ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ: ରାଜ୍ୟ ସୂଚନା କମିଶନଙ୍କ ଉଲ୍ଲେଖନୀୟ ରାୟ

ବଲାଙ୍ଗୀର ଅଫିସ,୨୭।୮: ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ପ୍ରସଙ୍ଗରେ ରାଜ୍ୟ ସୂଚନା କମିଶନଙ୍କ ଉଲ୍ଲେଖନୀୟ ରାୟ ପ୍ରକାଶ ପାଇଛି।

ଶନିବାର ସ୍ଥାନୀୟ ଯାଦବ ଭବନ ପରିସରରେ ଓଡ଼ିଶା ସୂଚନା ଅଧିକାର କର୍ମୀ ହେମନ୍ତ ପଣ୍ଡା ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇ କହିଛନ୍ତି, ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ କାର୍ଯ୍ୟାଳୟର ପୂର୍ବ ଜନ ସୂଚନା ଅଧିକାରୀ ଏସ୍‌. କେ. ଚାଟାର୍ଜୀ ରତ୍ନଭଣ୍ଡାର ଚାବି ଓ ମନ୍ଦିର ସମ୍ପର୍କୀୟ କେତେକ ତଥ୍ୟ ଯୁକ୍ତିଯୁକ୍ତ କାରଣ ନ ଥାଇ ସୂଚନା ପ୍ରଦାନ କରିବାରେ ଅବହେଳା କରିଥିଲେ। ଉକ୍ତ ପ୍ରସଙ୍ଗରେ ସୂଚନା ଅଧିକାର କର୍ମୀ ପଣ୍ଡା ଆଇନ ଅନୁଯାୟୀ ରାଜ୍ୟ ସୂଚନା କମିଶନଙ୍କ ଦ୍ୱାରସ୍ଥ ହୋଇଥିଲେ। ଉକ୍ତ ମାମଲାର ବିଚାର କରି ରାଜ୍ୟ ସୂଚନା କମିଶନର ସଞ୍ଜୟ କେଶରୀ ସ୍ବାଇଁ ତାଙ୍କ ଉଲ୍ଲେଖନୀୟ ରାୟରେ ୨୫ ହଜାର ଟଙ୍କା ଅର୍ଥ ଦଣ୍ଡ କରିଛନ୍ତି।
ସୂଚନା ଆଇନ ଅନୁପାଳନ କରାଯାଇ ନ ଥିବା କାରଣରୁ ପୁରୀ ଶ୍ରୀମନ୍ଦିର ପ୍ରଶାସନର ଜଣେ ଜନ ସୂଚନା ଅଧିକାରୀଙ୍କୁ ଆଇନାନୁମୋଦିତ ଭାବେ ସର୍ବାଧିକ ଅର୍ଥଦଣ୍ଡରେ ଦଣ୍ଡିତ କରାଯିବା ସର୍ବପ୍ରଥମ ଘଟଣା ବୋଲି ସୂଚନା କର୍ମୀ ପଣ୍ଡା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୱାରାଣ୍ଟାଇନ ସେଣ୍ଟରରେ ଯୁବତୀଙ୍କୁ ଅସଦାଚରଣ ଘଟଣା: ଯୁବକ ଗିରଫ

ଦାରିଙ୍ଗବାଡ଼ି,୨୭।୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ଏକ କ୍ୱାରାଣ୍ଟାଇନ ସେଣ୍ଟରରେ ସୋମବାର ଯୁବତୀଙ୍କୁ ସେଠାକାର ଜଣେ ଯୁବକ ଅସଦାଚରଣ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଏହି...

ଲାଞ୍ଚ ନେଇ ଆୟୁଷ ଡାକ୍ତର ଗିରଫ

କୁତ୍ରା, ୨୩।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଗଏରବାହାଲ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଆୟୁଷ ଡାକ୍ତର ସାରଦା ପ୍ରସନ୍ନ ବେହେରା ଶୁକ୍ରବାର ଭିଜିଲାନ୍ସ ହାତରେ ଧରିପଡ଼ିଛନ୍ତି।...

ଦର୍ଶନ ଶାସ୍ତ୍ରରେ ନୂଆପଡ଼ାର ଗଜିନ୍ଦ୍ର ଟପ୍ପର

ନୂଆପଡ଼ା ଅଫିସ,୧୦ା୮: ସମ୍ବଲପୁର ବିଶ୍ୱ ବିଦ୍ୟାଳୟ ଦ୍ୱାରା ପରିଚାଳିତ ଯୁକ୍ତ ୩ ଶେଷ ବର୍ଷ ସ୍ନାତକ ପରୀକ୍ଷା ଫଳ ପ୍ରକାଶ ପାଇଛି। ଦର୍ଶନ ଶାସ୍ତ୍ର ବିଭାଗରେ...

ଗଁ। ରେ ପଶି ଜୀବନ ନେଲା ହାତୀ

କଣିହାଁ,୨୯।୧୨(ଡି.ଏନ.ଏ.)-ଅନୁଗୋଳ ଜିଲା ରେଙ୍ଗାଳି ଥାନା କୁଳୁମା ପଞ୍ଚାୟତ ଓଳନ୍ଦା ଗ୍ରାମରେ ଶନିବାର ସାରେ ହାତୀ ଆକ୍ରମଣରେ ନବକିଶୋର ସେଠୀଙ୍କ ମୃତ୍ୟୁ ହୋଇଛି। ଅସାଧୁ ନାୟକଙ୍କ ଚାଳ...

ସଂଗ୍ରହାଳୟରେ ରହିବ ନାଗାର୍ଜୁନ ବେଶ

ପୁରୀ ଅଫିସ,୨୫ା୧୧: ନାଗାର୍ଜୁନ ବେଶ ଓଲାଗି ପରେ ଏହି ବେଶ କ’ଣ ହେବ ତାକୁ ନେଇ ଚାଲିଥିବା ଚର୍ଚ୍ଚାରେ ପୂର୍ଣ୍ଣଛେଦ ପଡ଼ିଛି। ପରିଚାଳନା କମିଟି ଏବଂ...

ନିର୍ବାଚନୀ ହିଂସା: ଗୁଳିମାଡ଼ରେ ଯୁବକ ଗୁରୁତର

ନୂଆପଡ଼ା ଅଫିସ,୧୬।୩: ନୂଆପଡ଼ା ଜିଲା କୋମନା ବ୍ଲକ ଲଖନା ଥାନା ଅଧୀନ କୁରୁମପୁରି ପଞ୍ଚାୟତ ଲିମଡିହି ଗାଁରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଜଣେ ଗୁଳିମାଡ଼ରେ...

୫ ପଞ୍ଚାୟତ କ୍ୱାରାଣ୍ଟାଇନ ସେଣ୍ଟରରୁ ସ୍ବାବ୍‌ ସଂଗ୍ରହ

ଭଣ୍ଡାରିପୋଖରୀ, ୮ା୫(ଡି.ଏନ.ଏ.)-ଭଣ୍ଡାରିପୋଖରୀ ବ୍ଲକର ୫ଟି ପଞ୍ଚାୟତ କ୍ୱାରାଣ୍ଟାଇନ ସେଣ୍ଟରରେ ଥିବା ପ୍ରବାସୀ ଓଡ଼ିଆଙ୍କ ସ୍ବାବ ଶୁକ୍ରବାର ରହଣିଆ ହାଇସ୍କୁଲଠାରେ ହୋଇଥିବା ସାମୂହିକ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ସଂଗ୍ରହ...

୬ବର୍ଷ ହେଲା ପ୍ରକଳ୍ପ ଅଧାପନ୍ତରିଆ: ପାଣି ପାଇଁ ଗ୍ରାମବାସୀ ହୀନସ୍ତା

ନୟାଗଡ଼ ଅଫିସ,୧୬ା୧୨: ଜିଲାରେ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ଦ୍ୱାରା କରାଯାଉଥିବା ବିଭିନ୍ନ ପ୍ରକଳ୍ପ ଅଧାପନ୍ତରିଆ ହୋଇ ପଡ଼ିଥିଲେ ମଧ୍ୟ ଏଥିପ୍ରତି କର୍ତ୍ତୃପକ୍ଷ ନଜର...

Advertisement
Archives

Model This Week