ଭାକ୍ସିନ୍‌ର ୨ ଡୋଜ୍‌ ସହିତ ବୁଷ୍ଟର ନେବା ମଧ୍ୟ ଆବଶ୍ୟକ…

ନୂଆଦିଲ୍ଲୀ,୨୫।୭: ଦେଶରେ କରୋନା ମହାମାରୀ ବିରୋଧରେ ଲଢ଼େଇ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଟିକାକରଣ ଅଭିଯାନ ଜାରି ରହିଛି। ଲୋକଙ୍କୁ ଭାକ୍ସିନ୍‌ର ୨ଟି ଡୋଜ୍‌ ଦିଆଯାଉଛି। ଏପରିସ୍ଥଳେ ଏମ୍ସ୍‌ ମୁଖ୍ୟ ରଣଦୀପ୍‌ ଗୁଲେରିଆ କହିଛନ୍ତି ଯେ, କରୋନା ଭୂତାଣୁର ନୂଆ ନୂଆ ଭାରିଆଣ୍ଟ ବିରୋଧରେ ଶରୀରରେ ରୋଗପ୍ରତିରୋଧକ ଶକ୍ତି ସୃଷ୍ଟି ଲାଗି ୨ ଡୋଜ୍‌ ସହିତ ବୁଷ୍ଟର ଡୋଜ୍‌ର ଆବଶ୍ୟକତା ରହିଛି। ନୂଆ ଭାରିଆଣ୍ଟ ସଂକ୍ରମଣ ଭାକ୍ସିନ୍‌ର ୨ ଡୋଜ୍‌ ନେଇଥିବା ଲୋକଙ୍କୁ ମଧ୍ୟ ହେଉଥିବାରୁ ଏଭଳି କରାଯିବା ଜରୁରୀ ବୋଲି ସେ କହିଛନ୍ତିି। ବୁଷ୍ଟର ଡୋଜ୍‌ର ଟ୍ରାଏଲ୍‌ ଆରମ୍ଭ ହୋଇ ସାରିଛି। ଖୁବ୍‌ ଶୀଘ୍ର ଏହାକୁ ଅନୁମତି ମିଳିବାର ସମ୍ଭାବନା ରହିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧିକ ସମୟ ନେବୁ ନାହିଁ…, ନୂଆ ମୁଖ୍ୟମନ୍ତ୍ରୀ ବାଛିବାକୁ ନେଇ ରଣଦୀପ ସୁରଜଓ୍ବୋଲାଙ୍କ ବଡ ବୟାନ

ବେଙ୍ଗାଲୁରୁ,୧୫।୫: କର୍ନାଟକ ବିଧାନସଭା ନିର୍ବାଚନରେ କଂଗ୍ରେସର ବିପୁଳ ବିଜୟ ପରେ ଏବେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ମନ୍ଥନ ଚାଲିଛି। କର୍ନାଟକୁ ନେଇ ଦିଲ୍ଲୀ ପର୍ଯ୍ୟନ୍ତ ଏହାକୁ...

ଅମାନିଆଙ୍କ ହାତରେ କରୋନା ଦୂତ ଷ୍ଟାମ୍ପ୍‌

ବର୍ତ୍ତମାନ ସମଗ୍ର ଦେଶରେ ପୁଣି କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏଥିରୁ ନିସ୍ତାର ପାଇବା ପାଇଁ ନାନା ପଦଦେକ୍ଷ ଗ୍ରହଣ କରାଯାଉଛି। ଏହି ପରିପ୍ରେକ୍ଷୀରେ ପୋଲିସ...

ଦିଲ୍ଲୀ ସିଂହାସନ: ୨୨ବର୍ଷ ଧରି ଦୂରରେ ଭାଜପା

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀରେ କ୍ଷମତା ଦଖଲ କରିବା ପାଇଁ ଭାଜପା ଦେଖିଥିବା ସ୍ବପ୍ନ ମଉଳି ଯାଇଛି। ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ପୁଣିଥରେ ଶାସନ ଡୋରି ଧରିବା ନିଶ୍ଚିତ...

କେନ୍ଦ୍ରକୁ ଜବାବ ମାଗିଲେ ହାଇକୋର୍ଟ

ନୂଆଦିଲ୍ଲୀ,୨୯ା୨(ପି.ଟି.):କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀ, ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସମେତ ଦଳର କେତେଜଣ ନେତା ଉତ୍ତେଜନାପୂର୍ଣ୍ଣ...

ଭାଜପା ନେତା ଶ୍ରୀକାନ୍ତ ତ୍ୟାଗୀ ଗିରଫ

ଲକ୍ଷ୍ନୌ,୯।୮: ନୋଏଡ଼ା ହାଉସିଂ ସୋସାଇଟିରେ ପଡୋଶୀ ମହିଳାଙ୍କୁ ମାଡ଼ ମାରିବା ସହ ଗାଳିଗୁଲଜ କରିବା ଅଭିଯୋଗରେ ସ୍ଥାନୀୟ ଭାଜପା ନେତା ଶ୍ରୀକାନ୍ତ ତ୍ୟାଗୀଙ୍କୁ ଗିରଫ କରାଯାଇଛି।...

ଯାନ୍ତ୍ରିକ ତ୍ରୁଟି ଯୋଗୁ ଦିଲ୍ଲୀକୁ ଫେରିଆସିଲା ବିମାନ

ନୂଆଦିଲ୍ଲୀ,୩।୧: ରାଜଧାନୀ ଦିଲ୍ଲୀରୁ ଥାଇଲ୍ୟାଣ୍ଡର ଫୁକେଟକୁ ଯାଉଥିବା ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ପୁଣି ଦିଲ୍ଲୀକୁ ଫେରିଆସିଛି। ଏହାପରେ ବିମାନକୁ ଜରୁରୀକାଳୀନ ଘୋଷଣା କରାଯାଇଥିଲା।...

ପିଆଇବି ପ୍ରମୁଖ ମହାନିର୍ଦ୍ଦେଶକ ସତ୍ୟେନ୍ଦ୍ରଙ୍କ ଦାୟିତ୍ୱ ଗ୍ରହଣ

ନୂଆଦିଲ୍ଲୀ,୨ା୮: ପତ୍ର ସୂଚନା କାର୍ଯ୍ୟାଳୟ(ପିଆଇବି)ର ପ୍ରମୁଖ ମହାନିର୍ଦ୍ଦେଶକ ଭାବେ ସତ୍ୟେନ୍ଦ୍ର ପ୍ରକାଶ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ଭାରତୀୟ ସୂଚନା ସେବା(ଆଇଆଇଏସ୍‌)ର ୧୯୮୮ ବ୍ୟାଚର...

ନୂଆ ରୂପରେ ଫେରିବ ଆମ୍ବାସଡର କାର

ନୂଆଦିଲ୍ଲୀ,୨୯ ।୫: ଆମ୍ବାସଡର କାରର କୌଣସି ପରିଚୟର ଆବଶ୍ୟକତା ନାହିଁ । ତେବେ ସମୟ ସହ ଏହି ଆଇକନିକ କାର୍ ସଡ଼କରୁ କୁଆଡେ ଉଭେଇ ଯାଇଥିଲା...

Advertisement
Archives

Model This Week