Posted inଜାତୀୟ

ସେପ୍ଟେମ୍ବର ୨୩ରେ ପୁଣି ଆକ୍ଟିଭ ହୋଇପାରେ ଚନ୍ଦ୍ରୟାନ-୩ର ଲ୍ୟାଣ୍ଡର୍‌, ରୋଭର

ନୂଆଦିଲ୍ଲୀ,୨୧।୯: ଇସ୍ରୋର ଚନ୍ଦ୍ରୟାନ-୩ ମିଶନ ସଫଳତାର ସହିତ ଶେଷହୋଇଛି, କିନ୍ତୁ ଖବର ଆସୁଛି ଯେ ଏହି ମିଶନ ବର୍ତ୍ତମାନ ପୁଣି ଆରମ୍ଭ ହୋଇପାରେ। ଇସ୍ରୋର ସ୍ପେସ ବୈଜ୍ଞାନିକମାନେ କହିଛନ୍ତି , ଚନ୍ଦ୍ରୟାନ-୩ର ଲ୍ୟାଣ୍ଡର୍‌ ଏବଂ ରୋଭର ସେପ୍ଟେମ୍ବର ୨୩ରେ ପୁନର୍ବାର ସକ୍ରିୟ ହୋଇପାରେ। ଯଦି ଏହା ଘଟେ, ତେବେ ଚନ୍ଦ୍ରୟାନର ରୋଭର ଚନ୍ଦ୍ର ପୃଷ୍ଠରେ ଅଧିକ ପରୀକ୍ଷାମୂଳକ ତଥ୍ୟ ଇସ୍ରୋକୁ ପଠାଇପାରେ।

ଇସ୍ରୋର ସ୍ପେସ ଆପ୍ଲିକେଶନ କେନ୍ଦ୍ର ନିର୍ଦ୍ଦେଶକ ନୀଳେଶ ଦେଶାଇ କହିଛନ୍ତି ଯେ ଗତ ସେପ୍ଟେମ୍ବର ୩ରେ ଚନ୍ଦ୍ରୟାନ-୩ ର ଲ୍ୟାଣ୍ଡ୍‌ର ବିକ୍ରମ ଏବଂ ରୋଭର ପ୍ରଜ୍ଞାନ ଚନ୍ଦ୍ରର ଦକ୍ଷିଣ ପୋଲ ଉପରେ ସ୍ଲିପ୍‌ ମୋଡରେ ରହିଥିଲେ। ନୀଳେଶ ଦେଶାଇ କହିଛନ୍ତି , ଲ୍ୟାଣ୍ଡର୍‌ ଏବଂ ରୋଭରରେ ସୌର ପ୍ୟାନେଲ ଲଗାଯାଇଛି ଏବଂ ଚନ୍ଦ୍ରର ଦକ୍ଷିଣ ପୋଲରେ ଦିନ ଆସିବା ପରେ ସେଗୁଡିକ ରିଚାର୍ଜ ହୋଇପାରିବ।ଆମର ଯୋଜନା ଅନୁଯାୟୀ ସେପ୍ଟେମ୍ବର ୨୩ରେ ଲ୍ୟାଣ୍ଡର୍‌ ବିକ୍ରମ ଏବଂ ରୋଭର ପୁନର୍ବାର ସକ୍ରିୟ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ ଆଘାତ ଦେଇ ସ୍ବାମୀଙ୍କୁ ମାରିବାକୁ ଚେଷ୍ଟା କରୁଥିଲେ ସ୍ତ୍ରୀ, ନିଦରୁ ଉଠିପଡିଲେ ସ୍ବାମୀ, ଆଉ ତା’ପରେ…

ମୁମ୍ବାଇ, ୧୧।୫: ମହାରାଷ୍ଟ୍ରର ଯବତମାଲ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ସାତ ପ୍ରତିଜ୍ଞାର ଏକ ବିବାହ ହତ୍ୟା ଷଡ଼ଯନ୍ତ୍ରରେ ପରିଣତ ହୋଇଛି। ଅଭିଯୋଗ…

ପେଟ୍ରୋଲ-ଡିଜେଲ, ଏଲପିଜି ସମ୍ପର୍କରେ ବଡ଼ ବୟାନ ଜାରି କଲା ପେଟ୍ରୋଲିୟମ ମନ୍ତ୍ରଣାଳୟ, ଭାରତ ଉପରେ…

ନୂଆଦିଲ୍ଲୀ,୧୧।୫: ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର ଯୁଗ୍ମ ସଚିବ ସୁଜାତା ଶର୍ମା ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ନାଗରିକଙ୍କୁ…

