୬ ଦିନ ହେଲା ଦଶମ ଶ୍ରେଣୀ ଛାତ୍ରୀ ନିଖୋଜ

ମାଲକାନଗିରି,୧୯।୧୨(ଡି.ଏନ୍‌.ଏ): ରାଜ୍ୟରେ ଶିଶୁ ଅପହରଣ ଏବଂ ହତ୍ୟାକୁ ନେଇ ଆଲୋଡନ ସୃଷ୍ଟି କରିଥିବାବେଳେ ମାଲକାନଗିରି ଜିଲାରେ ଜଣେ ଦଶମ ଶ୍ରେଣୀର ଆଦିବାସୀ ଛାତ୍ରୀ ଆଜକୁ ୬ ଦିନ ହେଲା ନିଖୋଜ ଅଛନ୍ତି। ଏ ନେଇ ପରିବାର ଲୋକେ ଶନିବାର କାଲିମେଳା ଥାନାରେ ଅଭିଯୋଗ କରିଛନ୍ତି।
ସୂଚନାଯୋଗ୍ୟ, କାଲିମେଳା ଥାନା ଚିତ୍ରାଙ୍ଗପାଲି ପଞ୍ଚାୟତ ଅନ୍ତର୍ଗତ ବୁଦାଖାଲ ଗ୍ରାମର କୋଷା ମାଙ୍କ କନ୍ୟା ଚନ୍ଦ୍ରୀକୁ କେହି ଦୁର୍ବୃତ୍ତ ରାତିରେ ମୋଟର ସାଇକେଲରେ ବସାଇ ଅନ୍ୟତ୍ର ନେଇଯାଇଥିବା ଅଭିଯୋଗ ହୋଇଛି। ୬ ଦିନ ପର୍ଯ୍ୟନ୍ତ ଝିଅର କୌଣସି ସନ୍ଧାନ ନ ପାଇବାରୁ ନିଖୋଜ ଏବଂ ଅପହରଣ ମାମଲା ପରିବାର ଲୋକେ ଥାନାରେ ରୁଜୁ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ବାସ୍ଥ୍ୟମନ୍ତ୍ରୀ ଯେଉଁଠିକୁ ଯିବେ ସେଠାରେ କଳାପତାକା ଦେଖାଇବୁ’

ଝାରସୁଗୁଡ଼ା ଅଫିସ,୨୨ା୨: ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ  ଝାରସୁଗୁଡ଼ା ପୌର ପରିଷଦ ୧୩ନଂ ଓ୍ବାର୍ଡ ବାଲିଯୋରୀ ଗ୍ରାମରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାପାଇଁ ଯାଉଥିବାବେଳେ ଜିଲା କଂଗ୍ରେସ...

ଲଘୁଚାପ: ଉପକୂଳରେ କୋହଲା ପାଗ, ବର୍ଷା

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ଗୁରୁବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କ୍ରମଶଃ ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହାଛଡା ଉତ୍ତର-ଆଭ୍ୟନ୍ତରୀଣ ତାମିଲନାଡ଼ୁରେ ସୃଷ୍ଟି ହୋଇଥିବା ଟ୍ରପ୍‌ ଲାଇନ୍‌...

ଭାରସାମ୍ୟ ହରାଇ ଓଲଟିଲା ଧାନ ବୋଝେଇ ଟ୍ରକ୍‌

କୋକସରା, ୩୧ା୫,(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମୋଟେର ଫାଣ୍ଡି ଅନ୍ତର୍ଗତ ଡଙ୍ଗରୀଗୁଡା ବୁଲାଣି ୨୬ ନମ୍ବର ଜାତୀୟ ରାଜପଥ ନିକଟରେ ଶନିବାର ବିଳମ୍ବିତ ରାତିରେ...

ଲଣ୍ଡା ପଡ଼ିଆକୁ ସବୁଜ କଲେ ଦିବ୍ୟାଙ୍ଗ ବୃଦ୍ଧ

ଦଶମନ୍ତପୁର,୧୭ା୪(ଡି.ଏନ୍‌.ଏ.): ପୂର୍ବପୁରୁଷର ଗୋଟିଏ ଏକର ଜମି ପଡ଼ିଆ ପଡ଼ିଥିଲା। ପାଖରେ ଜଳସେଚନ ବ୍ୟବସ୍ଥା ବି ନଥିଲା। କିନ୍ତୁ ନିଜ ଉଦ୍ୟମ ବଳରେ ଜମିକୁ ପାଣି ମଡ଼ାଇ...

୩ ସାଇବର ଠକ ଗିରଫ

ବାରିପଦା ଅଫିସ,୨୦।୭ – ମୟୂରଭଞ୍ଜ ଜିଲା ବେତନଟୀ ଥାନା ଅଞ୍ଚଳରେ ବିଭିନ୍ନ ସାଇବର ଠକେଇରେ ଜଡ଼ିତ ୩ ଅଭିଯୁକ୍ତଙ୍କୁ ପୋଲିସ ଗିରଫ ପରେ କୋର୍ଟ ଚାଲାଣ...

କରୋନା ମୁକାବିଲା ଲାଗି ସ୍ବାସ୍ଥ୍ୟ ବିଭାଗର ଗାଇଡ୍‌ଲାଇନ୍‌: ଆକ୍ରାନ୍ତ ଦେଶକୁ ଯାଇଥିଲେ ନିଜେ ସୂଚନା ଦେବାକୁ ନିର୍ଦ୍ଦେଶ, ନ ମାନିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୩।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଶୁକ୍ରବାର ରେଗୁଲେଶନ ଜାରି କରାଯାଇଛି। ଏହାନୁଯାୟୀ ସମସ୍ତ ସରକାରୀ, ଘରୋଇ ହସ୍ପିଟାଲରେ ସନ୍ଦିଗ୍ଧଙ୍କ ପାଇଁ ବ୍ୟବସ୍ଥା...

୧୩ ୟୁନିଟ୍‌ ରକ୍ତ ସଂଗ୍ରହ

ଆଠମଲ୍ଲିକ,୧୨।୪(ଡି.ଏନ.ଏ.)- ଆଠମଲ୍ଲିକ ବ୍ଲକ ଠାକୁରଗଡ ୟୁଥ୍‌ ପାୱାର ପକ୍ଷରୁ ରବିବାର ସ୍ଥାନୀୟ ଉପଖଣ୍ଡ ଡାକ୍ତରଖାନାରେ ରକ୍ତ ଦାନ କରାଯାଇଛି। ଲକ୍‌ ଡାଉନକୁ ନଜରରେ ରଖି ପର୍ଯ୍ୟାୟ...

ଭିନ୍ନକ୍ଷମ ପୁଅର ସାହାରା ବୃଦ୍ଧା ମା’

ଜେନାପୁର, ୯ା୫(ଡି.ଏନ.ଏ.): ସରକାରଙ୍କ ପକ୍ଷରୁ ଭିନ୍ନକ୍ଷମମାନଙ୍କୁ ଚିହ୍ନଟ କରି ସେମାନଙ୍କୁ ବିଭିନ୍ନ ସୁବିଧା ସୁଯୋଗ ପ୍ରଦାନ କରିବାର ବ୍ୟବସ୍ଥା ଅଛି। ହେଲେ ବିଭାଗୀୟ ଅଧିକାରୀମାନେ ଏଥିରେ...

Advertisement
Archives

Model This Week