Posted inଜାତୀୟ

ସିଏମ୍‌ଏସ୍‌-୦୧ ଉପଗ୍ରହ ଉତ୍‌କ୍ଷେପଣ କଲା ଇସ୍ରୋ: ବଢିବ ଟିଭି, ମୋବାଇଲ ସିଗ୍‌ନାଲ

ହାଇଦ୍ରାବାଦ,୧୭ ।୧୨: ଇସ୍ରୋ ପକ୍ଷରୁ ମୋବାଇଲ ଫୋନ ଓ ଟେଲିଭିଜନର ସିଗନାଲ ବୃଦ୍ଧି କରିବାକୁ କମ୍ୟୁନିକେଶନ ସାଟେଲାଇଟ ସିଏମ୍‌ଏସ୍‌-୦୧କୁ ପିଏସ୍‌ଏଲ୍‌ଭି ସି୫୦ ରକେଟରୁ ଲଞ୍ଚ କରାଯାଇଛି । ଗୁରୁବାର ଦ୍ୱିପ୍ରହରରେ ଏହି ସାଟେଲାଇଟକୁ ଚେନ୍ନାଇଠାରୁ ୧୨୦ କିଲୋମିଟର ଦୂର ଶ୍ରୀହରିକୋଟା ସ୍ଥିତ ସତୀଶ ଧାୱନ ମହାକାଶ ଗବେଷଣା କେନ୍ଦ୍ରର ଦ୍ୱିତୀୟ ଲଞ୍ଚପ୍ୟାଡରୁ ଉତ୍‌କ୍ଷେପଣ କରାଯାଇଛି । ସିଏମ୍‌ଏସ୍‌-୦୧କୁ ପୃଥିବ କକ୍ଷର ସବୁଠାରୁ ଉଚ୍ଚ ବା ୪୨,୧୬୪ କିଲୋମିଟର ମଧ୍ୟରେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବିନ୍ଦୁରେ ସ୍ଥାପନ କରାଯିବ । ଏହାର କାର୍ଯ୍ୟ କରିବାର ସମୟ ସୀମା ୭ ବର୍ଷ ରହିଥିବା ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଉଦ୍ଧବଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ମୋଦିଙ୍କୁ ଆମନ୍ତ୍ରଣ

ମୁମ୍ବାଇ,୨୮।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ଗୁରୁବାର ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ଶିବାଜୀ ପାର୍କରେ ସମସ୍ତ ବ୍ୟବସ୍ଥା...

ଜିନ୍‌ପିଙ୍ଗ୍‌ଙ୍କ ସାମୁଦ୍ରିକ ଅଭିସନ୍ଧି

ନୂଆଦିଲ୍ଲୀ,୧୯ା୮:ଆଫ୍ରିକୀୟ ରାଷ୍ଟ୍ର ଜିବୁଟିରେ ଚାଇନାର ନୌସେନା ଘାଟି ସମ୍ପୂର୍ଣ୍ଣ ଭାବେ କାର୍ଯ୍ୟକ୍ଷମ ହୋଇଛି। ଭାରତ ମହାସାଗରରେ ଡ୍ରାଗନ୍‌ ନିଜ ଯୁଦ୍ଧବିମାନଗୁଡ଼ିକୁ ମୁତୟନ କରିଥିବା ଉପଗ୍ରହ ଚିତ୍ରରୁ...

ଗୋଆରେ ଅପରେଶନ ଲୋଟସ୍‌ ଫେଲ୍‌, କଂଗ୍ରେସ ମୁହଁ ଖୋଲିଲା…

ପଣଜୀ, ୧୨।୭ : ଗୋଆରେ କଂଗ୍ରେସ ପକ୍ଷରୁ ଭାଜପାକୁ ଟାର୍ଗେଟ କରାଯାଇଛି। ଭାଜପାର ଅପରେଶନ ଲୋଟସ ଫେଲ୍‌ ହୋଇଥିବା କଂଗ୍ରେସ କହିଛି। କଂଗ୍ରେସ ଦଳ ଏହାର...

ଏଲ୍‌ଓସିରେ ବ୍ୟାଟ୍‌ ଆକ୍ରମଣକୁ ପଣ୍ଡ କଲା ଭାରତୀୟ ସେନା

ଜମ୍ମୁ,୩୦।୧୨(ଆଇଏଏନ୍‌ଏସ୍‌):ନିୟନ୍ତ୍ରଣ ରେଖା (ଏଲ୍‌ଓସି) ଅନ୍ତର୍ଗତ ଜମ୍ମୁ-କଶ୍ମୀରର ରାଜୌରୀ ଜିଲାରେ ରବିବାର ପାକିସ୍ତାନୀ ସେନାର ସୀମାନ୍ତ କାର୍ଯ୍ୟାନୁଷ୍ଠାନ ଟିମ୍‌ (ବ୍ୟାଟ୍‌)ର ଆକ୍ରମଣ ଯୋଜନାକୁ ଭାରତୀୟ ଯବାନମାନେ ପଣ୍ଡ...

ସବୁ ପ୍ରସଙ୍ଗରେ ଆଲୋଚନା ପାଇଁ ସରକାର ପ୍ରସ୍ତୁତ: ମୋଦି

ନୂଆଦିଲ୍ଲୀ,୩୧-୧(ପି.ଟି.): ପାର୍ଲାମେଣ୍ଟର ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହେଉଥିବାବେଳେ ଶନିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ୨୦୨୦-୨୧ ବର୍ଷ ଲାଗି ବଜେଟ ଉପସ୍ଥାପନ କରିବେ। ବଜେଟ ଉପସ୍ଥାପନର...

ତାପସ ପାଲଙ୍କ ପରଲୋକ

କୋଲକାତା,୧୮।୨: ବଙ୍ଗାଳୀ ଫିଲ୍ମ ଅଭିନେତା ତଥା ତୃଣମୂଳ କଂଗ୍ରେସର ପୂର୍ବତନ ଏମ୍‌ପି ତାପସ ପାଲଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ହୋଇଥିଲା।...

ବଳାତ୍କାରରେ ବିଫଳ ହେବାରୁ ମହିଳାଙ୍କୁ କାର୍‌ରୁ ଫିଙ୍ଗି ଦେଲେ

କାନପୁର,୧୨।୯: ଉତ୍ତରପ୍ରଦେଶର କାନପୁରର ଛକେରୀ ଅଞ୍ଚଳରେ ଜଣେ ବ୍ୟକ୍ତି ଓ ତାଙ୍କର କିଛି ସାଙ୍ଗ ଜଣେ ମହିଳାଙ୍କୁ ଚଳନ୍ତା କାର୍‌ରେ ବଳାତ୍କାର ଉଦ୍ୟମ କରିଥିଲେ। ସେଥିରେ...

ମିଛ ଟିକାକରଣ ଅଭିଯାନ: ଟିକା ନେଇଥିବା ୩୯୦ ଲୋକଙ୍କଠାରେ ନାହିଁ କୌଣସି ଲକ୍ଷଣ…

ମୁମ୍ବାଇ,୧୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି।...

Advertisement
Archives

Model This Week