ସ୍ପେସ ରେସ୍‌ରେ ଚାଇନା, ଇସ୍ରୋ ପୂର୍ବରୁ ଲଞ୍ଚ କରିବ ରକେଟ୍‌

ବେଜିଂ,୨୩।୧୧: ଇସ୍ରୋ ପରେ ଏବେ ଚନ୍ଦ୍ରରେ ନୂଆ ଇତିହାସ ଆରମ୍ଭ କରିବାକୁ ଯାଉଛି ଚାଇନା। ଚଳିତ ବର୍ଷ ଭାରତର ମହାକାଶ ଏଜେନ୍ସି ଇସ୍ରୋ ଚନ୍ଦ୍ରର ଦକ୍ଷିଣ ମେରୁରେ ଚନ୍ଦ୍ରାୟାନ ୩କୁ ଅବତରଣ କରି ବିଶ୍ୱରେ ଦବଦବା ସୃଷ୍ଟି କରିଥିଲା। ତେବେ ଭାରତର ଚନ୍ଦ୍ରୟାନ-୩ ଚନ୍ଦ୍ରର ଦକ୍ଷିଣ ମେରୁରେ ଓହ୍ଲାଇଥିବା ପ୍ରଥମ ମହାକାଶ ଯାନ।
ଇସ୍ରୋ ଏବେ ଚନ୍ଦ୍ରରୁ ସାମ୍ପଲ ଆଣିବା ପ୍ରସ୍ତୁତି କରୁଛି। ଆମେରିକାର ମହାକାଶ ଏଜେନ୍ସି ନାସା ସହିତ ମିଶି ଇସ୍ରୋ ଏହିବର୍ଷ ଚନ୍ଦ୍ରାୟାନ-୪ ଲଞ୍ଚ କରିବାକୁ ଯାଉଛି। ଏଥିରେ ମଧ୍ୟ ଯାନ ଦକ୍ଷିଣ ମେରୁରେ ଓହ୍ଲାଇବ। ଚନ୍ଦ୍ରରୁ ସାମ୍ପଲ ଆଣିବା ବ୍ୟତୀତ ଏହି ଯାନ ଚନ୍ଦ୍ରୟାନ-୩ ର ସବିଶେଷ ତଥ୍ୟ ନେବ।
ସୂଚନା ମିଳିଛି କି, ଚାଇନା ଇସ୍ରୋ ପୂର୍ବରୁ ଏଭଳି କରିବାକୁ ଯାଉଛି। ଆଉ ଏହି ମିଶନରେ ପାକିସ୍ତାନର ତା’ର ସାହାଯ୍ୟ କରୁଛି। ଚନ୍ଦ୍ରର ନମୁନାକୁ ଏକାଠି କରି ପୁଣିଥରେ ଚନ୍ଦ୍ରମିଶନ ଆରମ୍ଭ କରି ଆସନ୍ତା ବର୍ଷ ଚନ୍ଦ୍ର ମିଶନ ପାଇଁ ପ୍ରସ୍ତୁତ ରହିଛି। ଚାଇନା ମଧ୍ୟ ଦକ୍ଷିଣ ମେରୁରେ ନିଜର ଚନ୍ଦ୍ରଯାନକୁ ଲ୍ୟାଣ୍ଡ କରିବ। ଏହି ମିଶନର ନାଁ କୁଚାଙ୍ଗଇ-୬ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନସାଧାରଣଙ୍କ ଅଭିଯୋଗ ଶୁଣିଲେ ଏସ୍‌ପି, ଅନ୍ଧବିଶ୍ୱାସଠାରୁ ଦୂରେଇ ରହିବା ନେଇ…

ଗଞ୍ଜାମ,୨୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ପୋଲିସ ପକ୍ଷରୁ ଫାଣ୍ଡି ପରିସରରେ ଆମ ପୋଲିସ ସମିତି ବୈଠକ ରବିବାର ଅନୁଷ୍ଠିତ ହୋଇଥିଲା। ଛତ୍ରପୁର…

ମାଉଜର ଦେଖାଇ ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଝାମ୍ପିନେଲେ ୪ ଦୁର୍ବୃତ୍ତ

ନନ୍ଦପୁର,୨୦ା୯(ତୁଷାରକାନ୍ତ ମହାନ୍ତି): ପାର୍ବଣ ପୂର୍ବରୁ କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଚୋରି ଡକାୟତି ରାହାଜାନି ଘଟଣା ଦିନକୁ ଦିନ ବୃଦ୍ଧି ପାଉଛି। ନନ୍ଦପୁର ଥାନା କ୍ଷେତ୍ର ପାଲିବା…

ଶ୍ରୀଗୁଣ୍ଡିଚା ମନ୍ଦିର ପରିଦର୍ଶନ ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ପ୍ରଶାସକ

ପୁରୀ,୨୦ା୯(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ…

ଲଟାବୁଦାରେ ଭର୍ତ୍ତି ହୋଇଛି ଗାଁ ଶ୍ମଶାନ, ସଫେଇ ପାଇଁ ଏକାଠି ହେଲେ ଯୁବବର୍ଗ, ଅଧାପନ୍ତରିଆ ହୋଇଥିବା…

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): ସରକାରଙ୍କ ପକ୍ଷରୁ ଶ୍ମଶାନ ଗୃହ ନିର୍ମାଣ ପାଇଁ ଲକ୍ଷଲକ୍ଷ ଟଙ୍କା ଅନୁଦାନ ଖର୍ଚ୍ଚ କରାଯାଇ ସ୍ବଚ୍ଛତା ଓ ସୌନ୍ଦର୍ଯ୍ୟ ପାଇଁ ପଦକ୍ଷେପ ନିଆଯାଉଛି। କିନ୍ତୁ…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

ସକାଳୁ ସକାଳୁ ବର୍ଷାକୁ ନେଇ ବଡ଼ ଅପଡେଟ୍‌: ଜାରି ହେଲା ଆଲର୍ଟ, ଓଡ଼ିଶାର ଏହି ଜିଲାରେ…

ଭୁବନେଶ୍ୱର,୨୦ା୯(ସୌମ୍ୟରଞ୍ଜନ ରାଉତ): ଉତ୍ତର ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଶନିବାର ସାରେ ଲଘୁଚାପର ରୂପ ନେଇଛି। ପଶ୍ଚିମ ଓ ଉତ୍ତର ପଶ୍ଚିମ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?