Posted inଜାତୀୟ

ତ୍ରିରଙ୍ଗା ରଙ୍ଗରେ ସଜେଇ ହେଲା ଦେଶର ଐତିହାସିକ ସ୍ମାରକ, ପ୍ରାସାଦ

ନୂଆଦିଲ୍ଲୀ,୧୪ ।୮: ଦେଶ ପାଳନ କରୁଛି ସ୍ୱାଧିନତାର ୭୫ ବର୍ଷ ପୂର୍ତ୍ତି ସମାରୋହ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ‘ହର ଘର ତ୍ରିରଙ୍ଗା’ ଅଭିଯାନ ଆରମ୍ଭ କରାଯାଇଛି । ଏହାକୁ ନେଇ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ବିଭାଗ ପକ୍ଷରୁ ସ୍ୱାଧିନତା ଦିବସ ଅବସରରେ ଦେଶର ଐତିହାସିକ ସ୍ମାରକର କିଛି ସୁନ୍ଦର ଫଟୋ ଶେୟାର କରାଯାଇଛି । ତ୍ରିରଙ୍ଗା ରଙ୍ଗର ଲାଇଟରେ ଏହାକୁ ସଜା ଯାଇଛି । ଏହି ଅବସରରେ ଦିଲ୍ଲୀରେ ଥିବା ବିଶ୍ୱ ଐତିହ ସ୍ଥଳ କୁତୁବ ମିନାରକୁ ବି ତ୍ରିରଙ୍ଗା ରଙ୍ଗର ଆଲୋକରେ ସଜା ଯାଇଥିବା ଦେଖାଯାଇଥିଲା । ସେହିପରି ହୁମାୟୁଁଙ୍କ ମକବରା ପୁରୁଣା କିଲା, ସଫଦରଜଙ୍ଗ ମକବରା, ଜନ୍ତର ମନ୍ତର ଓ ଆଜମେର ଗେଟକୁ ବି ତ୍ରରଙ୍ଗା ରଙ୍ଗରେ ଆଲୋକିତ କରାଯାଇଛି । ସ୍ୱାଧିନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ କୁତୁବ ମିନାରଠାରୁ ଆରମ୍ଭ କରି ହାଇଦ୍ରାବାଦର ଚାରମିନାର ପର୍ଯ୍ୟନ୍ତ ସବୁକୁ ତ୍ରିରଙ୍ଗା ରଙ୍ଗର ଆଲୋକରେ ସଜା ଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ: ଖୋଲିଲା ୪ ସ୍ଲୁଇସ ଗେଟ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବଡ଼ ଡିଲ୍‌: ଚାଇନା-ପାକିସ୍ତାନ ଛାନିଆ

ମେଲବୋର୍ନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜଙ୍କ ଉପସ୍ଥିତିରେ ମେଲବୋର୍ନରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ବାକ୍ଷରିତ ହୋଇଛି।…

ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ଶସ୍ତା ହେବ ମୋବାଇଲ୍-ଲାପ୍‌ଟପ୍‌, ସରକାର ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୯।୭: କେନ୍ଦ୍ର ସରକାର ସ୍ମାର୍ଟଫୋନ୍, ୱାୟାରଲେସ୍ ଚାର୍ଜର୍, କମ୍ପ୍ୟୁଟର, ଲାପଟପ୍, ସ୍ମାର୍ଟ ଟିଭି, ସ୍ମାର୍ଟୱାଚ୍ ଏବଂ ଫିଟନେସ୍ ବ୍ୟାଣ୍ଡ ଭଳି ଇଲେକ୍ଟ୍ରୋନିକ୍ ଜିନିଷରେ ବ୍ୟବହୃତ ଉପାଦାନଗୁଡ଼ିକ ଉପରେ…

ଦୃଷ୍ଟି ଦେଉନି ଜାତୀୟ ରାଜପଥ ବିଭାଗ: ଖାଲଖମାରେ ଫସିରହୁଛି ଗାଡି, ଯାତାୟାତ ବାଧାପ୍ରାପ୍ତ

ପଟ୍ଟାଙ୍ଗି,୯।୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ଠାରୁ ଅଳ୍ପ କିଛି ଦୂରରେ ଜାତୀୟ ରାଜପଥ ବିଭାଗ ପକ୍ଷରୁ ନୂତନ କରି ନିର୍ମାଣ…

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ପିଏମ ମୋଦିଙ୍କ ସ୍ବାଗତ ପୂର୍ବରୁ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ସାରା ବିଶ୍ୱରେ ପଡିଗଲା ଚହଳ

ୱେଲିଂଟନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ୩ଟି ଦେଶ ଗସ୍ତର ଦ୍ୱିତୀୟ ପର୍ଯ୍ୟାୟରେ ଏବେ ଅଷ୍ଟ୍ରେଲିଆରେ ପହଞ୍ଚିଛନ୍ତି। ଅଷ୍ଟ୍ରେଲିଆ ଗସ୍ତ ଶେଷ କରି ସେ ସେଠାରୁ ସିଧାସଳଖ…

ଜନ୍ମଦିନରେ ଘରକୁ ଫେରିଲା ଖେଳାଳିଙ୍କ ପାର୍ଥିବ ଶରୀର, କାନ୍ଦୁଛି ପୂରା ପରିବାର; ଆଖି ଭିଜାଇ ଦେବ ଏହି ଦୃଶ୍ୟ

କାବୁଲ: ଯେଉଁ ଦିନ ଜନ୍ମଦିନର ଖୁସି ମନାଯାଇଥାନ୍ତା, ସେହି ଦିନ ଘରକୁ ଫେରିଲା ପାର୍ଥିବ ଶରୀର। ଆଫଗାନିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶାପୁର ଜାଦ୍ରନଙ୍କ ଦେହାନ୍ତ ପରେ…

ଇଟାର ଜବାବ ପଥରରେ ଦେବୁ: ଆମେରିକାକୁ ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ୍‌,୯।୭: ଆମେରିକା ପୁଣିଥରେ ଇରାନର ଅନେକ ସ୍ଥାନକୁ ଟାର୍ଗେଟ କରିଛି। ଇରାନ ଜୋରଦାର ପ୍ରତିକ୍ରିୟା ଦେଇ ବାହାରିନ ଏବଂ କୁଏତରେ ଥିବା ସ୍ଥାନଗୁଡ଼ିକୁ ଆକ୍ରମଣ କରିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri