ଦୁଇ ଦିନ ଧରି ଲାଗି ରହିଛି ବର୍ଷା: ରାସ୍ତାରେ ଜମିରହିଛି ପାଣି

ଭଦ୍ରକ,୨୦।୩(ସନାତନ ରାଉତ): ଭଦ୍ରକରେ ମଙ୍ଗଳବାରଠାରୁ ବର୍ଷା ଲାଗି ରହିଛି। ମଙ୍ଗଳବାର ସକାଳେ ଝିପିଝିପି ବର୍ଷା ହୋଇଥିଲା। ମାତ୍ର ରାତିରେ ପ୍ରବଳରୁ ପ୍ରବଳ ବର୍ଷା ହୋଇଥିଲା। ବୁଧବାର ମଧ୍ୟ ବର୍ଷା ଲାଗି ରହିଛି । ଏ ନେଇ ସହରର ସମସ୍ତ ସାହିବସ୍ତିରେ ରାସ୍ତା ଜଳମଗ୍ନ ହୋଇଛି । ବର୍ଷା ଲାଗି ରହିଥିବାରୁ ଲୋକେ ଘରୁ ବାହାରକୁ ବାହାରିବା ଅସମ୍ଭବ ହୋଇପଡିଛି । ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ସହରର ଆସ୍ଥଳ, ବଙ୍କସାହି, ପୁରୁଣାବଜାର, ଚରମ୍ପା, ସାମରାଇପୁର, ଆରଡି ଛକ ପ୍ରାଚୀନଗର ସମେତ ସହରର ମୁଖ୍ୟ ରାସ୍ତାରେ ବର୍ଷାଜଳ ଜମି ରହିଛି । ଜଳ ନିଷ୍କାସନ ବ୍ୟବସ୍ଥା ତ୍ରୁଟି ସାଙ୍ଗକୁ ଡ୍ରେନ୍‌ ପୋତି ହୋଇଥିବାରୁ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା ସହରବାସୀ କହିଛନ୍ତି । ସାମରାଇପୁରରେ ରାସ୍ତାରେ ପାଣି ଜମି ରହିଥିବାରୁ ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଆମ ପୋଲିସ-ଆମ ସାଥୀ ଅଭିଯାନ: ସାଇବର ସୁରକ୍ଷା ନେଇ ସଚେତନତା

ରାଇକିଆ,୧୩।୮: କନ୍ଧମାଳ ଜିଲା ପୋଲିସର ‘ଆମ ପୋଲିସ-ଆମ ସାଥୀ’ ଅଭିଯାନ ପକ୍ଷରୁ ରାଇକିଆ ବ୍ଲକ ସୁଗଡ଼ାବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ ହୋଇଛି। ଥାନା ଅଧିକାରୀ…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri