ରାଜଧାନୀରେ ଟପିପାରେ ୬୦ ହଜାର

ଭୁବନେଶ୍ୱର, ୧୦।୫(ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରରୁ ଗତ ୨୪ଘଣ୍ଟା ମଧ୍ୟରେ ୧୦୮୪ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୧୩ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୮୭୧ଜଣ ସ୍ଥାନୀୟ ସଂକ୍ରମଣ ରହିଛନ୍ତି। ନୂତନ ସଂକ୍ରମିତଙ୍କୁ ମିଶାଇ ଏଯାବତ୍‌ ୫୩ ହଜାର ୬୧୪ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୩ହଜାର ୬୧ଜଣ ସୁସ୍ଥ ହୋଇ ଫେରିଥିବାବେଳେ ଏବେ ୧୦ହଜାର ୨୫୨ଜଣ ସକ୍ରିୟ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି। ଗତ ୨୪ଘଣ୍ଟାରେ ୯୦୬ଜଣ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଜଣେ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଫଳରେ ମୃତ୍ୟୁ ସଂଖ୍ୟା ୨୮୦ରେ ପହଞ୍ଚତ୍ଛି। ତେବେ ଦୈନିକ ସଂକ୍ରମଣ ହାରକୁ ଦେଖିଲେ ଆଉ ୪/୫ଦିନ ମଧ୍ୟରେ ଏହା ୬୦ହଜାର ପାର୍‌ କରିଯିବ ବୋଲି ଆଶଙ୍କା କରାଯାଉଛି।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ସର୍ବାଧିକ ୫୩ଜଣ ନୟାପଲ୍ଲୀରୁ ରହିଛନ୍ତି। ସେହିପରିି ପଟିଆରୁ ୫୨, ଖଣ୍ଡଗିରିରୁ ୪୪, ରସୁଲଗଡରୁ ୪୦, ୟୁନିଟ-୮ରୁ ୧୬, ସୁନ୍ଦରପଦାରୁ ୨୬, ଶୈଳଶ୍ରୀ ବିହାରରୁ ୨୨, ପୋଖରୀପୁଟରୁ ୨୩, ଲକ୍ଷ୍ମୀସାଗରରୁ ୨୮, ଚନ୍ଦ୍ରଶେଖରପୁରରୁ ୨୩, ମଞ୍ଚେଶ୍ୱର ଓ ବରଗଡରୁ ୧୫ଜଣ ଲେଖାଏ, ପୁରୁଣା ଭୁବନେଶ୍ୱରରୁ ୪୧, ଝାରପଡାରୁ ୩୧, ଡୁମୁଡୁମାରୁ ୩୩, ବରମୁଣ୍ଡାରୁ ୩୨, ନୀଳାଦ୍ରିବିହାରରୁ ୧୭, ବମିଖାଲରୁ ୧୯, ଆଚାର୍ଯ୍ୟ ବିହାରରୁ ୧୨, କଳିଙ୍ଗନଗରରୁ ୧୩, ବାପୁଜୀନଗରରୁ ୬, ଜାଗମରାରୁ ୭, ଜୟଦେବ ବିହାରରୁ ୧୦, ଶାସ୍ତ୍ରୀନଗରରୁ ୭, ଟଙ୍କପାଣି ରୋଡ୍‌ ଓ ୟୁନିଟ୍‌-୪ରୁ ୧୩ଜଣ ଲେଖାଏ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri