Posted inଜାତୀୟ

ପୃଥିବୀଠାରୁ ୯.୨ ଲକ୍ଷ ଦୂରରେ ପହଞ୍ଚିଲା ଆଦିତ୍ୟ- ଏଲ୍‌୧

ନୂଆଦିଲ୍ଲୀ,୧।୧୦: ଇସ୍ରୋ ଶନିବାର ଭାରତର ସୂର୍ଯ୍ୟ ମିଶନ ବିଷୟରେ ବଡ ସୂଚନା ଦେଇଛି। ଇସ୍ରୋ ଟୁଇଟ କରି କହିଛି ଯେ, ଆଦିତ୍ୟ- ଏଲ୍‌୧ ମିଶନ ଅଧୀନରେ ପଠାଯାଇଥିବା ମହାକାଶଯାନ ପୃଥିବୀର ପ୍ରଭାବ କ୍ଷେତ୍ରରୁ ସଫଳତାର ସହ ବାହାରି ୯.୨ ଲକ୍ଷ କିଲୋମିଟରରୁ ଅଧିକ ଦୂରତା ଅତିକ୍ରମ କରିଛି। ଆଦିତ୍ୟ- ଏଲ୍‌୧ ମହାକାଶଯାନ କ୍ରମାଗତ ଭାବରେ ଏହାର ନୂତନ ଘର ଲାଗ୍ରେଞ୍ଜ ପଏଣ୍ଟ ଆଡକୁ ଗତି କରୁଛି।

ଆଦିତ୍ୟ- ଏଲ୍‌୧ ମିଶନ ବିଷୟରେ ସୂଚନା ଦେଇ ଇସ୍ରୋ କହିଛି ଯେ, ବର୍ତ୍ତମାନ ଏହି ଯାନ ସୂର୍ଯ୍ୟ-ପୃଥିବୀ ଲାଗ୍ରେଞ୍ଜ ପଏଣ୍ଟ ୧ (ଏଲ୍‌୧) ଆଡକୁ ଯାଉଛି। ଟୁଇଟରେ ଏହା ମଧ୍ୟ କୁହାଯାଇଛି, ଏହା କ୍ରମାଗତ ଦ୍ୱିତୀୟ ଥର, ଯେତେବେଳେ ଇସ୍ରୋ ପୃଥିବୀର ପ୍ରଭାବ କ୍ଷେତ୍ରରୁ ବାହରକୁ ମହାକାଶଯାନ ପଠାଇବାରେ ସକ୍ଷମ ହୋଇଛି। ମଙ୍ଗଳ ଅର୍ବିଟର ମିଶନ ସମୟରେ ଏହା ପ୍ରଥମ ଥର ପାଇଁ କରାଯାଇଥିଲା। ସେପ୍ଟେମ୍ବର ୨ ରେ ଆଦିତ୍ୟ- ଏଲ୍‌୧ ମହାକାଶଯାନ ଉତ୍‌କ୍ଷେପଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ଗ୍ୟାସ୍‌ ଦୁର୍ଘଟଣା: ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଲା

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଆମୋନିଆ ଗ୍ୟାସ୍‌ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଛି। ୨୪ ତାରିଖ ଦିନ ସୁବାସି ଜୁଆଙ୍ଗ (୨୪)ଙ୍କର ମୃତ୍ୟୁ ଘଟିଥିବାବେଳେ…

ନିରାଶ ହେଲେ ପ୍ରଶଂସକ, ଖେଳିବେନି ବୈଭବ

ନୂଆଦିଲ୍ଲୀ,୨୬।୬: ଭାରତୀୟ ଟି-୨୦ କ୍ରିକେଟର ‘ଶ୍ରେୟସ ଯୁଗ’ ଆଜିଠାରୁ ଆରମ୍ଭ ହେଉଛି। ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଭାରତୀୟ ଦଳ ଆଜି ଆୟର୍ଲାଣ୍ଡର ସାମ୍ନା କରୁଛି। ଏହା…

