ବୋମା ବର୍ଷା ମଧ୍ୟରେ ଛାତ୍ରୀଛାତ୍ରଙ୍କୁ ଘରକୁ ଫେରାଇ ଆଣିବା କଷ୍ଟକର…

ବେଜିଂ,୧।୩ : ୟୁକ୍ରେନ୍‌ରେ ଚାଇନାର ୬ ହଜାରରୁ ଅଧିକ ଛାତ୍ରୀଛାତ୍ର ଅଟକି ରହିଛନ୍ତି। ଛାତ୍ରୀଛାତ୍ରଙ୍କୁ ସ୍ବଦେଶ ଫେରାଇ ଆଣିବା ନେଇ ଚାଇନାରେ ବିବାଦ ଆରମ୍ଭ ହୋଇଛି। ଚାଇନା ଅଧିକାରୀ କହିଛନ୍ତି ଯେ, ବୋମା, ମିଜାଇଲ୍‌ ବର୍ଷା ମଧ୍ୟରେ ଉଦ୍ଧାର କାର୍ଯ୍ୟରେ ବାଧା ସୃଷ୍ଟି ହେଉଛି।

ପୂର୍ବ ୟୁକ୍ରେନ୍‌ରେ ରହିଥିବା ଚାଇନା ଛାତ୍ରୀଛାତ୍ରଙ୍କୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଚାଇନାର ସୀରକାରୀ ଖବର କାଗଜ ଗ୍ଳୋବାଲ ଟାଇମ୍ସ୍‌କୁ ଏକ ସାକ୍ଷାତ୍‌କାର ଦେଇ ଚାଇନାର କେତେକ ଅଧିକାରୀ କହିଛନ୍ତି ଯେ, ଛାତ୍ରୀଛାତ୍ରମାନଙ୍କୁ ସୁରକ୍ଷିତ ସ୍ବଦେଶ ଫେରାଇ ଆଣିବା ଲାଗି ବିକଳ୍ପ ଯୋଜେନା ଉପରେ ମଧ୍ୟ ଆଲୋଚନା କରାଯାଉଛି।

ତେବେ ଚାଇନା ସରକାର କହିଛନ୍ତି ଯେ, ଘର ବାହୁଡ଼ିବାର ନିଶ୍ଚିତ ସୁରକ୍ଷା ଗ୍ୟାରେର୍ଟି ପ୍ରଦାନ କରାଯାଇ ପାରିବ ନାହିଁ। ଉଡ଼ାଣ ମାର୍ଗରେ କଡ଼ା ପ୍ରତିବନ୍ଧକ ଲାଗୁ ହୋଇଥିବାରୁ ସୁରକ୍ଷିତ ଭାବେ ଛାତ୍ରୀଛାତ୍ରମାନଙ୍କର ସ୍ବଦେଶ ପ୍ରତ୍ୟାବର୍ତ୍ତନ ବିପଦପୂର୍ଣ୍ଣ ବୋଲି ଚାଇନା ସରକାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri