କ.ନୂଆଗାଁ,୧୧ା୮(କାଳି ପ୍ରସାଦ ତ୍ରିପାଠୀ) କନ୍ଧମାଳ ଜିଲା କ. ନୂଆଗାଁ ବ୍ଲକ ସମିତିସଭ୍ୟାସଭ୍ୟ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡିଓ ଜୟଦେବ ଦାଶଙ୍କୁ ୮ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଛି। ଦାବି ଗୁଡିକ ମଧ୍ୟରେ ସରପଞ୍ଚଙ୍କ ଭଳି ସାମ୍ବିଧାନିକ ସୁପାରିଶ କ୍ଷମତା ସମିତି ସଭ୍ୟଙ୍କୁ ପ୍ରଦାନ କରିବା, ପଞ୍ଚାୟତର ଉନ୍ନୟନ ମୂଳକ କାର୍ଯ୍ୟର ନିଷ୍ପତ୍ତି ନେବା ପ୍ରକ୍ରିୟାରେ ସମିତି ସଭ୍ୟାସଭ୍ୟମାନଙ୍କୁ ସାମିଲ କରିବା, ପ୍ରତି ପଞ୍ଚାୟତରେ ସମିତି ସଭ୍ୟ ମାନଙ୍କ ପାଇଁ ଏକ ସ୍ବତନ୍ତ୍ର କାର୍ଯ୍ୟାଳୟ ରଖିବା, ଉନ୍ନୟନ ମୂଳକ କାର୍ଯ୍ୟ ନିର୍ମାଣରେ ଲେ-ଆଉଟ ଦେଲାବେଳେ ସ୍ଥାନୀୟ ସମିତି ସଭ୍ୟଙ୍କୁ ଅବଗତ କରିବା, ମାସିକ ଦରମା ୧୫ ହଜାର ଟଙ୍କାକୁ ବୃଦ୍ଧି କରିବା ଆଦି ଉଲ୍ଲେଖ ରହିଛି। ଦାବିପତ୍ର ପ୍ରଦାନ ବେଳେ ବ୍ଳକ ଉପାଧ୍ୟକ୍ଷ ଧବଳେଶ୍ବର ପାତ୍ର, ଜିଲା ସମିତି ସଭ୍ୟାସଭ୍ୟ ସଂଘ କାର୍ଯ୍ୟକାରୀ ସଭାପତି ଭାଗ୍ୟବାନ ବେହେରା, ପଞ୍ଚାୟତ ସମିତି ସଭ୍ୟର ସଭାପତି କୁମାର ଲିଗାଲ,ସଂପାଦକ ପଦ୍ମ ଚରଣ ପାତ୍ର, ଅନନ୍ତ ମଲ୍ଲିକ, ଲିନା ପ୍ରଧାନ, ଲବଣାଂଶ ବେହେରା, ଝୁଲିି ସାଣ୍ଡ, ମମତା ପଣ୍ଡାଙ୍କ ସମେତ ସମସ୍ତ ସଭ୍ୟମାନେ ଉପସ୍ଥିତ ଥିଲେ ।
Posted inଆମ ଜିଲା ଖବର, କନ୍ଧମାଳ View All
ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…
ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…
ବରିଷ୍ଠ କଂଗ୍ରେସ ନେତା ଅମୁଲ୍ୟ ସାହୁ BJPରେ ସାମିଲ: ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ନାଗାର୍ଜୁନ ପ୍ରଧାନଙ୍କ ଥିଲେ ସହକର୍ମୀ
ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳର ଜଣେ ବରିଷ୍ଠ ନାଗରିକ ତଥା ପୂର୍ବତନ କଂଗ୍ରେସ ନେତା ଅମୁଲ୍ୟ ସାହୁ ମଙ୍ଗଳବାର ଆନୁଷ୍ଠାନିକ ଭାବେ…
ପ୍ରଶାସନର କଡ଼ା ଆଭିମୁଖ୍ୟ: ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡକୁ ଗଲା ସରକାରୀ ଓ ବେସରକାରୀ ବସ୍
ଦିଗପହଣ୍ଡି, ୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ବାଣିଜ୍ୟିକ କେନ୍ଦ୍ର ଦିଗପହଣ୍ଡି ସହରରେ ଦୀର୍ଘ ଦିନ ଧରି ଲାଗି ରହିଥିବା ଟ୍ରାଫିକ ସମସ୍ୟାର ସମାଧାନ…
ଉତ୍କଳ ଆଲୁମିନା CSR ପ୍ରତାରଣା ଅଭିଯୋଗ: ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ଖଣି ପ୍ରଭାବିତ ଅଞ୍ଚଳବାସୀ
ଥୁଆମୂଳ ରାମପୁର, ୭।୭ (ଦୁର୍ଗା କୀର୍ତ୍ତି): ଉତ୍କଳ ଆଲୁମିନା କମ୍ପାନୀର ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମରେ ବ୍ୟାପକ ଅନିୟମିତତା ଓ ପ୍ରତିଶ୍ରୁତି ଖିଲାପ ପ୍ରତିବାଦରେ ଆଜି କଳାହାଣ୍ଡି…
ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି
ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…
ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର
ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…
ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…
ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…
ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…
ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…
Archives