ଆଫଗାନିସ୍ତାନ ମାଡ଼ରେ ଉଡ଼ିଲା ପାକିସ୍ତାନର ହୋଶ! ଭାରତ ବିରୋଧରେ ଖ୍ବାଜା ଆସିଫ ଆଣିଲେ…

ଇସଲାମାବାଦ,୨୬।୬: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଆଫଗାନିସ୍ତାନରୁ ହୋଇଥିବା ଡ୍ରୋନ ଆକ୍ରମଣ ପାଇଁ ଭାରତକୁ ଦାୟୀ କରିଛନ୍ତି। ଗତ ସପ୍ତାହରେ, ଆଫଗାନ ତାଲିବାନ ବାହିନୀ ଦୁଇଟି…

ରାସନ କାର୍ଡଧାରୀଙ୍କ ପାଇଁ ବଡ଼ ଖବର: ପ୍ରତି ମେମ୍ବର ପାଇବେ ୭ କେଜି ଶସ୍ୟ; ଆପଣଙ୍କ ପାଇଁ ଲାଭ ନା କ୍ଷତି?

ନୂଆଦିଲ୍ଲୀ,୨୬।୬: ଦେଶର ସବୁଠାରୁ ଗରିବ ପରିବାରଗୁଡ଼ିକୁ ମିଳୁଥିବା ରାସନ ବ୍ୟବସ୍ଥାରେ କେନ୍ଦ୍ର ସରକାର ଏକ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏପର୍ଯ୍ୟନ୍ତ ଅନ୍ତ୍ୟୋଦୟ ଅନ୍ନ ଯୋଜନା (AAY)…

ଟ୍ରକ୍‌ ପଛରେ ପିଟିହେଲା ପିକ୍‌ଅପ୍‌, ୨ ଗୁରୁତର

ଛତ୍ରପୁର,୨୬ା୬(ଦିଲ୍ଲୀପ ସାମଲ): ଛତ୍ରପୁର ଅଗସ୍ତି ନୂଆଗାଁ ଛକ ନିକଟ ଜାତୀୟ ରାଜପଥରେ ଶୁକ୍ରବାର ଟ୍ରକ୍‌ ପଛରେ ଏକ ପିକ୍‌ଅପ୍‌ ପିଟି ହେବାରୁ ୨ ଗୁରୁତର ହୋଇଛନ୍ତି। ଫଳରେ…

ବଢିବ ସିୟାଙ୍କ ସମସ୍ୟା! କସାବକୁ ମୃତ୍ୟୁଦଣ୍ଡ ଦେଇଥିବା ଓକିଲ ଲଢ଼ିବେ କେତନଙ୍କ ହତ୍ୟା ମାମଲା

ପୁଣେ,୨୬।୬: ପୁଣେର ପ୍ରସିଦ୍ଧ ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ଏକ ବଡ଼ ଘଟଣା ସାମ୍ନାକୁ ଆସିଛି। ଏହି ହାଇପ୍ରୋଫାଇଲ ହତ୍ୟାକାଣ୍ଡକୁ ନେଇ ସାରା ମହାରାଷ୍ଟ୍ରରେ…

ଅନଶନକାରୀଙ୍କ ସହ ଜିଲାପାଳ-ଏସ୍‌ପିଙ୍କ ରୁଦ୍ଧଦ୍ୱାର ବୈଠକ, ଫଳାଫଳ ଉପରେ ସମସ୍ତଙ୍କ ନଜର

ପଟ୍ଟାମୁଣ୍ଡାଇ,୨୬ା୬(କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ଜଳସମ୍ପଦ ବିଭାଗ ଅଳଭା-୨ ଅଧୀନ ୧୬ନଂ କେନାଲ ରାସ୍ତା କାର୍ଯ୍ୟ ପାଇଁ ଆସିଥିବା ଅର୍ଥ ଆଦୌ ବିନିଯୋଗ ନ ହୋଇ ମିଥ୍ୟା ବିଲ୍‌…

ସାବଧାନ! ୧ ଜୁଲାଇରୁ ବଦଳିଯିବ ଏହି ସବୁ ନିୟମ; ମହଙ୍ଗା ପଡ଼ିବ ନା ଆଶ୍ୱସ୍ତି ମିଳିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୬: ପ୍ରତି ମାସର ପହିଲା ତାରିଖ ନିଜ ସହିତ କିଛି ନୂଆ ନିୟମ ନେଇ ଆସିଥାଏ। ଜୁନ ମାସ ଏବେ ଶେଷ ହେବାକୁ ଯାଉଛି ଏବଂ ଜୁଲାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri