କୋଭାକ୍ସିନ୍‌କୁ ସ୍ବୀକୃତି ପ୍ରସଙ୍ଗ, ଅଧିକ ତଥ୍ୟ ଲୋଡ଼ିଲା ଡବ୍ଲ୍ୟୁଏଚ୍‌ଓ…

ଜେନେଭା,୨୮।୯: ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ଟିକା କୋଭାକ୍ସିନ୍‌କୁ ସ୍ବୀକୃତି ଦେବା ଲାଗି ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଅଧିକ ତଥ୍ୟ ଲୋଡ଼ା ଯାଇଛି। କୋଭାକ୍ସିନ୍‌କୁ ଜରୁରୀକାଳୀନ ସ୍ଥିତିରେ ବ୍ୟବହାର କରିବା ଲାଗି ଅଧିକ ତଥ୍ୟ ଆବଶ୍ୟକ ବୋଲି ଡବ୍ଲ୍ୟୁଏଚ୍‌ଓ କହିଛି। ସ୍ବୀକୃତି ପାଇଁ କିଛି ଦିନ ଅଧିକ ଲାଗିବ ବୋଲି ଡବ୍ଲ୍ୟୁଏଚ୍‌ଓ ପକ୍ଷରୁ କୁହାଯାଇଛି।

ଭାରତୀୟ ନୀତି ଅୟୋଗ ସଦସ୍ୟ ଡ.ଭି.କେ. ପଲ୍‌ କହିଛନ୍ତି ଯେ,ସେପ୍ଟେମ୍ବର ଶେଷ ସୁଦ୍ଧା ଡବ୍ଲ୍ୟୁଏଚ୍‌ଓ କୋଭାକ୍ସିନ୍‌କୁ ସ୍ବୀକୃତି ଦେବାର ଆଶା ଥିଲା। ତେବେ ଡବ୍ଲ୍ୟୁଏଚ୍‌ଓର ମନ୍ତବ୍ୟରୁ ଏହା କେତେ ସମୟ ଲାଗିବ ତାହା ଜଣା ପଡୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କୃଷି ଋଣ ଛାଡ଼ ଘୋଷଣା କଲେ ଉଦ୍ଧବ

ମୁମ୍ବାଇ,୨୧।୧୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଶନିବାର ବିଧାନସଭାରେ କୃଷକଙ୍କ ଋଣଛାଡ ପାଇଁ ଘୋଷଣା କରିଛନ୍ତି। ଏଥିରେ ୨ଲକ୍ଷ ପର୍ଯ୍ୟନ୍ତ ଟଙ୍କା ଋଣ ଛାଡ କରାଯିବ।...

ବିବାଦୀୟ ଟୁଇଟ୍‌ ଡିଲିଟ୍‌ କଲେ ବିବେକ

ମୁମ୍ବାଇ,୨୧।୫: ବିଲିଉଡ୍‌ ଅଭିନେତା ବିବେକ ଓବରଏ ଟୁଇଟର୍‌ରେ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କ ଏକ ବିବାଦୀୟ ଫଟୋ ପୋଷ୍ଟ କରି ଆସିଥିଲେ ବିବାଦକୁ। ହେଲେ ମଙ୍ଗଳବାର...

ବିଗିଡିଲା ପୂର୍ବତନ ମୁଖ୍ୟମନ୍ତ୍ରୀ ହରିଶ ରାୱତଙ୍କ ସ୍ବାସ୍ଥ୍ୟାବସ୍ଥା

ନୂଆଦିଲ୍ଲୀ,୨୫।୩: ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହରିଶ ରାୱତଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡି ଯାଇଛି। ଫଳରେ ତାଙ୍କୁ ବିମାନ ଯୋଗେ ଦିଲ୍ଲୀ ଏମ୍ସକୁ ନିଆଯାଉଛି। ହରିଶ ରାୱତ,...

ପିଓକେ ପାଇଁ ପ୍ରସ୍ତୁତ

ନୂଆଦିଲ୍ଲୀ,୧୩-୯(ପି.ଟି./ଆଇଏଏନ୍‌ଏସ୍‌):ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନ-ଅଧିକୃତ କଶ୍ମୀର (ପିଓକେ)କୁ ଭାରତକୁ ଫେରାଇ ଆଣିବା ଲାଗି ଉଦ୍ୟମ ଆରମ୍ଭ ହୋଇଛି।...

ମୁକ୍ତାର ଆବାସ ନକଭୀଙ୍କୁ ନୂଆ ଦାୟିତ୍ୱ

ନୂଆଦିଲ୍ଲୀ,୧୯।୭: ଭାଜପା ବରିଷ୍ଠ ନେତା ମୁକ୍ତାର ଆବାସ ନକଭୀଙ୍କୁ ଦଳ ପକ୍ଷରୁ ନୂଆ ଦାୟିତ୍ୱ ଦିଆଯାଇଛି। ମୁକ୍ତାର ରାଜ୍ୟସଭାରେ ଭାଜପା ସଂସଦୀୟ ଦଳର ଉପନେତା ଭାବେ...

ଛାତ୍ରୀଙ୍କୁ ୧୬୮ଟି ଚାପୁଡା ମାରି ଗିରଫ ହେଲେ ଶିକ୍ଷକ

ଭୋପାଳ, ୧୫।୫: ମଧ୍ୟପ୍ରଦେଶର ଝବୁଆରେ ଜୋଣ ସ୍କୁଲ ଶିକ୍ଷକ ଛାତ୍ରୀଙ୍କୁ ୧୬୮ଟି ଚାପୁଡା ମାରି ଗିରଫ ହୋଇଛନ୍ତି। ଛାତ୍ରୀ ଜଣଙ୍କ ହୋମ ଓ୍ବାର୍କ କରି ନ...

ଶତ୍ରୁଙ୍କୁ କଡ଼ା ଜବାବ ଦେବ ଓ୍ବେଷ୍ଟର୍ଣ୍ଣ କମାଣ୍ଡ

ନୂଆଦିଲ୍ଲୀ,୮।୯: ଭାରତ-ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ଉତ୍ତେଜନା ପରିସ୍ଥିତିକୁ ଦେଖି ବାୟୁସେନା ସବୁ ମୁହୂର୍ତ୍ତର ସାମ୍ନା କରିବାକୁ ପ୍ରସ୍ତୁତ ହୋଇ ରହିଛି। ବାୟୁସେନା ଏବେ ଉଚ୍ଚସ୍ତରୀୟ...

କ୍ଷମତାଚ୍ୟୁତ ହେବାପରେ କୁମାରସ୍ବାମୀ କହିଲେ, ଭବିଷ୍ୟତରେ ମଧ୍ୟ ରାଜନୈତିକ ଅସ୍ଥିରତା ଲାଗି ରହିବ

ବେଙ୍ଗାଲୁରୁ, ୨୪।୭: ଦୁଇ ସପ୍ତାହରେ ଧରି କର୍ନାଟକରେ ଚାଲିଥିବା ରାଜନୀତିକ ନାଟକରେ ଯବନିକା ପଡ଼ିଛି। ମଙ୍ଗଳବାର ଆସ୍ଥା ଭୋଟ ହାରିବା ପରେ କୁମାରସ୍ବାମୀ ସରକାର ଭାଜପା...

Advertisement
Archives

Model This Week