୬ ଦିନ ହେଲା ଦଶମ ଶ୍ରେଣୀ ଛାତ୍ରୀ ନିଖୋଜ

ମାଲକାନଗିରି,୧୯।୧୨(ଡି.ଏନ୍‌.ଏ): ରାଜ୍ୟରେ ଶିଶୁ ଅପହରଣ ଏବଂ ହତ୍ୟାକୁ ନେଇ ଆଲୋଡନ ସୃଷ୍ଟି କରିଥିବାବେଳେ ମାଲକାନଗିରି ଜିଲାରେ ଜଣେ ଦଶମ ଶ୍ରେଣୀର ଆଦିବାସୀ ଛାତ୍ରୀ ଆଜକୁ ୬ ଦିନ ହେଲା ନିଖୋଜ ଅଛନ୍ତି। ଏ ନେଇ ପରିବାର ଲୋକେ ଶନିବାର କାଲିମେଳା ଥାନାରେ ଅଭିଯୋଗ କରିଛନ୍ତି।
ସୂଚନାଯୋଗ୍ୟ, କାଲିମେଳା ଥାନା ଚିତ୍ରାଙ୍ଗପାଲି ପଞ୍ଚାୟତ ଅନ୍ତର୍ଗତ ବୁଦାଖାଲ ଗ୍ରାମର କୋଷା ମାଙ୍କ କନ୍ୟା ଚନ୍ଦ୍ରୀକୁ କେହି ଦୁର୍ବୃତ୍ତ ରାତିରେ ମୋଟର ସାଇକେଲରେ ବସାଇ ଅନ୍ୟତ୍ର ନେଇଯାଇଥିବା ଅଭିଯୋଗ ହୋଇଛି। ୬ ଦିନ ପର୍ଯ୍ୟନ୍ତ ଝିଅର କୌଣସି ସନ୍ଧାନ ନ ପାଇବାରୁ ନିଖୋଜ ଏବଂ ଅପହରଣ ମାମଲା ପରିବାର ଲୋକେ ଥାନାରେ ରୁଜୁ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନମୋହିଲା ପାଇକ ସମରକଳା

କଣିହଁ।, ୮।୧୦(ଡି.ଏନ.ଏ.)-କଣିହଁ। ବ୍ଲକର ବିଭିନ୍ନ ଗ୍ରାମରେ ମଙ୍ଗଳବାର ବିଜୟାଦଶମୀ ଓ ଦଶହରା ଉତ୍ସବ ଧୂମ୍‌ଧାମରେ ପାଳିତ ହୋଇଯାଇଛି। ବଜ୍ରକୋଟ ଗ୍ରାମରେ ଦେବୋତ୍ତର କମିଟି ସଭାପତି ଫକୀରମୋହନ...

ପାର୍ଶ୍ୱ ରାସ୍ତା ପାଇଁ ଜଙ୍ଗଲରୁ ଗଛ କଟା ଅଭିଯୋଗ: ବନ ବିଭାଗ ଉପରକୁ ଦୋଷ ଠେଲିଲା ଠିକାସଂସ୍ଥା

ବନ୍ତଳା,୨୪ା୧୨(ଡି.ଏନ.ଏ.) – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟର ପୁରୁଣାକୋଟ ଥାନା ଟିକରପଡା ରେଞ୍ଜ ଅଧୀନରେ ଥିବା କୁସଖଳିଠାରୁ ଟିକରପଡା ପର୍ଯ୍ୟନ୍ତ ପୂର୍ତ୍ତ ବିଭାଗ ରାସ୍ତା ପ୍ରଶସ୍ତୀକରଣ...

