Posted inଜାତୀୟ

ଗୋତ୍ର ବାହାରେ ବିବାହ କାରଣରୁ କାହାକୁ ବାସନ୍ଦ କରିବା ଅନୁଚ୍ଛେଦ ୨୫ର ଉଲ୍ଲଂଘନ…

ଥିରୁଭାନନ୍ତପୁରମ୍‌, ୧୭।୯ : ବିବାହ ଏକ ବ୍ୟକ୍ତିଗତ ମୌଳିକ ଅଧିକାର। ଜଣେ ବ୍ୟକ୍ତି ନିଜ ପସନ୍ଦର ବିବାହ କରିପାରିବେ। ଏନେଇ କେହି ତାଙ୍କୁ ବାଧା ଦେଇପାରିବେ ନାହିଁ। ଗୋତ୍ର ବାହାରେ ବିବାହ କାରଣରୁ କାହାକୁ ବାସନ୍ଦ କରିବା ଅନୁଚ୍ଛେଦ ୨୫ର ଉଲ୍ଲଂଘନ ବୋଲି କେରଳ କୋଟୟମ୍‌ ଜିଲାର ସବ୍‌ କୋର୍ଟ ରାୟ ଦେଇଛନ୍ତି। କନନୟା କ୍ୟାଥଲିକ୍‌ ସମ୍ପ୍ରଦାୟରେ ସଗୋତ୍ର ବିବାହ ଏକ ଆବଶ୍ୟକ ଧାର୍ମିକ ପ୍ରଥା ନୁହେଁ।

ଏହା ଅନ୍ତର୍ଗତ ଗୋତ୍ର ବାହାରେ ବିବାହ କରିଥିବା ବ୍ୟକ୍ତି ଏବଂ ତାଙ୍କ ପରିବାର ସଦସ୍ୟଙ୍କୁ ବାସନ୍ଦ କରି ଚର୍ଚ୍ଚରେ ପ୍ରବେଶ ଅନୁମତି ମନା କରିବା ସାମ୍ବିଧାନିକ ବ୍ୟବସ୍ଥାର ଉଲ୍ଲଂଘନ। ଏହା ସମ୍ବିଧାନର ଅନୁଚ୍ଛେଦ ୨୧ ଅନ୍ତର୍ଗତ ବ୍ୟକ୍ତିଗତ ସ୍ବାଧୀନତାର ଉଲ୍ଲଂଘନ ବୋଲି କୋର୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭୭ ବର୍ଷରେ ହେମାଙ୍କ ଜବରଦସ୍ତ ଡ୍ୟାନ୍ସ! ମନ ଜିଣିଲେ ଡ୍ରିମ୍‌ ଗର୍ଲ

ମୁମ୍ବାଇ,୧୩।୧୦: ବୟସ ମାତ୍ର ଏକ ସଂଖ୍ୟା! ୭୭ ବର୍ଷ ବୟସରେ ବି ନିଜ ନୃତ୍ୟର ଯାଦୁରେ ଦର୍ଶକଙ୍କ ହୃଦୟ ଜିଣୁଛନ୍ତି ବଲିଉଡ୍‌ର ଡ୍ରିମ୍‌ ଗର୍ଲ ହେମା ମାଳିନୀ…

୩୮ ବର୍ଷ ବୟସରେ ଟିମ୍‌ ବଦଳାଇଲେ ଏହି କ୍ରିକେଟର୍‌: ପ୍ରଥମ ମ୍ୟାଚ୍‌ରେ କଲେ ଚମତ୍କାର

ଚଣ୍ଡିଗଡ଼,୧୩।୧୦: ଭାରତୀୟ କ୍ରିକେଟ ଦଳରୁ ଦୀର୍ଘଦିନ ଧରି ବାହାରେ ଥିବା ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ରଣଜୀ ଟ୍ରଫି ୨୦୨୬-୨୭ ସରିଜ୍‌ରେ ଜବରଦସ୍ତ ଆରମ୍ଭ କରିଛନ୍ତି।…