ପୁଣିଥରେ ହେବ ଲକଡାଉନ! ପ୍ରଧାନମନ୍ତ୍ରୀଙ୍କ ଏହି ୩ଟି ବଡ଼ ଅପିଲ ପରେ ଦେଶରେ ହଇଚଇ

ନୂଆଦିଲ୍ଲୀ,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହାଇଦ୍ରାବାଦରେ ନିକଟରେ ଭାଷଣ ସାରା ଦେଶରେ ବ୍ୟାପକ ଆଲୋଚନାର ସୂତ୍ରପାତ କରିଛି, ଅନେକ ଲୋକ ତାଙ୍କ ଆବେଦନକୁ COVID-19 ଲକଡାଉନ ସମୟରେ…

ସୁନା ନ କିଣିବା ପାଇଁ କାହିିଁକି ଅପିଲ କଲେ ପ୍ରଧାନମନ୍ତ୍ରୀ, ୧୯୮୦ରେ ଘଟିଥିଲା କ’ଣ? ଜାଣିଲେ ଆପଣ ବି…

ନୂଆଦିଲ୍ଲୀ,୧୧।୫: ଗତ ଦେଢ଼ ବର୍ଷ ମଧ୍ୟରେ ସୁନାର ବୃଦ୍ଧି ପାଉଥିବା ମୂଲ୍ୟ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ବର୍ତ୍ତମାନ ଭାରତରେ ପ୍ରତି ୧୦ ଗ୍ରାମ ପିଛା ୨୪ କ୍ୟାରେଟ…

RCBକୁ ଜିତାଇବା ପରେ ମଧ୍ୟ କାନ୍ଦିଲେ କ୍ରୁନାଲ ପାଣ୍ଡ୍ୟା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୧।୫: IPL ୨୦୨୬ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ଭାବପ୍ରବଣତା, ଉତ୍ସାହ ଏବଂ ଅବିସ୍ମରଣୀୟ ମୁହୂର୍ତ୍ତରେ ପରିପୂର୍ଣ୍ଣ ଥିଲା। ଶେଷ…

ପର୍ନ ଷ୍ଟାରଙ୍କ ସହ କୋହଲି! ଫଟୋ ଭାଇରାଲ୍‌ ପରେ କ୍ରିକେଟ୍‌ ଜଗତରେ…

ନୂଆଦିଲ୍ଲୀ,୧୧।୫: ଆଜିକାଲି ବିରାଟ କୋହଲି IPL ୨୦୨୬ ସିଜିନରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପାଇଁ ଖେଳୁଥିବାର ଦେଖାଯାଉଛି। ପୂରା ସିଜିନରେ କୋହଲି ଦମଦାର ଫର୍ମରେ ଅଛନ୍ତି। ଏହା…

ଅନ୍‌ଲାଇନ୍‌ ଟ୍ରେଡିଂ ନାମରେ ଠକେଇ, ଆନ୍ଧ୍ରରୁ ଗିରଫ ହେଲେ ମାଷ୍ଟରମାଇଣ୍ଡ୍‌

କୋରାପୁଟ,୧୧ା୫(ଅମିତାଭ ବେହେରା): ଅନ୍‌ଲାଇନ୍‌ ଟ୍ରେଡିଂରେ ଅଧିକ ଲାଭ ଦେବା ଲୋଭ ଦେଖାଇ ଜୟପୁରର ଜଣେ ବ୍ୟକ୍ତିଙ୍କୁ ୨୦ ଲକ୍ଷ ୫୦ ହଜାର ଟଙ୍କା ଠକେଇ କରାଯାଇଥିବା ଘଟଣାରେ…

ବିଜ୍ଞପ୍ତି ଜାରିି: ସବୁ ରାଜ୍ୟ-କେନ୍ଦ୍ରଶାସିତ ଅଞ୍ଚଳରେ VBGRAMG ଆକ୍ଟ-୨୦୨୫ ଲାଗୁ

ନୂଆଦିଲ୍ଲୀ,୧୧।୫: ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ ସୋମବାର VBG RAMG ଆକ୍ଟ-୨୦୨୫ ଲାଗୁ ହେବା ନେଇ ବିଧିବଦ୍ଧ ବିଜ୍ଞପ୍ତି ଜାରି କରିଛି। ଜୁଲାଇ ପହିଲା ୨୦୨୬ରୁ VB-G RAM…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri