛି। ଏହି ରକେଟ ସିଙ୍ଗାପୁରର ଦୁଇଟି ବଡ ସାଟେଲାଇଟ ଓ ଏକ ଇନ-ହାଉସ ପ୍ଲାଟଫର୍ମ ସହ ଉତକ୍ଷେପଣ କରାଯାଇଛି।

ସୂଚନାଯୋଗ୍ୟ, ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ସ୍ଥିତି ସତୀଶ ଧଓ୍ବନ ସ୍ପେସ ସେଣ୍ଟରରୁ ପିଏସଏଲଭି-ସି୫୫ ମିଶନ ଅପରାହ୍ନ ୨ଟା ୧୯ରେ ଆରମ୍ଭ କରାଯାଇଥିଲା। ଏହା ହେଉଛି ପିଏସଏଲଭିର ୫୭ ତମ ଉତକ୍ଷେପଣ ଓ ପିଏସଏଲଭି କୋର ଆଲୋନ କନଫିଗରେଶନର ବ୍ୟବହାର କରୁଥିବା ୧୬ତମ ମିଶନ। ଏହି ମିଶନକୁ ଟିଏଲଇଓଏସ-୨ ନାମ ଦିଆଯାଇଛି।

ଇସ୍ରୋ ସିଙ୍ଗାପୁରର ଦୁଇଟି ଉପଗ୍ରହ ଉତକ୍ଷେପଣ କରିବା ସମ୍ପର୍କରେ ଟୁଇଟର ହ୍ୟାଣ୍ଡେଲରେ ସୂଚନା ଦେଇଛି। ଇସ୍ରୋ କହିଛି ଶନିବାର ଶ୍ରୀହରିକୋଟାରୁ ପିଏସଏଲଭି ରକେଟ ପିଏସଏଲଭି-ସି୫୫ ସିଙ୍ଗାପୁରକୁ ୭୪୧ କିଲୋ ଓଜନ ଉପଗ୍ରହ ଟିଇଏଲଇଓଏସ-୨ ଓ ୧୬ କିଲୋ ଓଜନ ବାଲା ଲୁମିଲାଇଟ-୪ ସାଟେଲାଇଟ ଅର୍ବିଟକୁ ପଠାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିନୟରୁ ସନ୍ୟାସ ନେବେ ଅମିତାଭ ବଚ୍ଚନ! ମୁହଁ ଖୋଲିଲେ ୮୩ ବର୍ଷିୟ ଅଭିନେତା

ମୁମ୍ବାଇ,୧୬।୯: ଅମିତାଭ ବଚ୍ଚନ ହିନ୍ଦୀ ସିନେମାର ‘ମେଗାଷ୍ଟାର’ ଭାବରେ ପରିଚିତ। ପ୍ରାୟ ଛଅ ଦଶନ୍ଧି ଧରି ଚଳଚ୍ଚିତ୍ର ଜଗତରେ ରାଜ କରିଆସୁଥିବା ‘ବିଗ ବି’ (Big B)…

ଭାଜପାର ଟେନସନ ବଢାଇଲେ ଜଣେ ପୂର୍ବତନ ଭାଜପା ନେତା? ଜାଣନ୍ତୁ କ’ଣ କଲେ

ଲକ୍ଷ୍ନୌ,୧୬।୯: ଉତ୍ତର ପ୍ରଦେଶ ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା) ବର୍ଦ୍ଧିତ ଆହ୍ବାନର ସମ୍ମୁଖୀନ ହୋଇପାରେ। କର୍ଣ୍ଣି ସେନା ରାଜ୍ୟରେ ୫୦ଟି ଆସନରେ ନିର୍ବାଚନ ଲଢ଼ିବାକୁ ଯୋଜନା…

ପାରିବାରିକ କଳହର କରୁଣ ପରିଣତି, ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀଙ୍କ ଜୀବନ ଗଲା, ଘରେ ପଡ଼ିଛି…

ଚାନ୍ଦବାଲି,୧୬ା୯(କିଷାନ ପାତ୍ର): ଏମିତି ଏକ ଦୁଃଖଦ ଘଟଣାକୁ ନେଇ ଚାନ୍ଦବାଲି ଅଞ୍ଚଳରେ ଚାଞ୍ଚଲ୍ୟ ଦେଖାଦେଇଛି। ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଧୀନ ପାଇକିରାପୁର ଗ୍ରାମରେ ପାରିବାରିକ କଳହକୁ…

U-15ରେ ଓଡ଼ିଶା ପାଇଁ ଖେଳିବେ ଗୁଡ଼ାରି ଝିଅ ଆୟୁଷା

ଗୁଡ଼ାରି,୧୬ା୯(ପ୍ରମୋଦ କୁମାର ପତି): ୧୫ ବର୍ଷରୁ କମ୍‌ କ୍ରିକେଟ୍‌ରେ ଓଡ଼ିଶା ପାଇଁ ଖେଳିବାର ସୁଯୋଗ ପାଇଛନ୍ତି ରାୟଗଡ଼ା ଜିଲା ଗୁଡ଼ାରି ଝିଅ ଆୟୁଷା ମିଶ୍ର। ଏ ନେଇ…

ଶଙ୍ଖ ନଦୀରେ ଅଘଟଣ: ଗାଧୋଇବାବେଳେ ବୁଡ଼ିଗଲେ ୩ ନାବାଳିକା

କୁଆଁରମୁଣ୍ଡା, ୧୬।୯ (ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଅଞ୍ଚଳରେ ବୁଧବାର ସକାଳେ ଏକ ହୃଦୟବିଦାରକ ଘଟଣା ଘଟିଛି। ଶଙ୍ଖ ନଦୀରେ ଗାଧୋଉଥିବାବେଳେ ବୁଡ଼ିଯାଇ…

LPG e-KYCର ସମୟସୀମା ଶେଷ: ଆଜିଠୁ ଏମାନଙ୍କର କଟିଯିବ ଗ୍ୟାସ କନେକ୍ସନ! ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: LPG ଗ୍ୟାସ ଉପଭୋକ୍ତାଙ୍କ ପାଇଁ ଜରୁରୀ ଖବର। ଗ୍ୟାସ କନେକ୍ସନର e-KYC କରାଇବା ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି। ସର୍ଭର ସମସ୍ୟା ଯୋଗୁ ପ୍ରଥମେ…

୨୦୦୦ ଟଙ୍କାରୁ ଅଧିକ ରେଳ ଟିକେଟ ବୁକିଂରେ କେତେ ଚାର୍ଜ ଦେବେ ଯାତ୍ରୀ? ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: ଟ୍ରେନରେ ଯାତ୍ରା କରୁଥିବା ଏବଂ ଅନଲାଇନରେ ଟିକେଟ ବୁକ କରୁଥିବା ଯାତ୍ରୀଙ୍କ ପାଇଁ ଜରୁରୀ ଖବର। UPI ପେମେଣ୍ଟକୁ ନେଇ ନୂଆ ନିୟମ ଲାଗୁ ହେବାକୁ…

ଶ୍ରୀମନ୍ଦିରରେ ଛୁଆଁ ମହାସ୍ନାନ ନୀତି: ରତ୍ନସିଂହାସନ ଉପରେ ଛୁଇଁ ଦେଲେ…

ପୁରୀ,୧୬।୯(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିରରେ ବୁଧବାର ଶ୍ରୀବିଗ୍ରହଙ୍କ ‘ଛୁଆଁ ମହାସ୍ନାନ’ ନୀତି ଅନୁଷ୍ଠିତ ହୋଇଛି। ଏହି କାରଣରୁ ଶ୍ରୀଜିଉଙ୍କ ନୀତିକାନ୍ତିରେ ବିଳମ୍ବ ଦେଖିବାକୁ ମିଳିଛି। ମହାସ୍ନାନ ନୀତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?