ଦିଲ୍ଲୀରେ ସକାଳୁ ସକାଳୁ CJPର ବିକ୍ଷୋଭ; ଆଶୁତୋଷ ରଙ୍କା ଅଟକ, ସୌରଭ ଦାସ ପୋଲିସ ହେପାଜତରେ

ନୂଆଦିଲ୍ଲୀ,୧୩।୧୦: ‘କକରୋଚ ଜନତା ପାର୍ଟି’ (CJP) ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଏକ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ଆଜି ସକାଳେ ପ୍ରାୟ…

IPLକୁ ଫେରିପାରନ୍ତି ଏହି ଖେଳାଳି; କେଉଁ ଫ୍ରାଞ୍ଚାଇଜ ତାଙ୍କ ପାଇଁ ଉପଯୁକ୍ତ ହେବ? ପୂର୍ବତନ କ୍ରିକେଟର୍‌ କହିଲେ…

ନୂଆଦିଲ୍ଲୀ,୧୩।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ବର୍ତ୍ତମାନ ପାଞ୍ଚ-ମ୍ୟାଚ ବିଶିଷ୍ଟ T20 ସିରିଜ ଚାଲିଛି, ଯେଉଁଥିରେ ଭାରତୀୟ ଦଳ ୨-୧ରେ ଆଗୁଆ ରହିଛି। ଏହି ସିରିଜର ଚତୁର୍ଥ…

ଦ୍ରାବିଡ଼-ସେହ୍ବାଗଙ୍କ ପୁଅଙ୍କ ମଧ୍ୟରେ ଜୋରଦାର ଲଢେଇ: ଜାଣନ୍ତୁ କିଏ ମାରିଲେ ବାଜି

ନୂଆଦିଲ୍ଲୀ,୧୩।୧୦: ଭାରତୀୟ କ୍ରିକେଟ୍‌ର ଦୁଇ ମହାନ ଖେଳାଳି ରାହୁଲ ଦ୍ରାବିଡ଼ ଓ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅଙ୍କ ମଧ୍ୟରେ କ୍ରିକେଟ ମଇଦାନରେ ଲଢ଼େଇ ଦେଖିବାକୁ ମିଳିଛି। ବିନୁ ମାଙ୍କଡ଼…

ବଡ଼ ସୂଚନା; ଆଇସିୟୁ, ଭେଣ୍ଟିଲେଟର୍‌ ବିନା ଆୟୁଷ୍ମାନ୍‌ ଅପରେଶନ ମନା

ଭୁବନେଶ୍ୱର,୧୩।୧୦(ବନ୍ଦନା ସେଠୀ): ଆଇସିୟୁ ଓ ଭେଣ୍ଟିଲେଟର୍‌ ନ ଥିଲେ ଆୟୁଷ୍ମାନ ଅନୁଦାନରେ ଅପରେଶନ ହୋଇପାରିବନି । ରାଜ୍ୟର ଘରୋଇ ହସ୍ପିଟାଲଗୁଡ଼ିକ ବିରୋଧରେ ସରକାରଙ୍କ ପକ୍ଷରୁ ଏଭଳି ପଦକ୍ଷେପ…

କୋଇଡ଼ାରେ ଚାଞ୍ଚଲ୍ୟ! ଜଗୁଆଳିଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ବଣାଇଁ,୧୩।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ ସର୍ଗୀଗଡ଼ ଗାଁରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଘରୋଇ କମ୍ପାନୀର ଏକ କ୍ରସରକୁ ଜଗୁଥିବା ଜଗୁଆଳି…

ଜୟଆଲୁକ୍କାସ ପକ୍ଷରୁ ଜୟୱାଲି ଦିୱାଲି ଉତ୍ସବ

ଭୁବନେଶ୍ୱର, ୧୩ା୧୦: ପାର୍ବଣକୁ ଦୃଷ୍ଟିରେ ରଖି ଜୟଆଲୁକ୍କାସ ପକ୍ଷରୁ ‘ଜୟୱାଲି ଦିୱାଲି’ ଉତ୍ସବ ଆରମ୍ଭ ହୋଇଛି। ଏହି ଅବସରରେ ଅଳଙ୍କାର ମେକିଙ୍ଗ ଚାର୍ଜ ଉପରେ ୫୦% ରିହାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?