ବିଧାନସଭାରେ ଉଠିଲା ହୁମ୍ମା ଲବଣ ଉତ୍ପାଦନ ପ୍ରସଙ୍ଗ

ଗଞ୍ଜାମ,୨୭।୩:(ଡି.ଏନ୍‌.ଏ.): ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ବିଧାନ ସଭାରେ ଛତ୍ରପୁର ନିର୍ବାଚନମଣ୍ଡଳୀ ଅଧୀନ ଗଞ୍ଜାମ ବ୍ଲକରେ ଥିବା ହୁମ୍ମା ଲବଣ କ୍ଷେତ୍ର ସମ୍ପର୍କରେ ପ୍ରଶ୍ନ କରିଛନ୍ତି। କେନ୍ଦ୍ର ସରକାରଙ୍କ ଅଧୀନରେ ଥିବା ଉକ୍ତ ଲବଣ ଚାଷଜମିକୁ ରାଜ୍ୟ ସରକାରଙ୍କ ମାଲିକାନାକୁ ଆଣିବା ପାଇଁ କ’ଣ ପଦକ୍ଷେପ ନିଆଯାଇଛି ବୋଲି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ସେ ପ୍ରଶ୍ନ କରିଥିଲେ।
ଉକ୍ତ ଜମିରେ ପରିଚାଳନା ପରିବର୍ତ୍ତେ ସମ୍ପୂର୍ଣ୍ଣ ମାଲିକାନା ରାଜ୍ୟ ସରକାରଙ୍କୁ ହସ୍ତାନ୍ତର କରିବା ନିମନ୍ତେ କେନ୍ଦ୍ର ସରକାରଙ୍କୁ ଅବଗତ କରାଯାଇଥିଲା। ହେଲେ କେନ୍ଦ୍ର ସରକାରଙ୍କ ପକ୍ଷରୁ କୌଣସି ସୂଚନା ହସ୍ତଗତ ହୋଇ ନ ଥିବା ମନ୍ତ୍ରୀ ଉତ୍ତର ରଖିଥିଲେ।
ସୂଚନାଯୋଗ୍ୟ, କେନ୍ଦ୍ର ସରକାରଙ୍କ ଅଧୀନରେ ରହିଥିବା ଲବଣ ଉତ୍ପାଦନ ଚାଷଜମିର କେବଳ ପରିଚାଳନା ନିମନ୍ତେ କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କୁ ୨୦୧୯ରେ ପ୍ରସ୍ତାବ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲ୍ୟାମ୍ପ MDଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: କୋଟି ଟଙ୍କାର ଅର୍ଥ ହେରଫେର କରି ଗଲେ ଜେଲ୍

କଲ୍ୟାଣସିଂହପୁର, ୨୨।୫ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାର କଲ୍ୟାଣସିଂହପୁର ସମବାୟ ସମିତି (ଲ୍ୟାମ୍ପ)ରେ ଘଟିଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣାରେ ନୂଆ ମୋଡ଼…

ପାରାଦୀପରେ ମାଟି ତଳ ପାଇପ୍ ଲାଇନ୍‌ରୁ ତେଲ ଲିକ୍, ବିପୁଳ ପରିମାଣର ପେଟ୍ରୋଲ ନଷ୍ଟ

ପାରାଦୀପ,୨୨।୫ (ଶରତ ରାଉତ): ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳର ୧ ନଂ ଗେଟ୍ ନିକଟରେ ଶୁକ୍ରବାର ଏକ ଅଘଟଣ ଘଟିଛି। ସାଉଥ୍ ଅଏଲ ବର୍ଥ ଜେଟିରୁ ଆଇଓସିଏଲ ଟର୍ମିନାଲ…

ବିଶ୍ୱର ସବୁଠାରୁ ଉତ୍ତପ୍ତ ୧୦୦ ସହର ମଧ୍ୟରେ ଭାରତର ୯୭! ୪୮ ଡିଗ୍ରୀ ଟପିଲାଣି ଓଡ଼ିଶାର ତାପମାତ୍ରା

ନୂଆଦିଲ୍ଲୀ,୨୨।୫: ଭାରତର ଅଧିକାଂଶ ରାଜ୍ୟର ଲୋକମାନେ ପ୍ରବଳ ଗରମ ଯୋଗୁ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଶୁକ୍ରବାର ଅପରାହ୍ନରେ ପ୍ରକାଶିତ ତଥ୍ୟ ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି; ବିଶ୍ୱର…

ତିଲକ ବର୍ମାଙ୍କ ପରେ, ଏବେ ଏହି ଖେଳାଳିଙ୍କ ମଜା ଉଡାଇଲେ ଅର୍ଶଦୀପ ସିଂହ; ଭିଡିଓ ଭାଇରାଲ ପରେ ତୀବ୍ର ହେଲାଣି ବିବାଦ

ନୂଆଦିଲ୍ଲୀ,୨୨।୫: ଅର୍ଶଦୀପ ସିଂହ ପୁଣି ଥରେ ବିବାଦରେ ଫସିଥିବା ଦେଖାଯାଉଛି। IPL 2026 ରେ ପଞ୍ଜାବ କିଙ୍ଗସ ପାଇଁ ଖେଳୁଥିବା ଏହି ଭାରତୀୟ ଦ୍ରୁତ ବୋଲର ପୂର୍ବରୁ…

ଥୁଆମୂଳ ରାମପୁରରେ ତୈଳ ସଙ୍କଟ:  ପମ୍ପ ବନ୍ଦ, ‘ଲୋକ ଦେଖି’ ତେଲ ବଣ୍ଟନ ଅଭିଯୋଗ; ବାସ୍ତବତାକୁ ଏଡ଼ାଇ ସବୁ ସ୍ୱାଭାବିକ ଥିବା….

ଥୁଆମୂଳ ରାମପୁର, ୨୨/୦୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ସ୍ତରରେ ଇରାନ-ଆମେରିକା ଯୁଦ୍ଧକାଳୀନ ସ୍ଥିତି ଯୋଗୁ ସୁଦୂର ଗ୍ରାମାଞ୍ଚଳରେ ଇନ୍ଧନ ସଙ୍କଟ…

ଲୁଚିଛପି ବିବାହ କରିଦେଲେ କି କଙ୍ଗନା: ମଙ୍ଗଳସୁତ୍ର ପିନ୍ଧି…

ହିମାଚଳ ପ୍ରଦେଶର ମଣ୍ଡିର ଭାଜପା ଏମ୍‌ପି ତଥା ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତଙ୍କୁ ଏକ ଭିନ୍ନ ଲୁକ୍‌ରେ ଦେଖାଯାଇଛି। ଅଭିନେତ୍ରୀ ବିବାହିତ ମହିଳାଙ୍କ ପରି ବେକରେ ମଙ୍ଗଳସୁତ୍ର,…

ରେଳ ବିଭାଗ କଲା ବଡ଼ ଘୋଷଣା: ଖୁସିରେ ରେଲୱେ ଷ୍ଟେଶନରେ ବିଜୟ ଉତ୍ସବ ପାଳିଲେ ବିଜେଡିର କର୍ମକର୍ତ୍ତା, ଜନସାଧାରଣ

ବଲାଙ୍ଗୀର, ୨୨।୫ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନଠାରେ ବିଜେଡିର ଶତାଧିକ କର୍ମକର୍ତ୍ତା, ବିଭିନ୍ନ ସଙ୍ଗଠନର ସଦସ୍ୟ ଓ ଜନସାଧାରଣ ଶୁକ୍ରବାର ବିଜୟ ଉତ୍ସବ ପାଳନ…

‘ମୁହୂର୍ତ୍ତରେ ଶେଷ ହୋଇଯିବ ଆମେରିକା-ଇରାନ ଯୁଦ୍ଧ ’: ଯୁଦ୍ଧର ମୁକାବିଲା ପାଇଁ ଜେଫ୍ରିସ ପ୍ରକାଶ କଲେ ମେଗା ଯୋଜନା!

ତେହରାନ,୨୨।୫: ମଧ୍ୟପ୍ରାଚ୍ୟରେ ଆମେରିକା-ଇରାନ ବିବାଦ, ହର୍ମୁଜ ପ୍ରଣାଳୀ ଚାରିପାଖରେ ଥିବା ଅସ୍ଥିରତା ସହିତ, ସମଗ୍ର ବିଶ୍ୱକୁ ପ୍ରଭାବିତ କରିଛି। ଅଶୋଧିତ ତୈଳ ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri