Posted inଜାତୀୟ

‘ପୁଷ୍ପକ ବିମାନ’ ଲଞ୍ଚ କଲା ଇସ୍ରୋ: ଜାଣନ୍ତୁ କ’ଣ ରହିଛି ଏହାର ସ୍ବତନ୍ତ୍ର

ନୂଆଦିଲ୍ଲୀ,୨୨।୩: ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ଶୁକ୍ରବାର କର୍ନାଟକର ଚିତ୍ରଦୁର୍ଗଠାରେ ‘ପୁଷ୍ପକ’ ବିମାନକୁ ସଫଳତାର ସହ ଅବତରଣ କରିଛି। ଇସ୍ରୋ ଏକ ଟୁଇଟ ମାଧ୍ୟମରେ ଏହି ସୂଚନା ଦେଇଛି। ପୁଷ୍ପକ ବିମାନ ହେଉଛି ଏକ ଏସୟୁଭି ଆକାରର ପଙ୍ଖା ଭିତ୍ତିକ ରକେଟ, ଯାହାକୁ ‘ସ୍ବଦେଶୀ ସ୍ପେସ ସଟଲ’ ମଧ୍ୟ କୁହାଯାଏ। ପୁନଃ ବ୍ୟବହାର ଯୋଗ୍ୟ ରକେଟ ବିଭାଗରେ ସଫଳତା ହାସଲ କରିବା ପାଇଁ ଭାରତ ଏହା ଏକ ବଡ ପଦକ୍ଷେପ।
ଇସ୍ରୋ କହିଛି, ଆରଏଲଭି LEX-02 ଅବତରଣ ପରୀକ୍ଷଣ ମାଧ୍ୟମରେ ପୁନଃବ୍ୟବହାର ଯୋଗ୍ୟ ଲଞ୍ଚ ଯାନ (ଆରଏଲଭି) ଟେକ୍ନୋଲୋଜି କ୍ଷେତ୍ରରେ ଏକ ମାଇଲଖୁଣ୍ଟ ହାସଲ କରାଯାଇଛି। ଏହି ଟେଷ୍ଟ କର୍ନାଟକର ଚିତ୍ରଦୁର୍ଗସ୍ଥିତ ଏରୋନେଟିକାଲ ଟେଷ୍ଟ ରେଞ୍ଜ (ଏଟିଆର) ରେ ସକାଳ ୭.୧୦ରେ କରାଯାଇଥିଲା। ୱିଙ୍ଗେଡ ପୁଷ୍ପକ (ଆରଏଲଭି-ଟିଡି) ଲଞ୍ଚ ହେବା ପରେ ସଠିକତା ସହିତ ରନୱେରେ ସଫଳତାର ସହ ଅବତରଣ କଲା। ବାୟୁସେନା ହେଲିକପ୍ଟର ଯୋଗେ ଏହି ରକେଟ ଆକାଶରୁ ଖସିଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

NEET-UG ପେପର୍‌ ଲିକ୍‌ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ପୁନଃ ପରୀକ୍ଷା ହେବ ନାହିଁ …

ନୂଆଦିଲ୍ଲୀ,୨୩।୭: ନିଟ୍‌ ୟୁଜି-୨୦୨୪ ପରୀକ୍ଷା ବିବାଦ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ ଦେଇଛନ୍ତି। ୨୪ ଲକ୍ଷ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ପରୀକ୍ଷା ଉପରେ ନିର୍ଭର କରୁଛି। ଏଣୁ...

ରାଜ୍ୟ ସଭାରେ ଗର୍ଜିଲା ବିଜେଡି, ଚିନ୍ତାରେ ଭାଜପା

ନୂଆଦିଲ୍ଲୀ,୨୩।୭: ବଜେଟରେ ଓଡ଼ିଶାକୁ ଅବହେଳା କରାଯିବାକୁ ନେଇ କକ୍ଷତ୍ୟାଗ କରିଛି ବିଜେଡି।ଏଥିସହ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ନ ମିଳିବାରୁ ମଧ୍ୟ ଅସନ୍ତୋଷ ପ୍ରକାଶ କରି କକ୍ଷତ୍ୟାଗ...