ଆଶ୍ରମ ସ୍କୁଲ ଛାତ୍ରୀ ଗର୍ଭବତୀ ମାମଲା: ଅଭିଯୁକ୍ତ ରୋଷେୟାଙ୍କୁ ଆଜୀବନ କାରାଦଣ୍ଡ

ମାଲକାନଗିରି, ୨୨।୮ (ଡି.ଏନ୍‌.ଏ.): କୋରୁକୋଣ୍ଡା ଅଞ୍ଚଳର ଏକ ଆଶ୍ରମ ବିଦ୍ୟାଳୟରେ ଜଣେ ଅନ୍ତେବାସୀ ଛାତ୍ରୀଙ୍କୁ ଗର୍ଭବତୀ କରିବା ମାମଲାର ବୁଧବାର ରାୟ ପ୍ରକାଶ ପାଇଛି। ମାଲକାନଗିରି...

କେନ୍ଦ୍ରାପଡ଼ାରୁ ପ୍ରଥମ ମୁଣ୍ଡ ନେଲା କରୋନା: ଦିଲ୍ଲୀରୁ ଫେରିଥିଲେ ଆକ୍ରାନ୍ତ

କେନ୍ଦ୍ରାପଡା ଅଫିସ/ଆଳି,୮।୭(ଡି.ଏନ୍‌.ଏ.): କରୋନାରେ କେନ୍ଦ୍ରାପଡ଼ା ଜିଲାରେ ପ୍ରଥମ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଆଳି ବ୍ଲକ ଏରଡଙ୍ଗ ପଞ୍ଚାୟତର ୪୯ ବର୍ଷୀୟ ବ୍ୟକ୍ତି ବୋଲି ଜିଲା...

କ.ନୂଆଗାଁ ବ୍ଲକରେ ଅର୍ଥ ହେର୍‌ଫେର୍‌

ଫୁଲବାଣୀ ଅଫିସ, ୧୬ା୯-କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକରେ ୭୫ଲକ୍ଷ ଟଙ୍କାର ଦୁର୍ନୀତିକୁ ଏବେ ସବୁ କ୍ଷେତ୍ରରେ ଚପାଇ ଦିଆଯାଇଛି। ଯେଉଁମାନେ ଟଙ୍କା ହଡପ କରିଥିଲେ ସେମାନଙ୍କ...

‘ଓଡ଼ିଶାକୁ ଶ୍ରେଷ୍ଠ କରିବା ବିଜୁବାବୁଙ୍କ ଲକ୍ଷ୍ୟ ଥିଲା’

ଭୁବନେଶ୍ୱର, ୬।୩(ବ୍ୟୁରୋ): ମହାନ୍‌ ଜନନାୟକ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ କେବଳ ଜଣେ ମହାନ ବ୍ୟକ୍ତି ନ ଥିଲେ, ସେ ଥିଲେ ଏକ ଚିନ୍ତାଧାରା। ତାଙ୍କ...

ତପୁ ମିଶ୍ର ଗୁରୁତର: ଭଗବାନଙ୍କୁ ପ୍ରାର୍ଥନା କରିବାକୁ ନିବେଦନ କଲେ ବୁଦ୍ଧାଦିତ୍ୟ

ଭୁବନେଶ୍ୱର,୧୭।୬(ବ୍ୟୁରୋ): ଓଲିଉଡର ଲୋକପ୍ରିୟ ଗାୟିକା ତପୁ ମିଶ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ଗୁରୁତର ହେବାରେ ଲାଗିଛି। ସେ ଏବେ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।...

ସୂଚନା ଓ ଲୋକସମ୍ପର୍କ ଅଫିସ୍‌ ସିଲ୍‌

ରାୟଗଡ଼ା ଅଫିସ,୧୭ା୫: ରାୟଗଡ଼ା ଜିଲାରେ କରୋନା ସଂକ୍ରମଣ ବଢ଼ୁଛି। ବିଭିନ୍ନ କାର୍ଯ୍ୟାଳୟରୁ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହେଉଛନ୍ତି। ସେହିପରି ଜିଲା ସୂଚନା ଓ ଲୋକସମ୍ପର୍କ...

Advertisement


Archives

Model This Week

Why Dharitri