ମୋଦିଙ୍କ ବଜେଟରେ ଖୁସି ହୋଇଗଲେ ନୀତୀଶ, କହିଲେ ଆମେ ମାଗିଥିଲୁ କେବଳ…

ନୂଆଦିଲ୍ଲୀ,୨୩।୭: ସାଧାରଣ ବଜେଟକୁ ନେଇ ବିହାରରେ ଅନେକ ରାଜନୈତିକ ଆଲୋଚନା ଚାଲିଛି। ଏହି ସମୟରେ ସିଏମ ନୀତୀଶ କୁମାର ମଙ୍ଗଳବାର ବଡ଼ ପ୍ରତିକ୍ରିୟା ଦେଇଛନ୍ତି। ସେ...

‘ବେକାରୀ-ମୁଦ୍ରାସ୍ଫୀତି, କୃଷକ-ମହିଳା-ଯୁବକଙ୍କ ପ୍ରସଙ୍ଗ ଗାଏବ’, ବଜେଟକୁ ନେଇ ଅଖିଳେଶଙ୍କ ବଡ଼ ଅଭିଯୋଗ

ନୂଆଦିଲ୍ଲୀ,୨୩।୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମଙ୍ଗଳବାର ମୋଦି ୩.୦ର ପ୍ରଥମ ବଜେଟ ଉପସ୍ଥାପନ କରିଛନ୍ତି। ଭାଜପା ନେତା ଏବଂ ଏହାର ସହଯୋଗୀମାନେ ମୋଦି ସରକାରଙ୍କ ପ୍ରଥମ...

କ୍ୟାନସର ରୋଗୀ ମାସକୁ ସଞ୍ଚୟ କରିପାରିବେ ୪୦ ହଜାର ଟଙ୍କା, ଅର୍ଥମନ୍ତ୍ରୀଙ୍କ ବଡ ଘୋଷଣା

ନୂଆଦିଲ୍ଲୀ,୨୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ୩.୦ ର ପ୍ରଥମ ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମଙ୍ଗଳବାର ଉପସ୍ଥାପନ କରିଛନ୍ତି। ଏଥିରେ କର୍କଟ ରୋଗୀଙ୍କ ପାଇଁ...

ମଧ୍ୟବିତ୍ତଙ୍କ ପାଇଁ ଲାଗିଲା ଲଟେରୀ, କର୍ମକ୍ଷେତ୍ରରେ ଇର୍ଣ୍ଟନଙ୍କ ପାଇଁ ବଡ଼ ଘୋଷଣା କଲେ ସରକାର

ନୂଆଦିଲ୍ଲୀ,୨୩।୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲୋକ ସଭାରେ ୨୦୨୪-୨୫ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି। ତେବେ ଏହି ବଜେଟ୍‌ରେ ଅର୍ଥମନ୍ତ୍ରୀ ରୋଜଗାରକୁ ନେଇ ବଡ଼ ଘୋଷଣା...

ସାଧାରଣ ଲୋକଙ୍କ ପାଇଁ ବଜେଟରେ କିଛି ନାହିଁ…, ମୋଦି ସରକାରଙ୍କୁ ଟାର୍ଗେଟ କଲେ ଥରୁର

ନୂଆଦିଲ୍ଲୀ,୨୩।୭: ମଙ୍ଗଳବାର ସଂସଦରେ ମୋଦି ସରକାର ୩.୦ର ପ୍ରଥମ ବଜେଟ ଉପସ୍ଥାପିତ ହୋଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କ୍ରମାଗତ ସପ୍ତମ ଥର ପାଇଁ ବଜେଟ ଉପସ୍ଥାପନ...

ମୋଦି ୩.୦ ବଜେଟ ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଥମ ପ୍ରତିକ୍ରିୟା, କହିଲେ ଏହି ବଜେଟ…

ନୂଆଦିଲ୍ଲୀ,୨୩।୭: ଭାରତୀୟ ଜନତା ଦଳର ନେତାମାନେ ମୋଦି ୩.୦ର ପ୍ରଥମ ବଜେଟକୁ ପ୍ରଶଂସା କରୁଛନ୍ତି। ଏଥି ସହ ଲୋକ ସଭାରେ ବିରୋଧୀଦଳର ନେତା ତଥା ବରିଷ୍ଠ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri