Posted inଜାତୀୟ

ଏ ବୁଢାକୁ ରୋକିବା କଷ୍ଟକର: କାହିଁକି ଏମିତି କହିଲେ ଶରଦ ପାଓ୍ବାର

ମୁମ୍ବାଇ,୧୫।୧୦: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପାଇଁ ଖୁବ୍‌ଶୀଘ୍ର ତାରିଖ ଘୋଷଣା ହେବାକୁ ଯାଉଛି। ଏହି ନିର୍ବାଚନରେ ମହାୟୁତି ସହ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ମହାବିକାଶ ଅଗାଡି(ଏମ୍‌ଭିଏ) ପ୍ରସ୍ତୁତ ହେଉଛି। ବିଶେଷକରି ରାଜ୍ୟର ଅଭିଜ୍ଞ ନେତାମାନେ ଆଗକୁ ଆସି ନିଜ ଦଳର ଦାୟିତ୍ୱ ନେଇଛନ୍ତି। ଏସବୁ ଭିତରେ ଏନସିପି ନେତା ଶରଦ ପାୱାର ନିଜ ବୟସ ଏବଂ ରାଜନୀତିକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ପାୱାର କହିଛନ୍ତି, ସେ ୮୪ କିମ୍ବା ୯୦ ବର୍ଷ ବୟସ ହୋଇଗଲେ ମଧ୍ୟ ସେ ମହାରାଷ୍ଟ୍ରକୁ ସଠିକ ରାସ୍ତାରେ ନ ଆସିବା ପର୍ଯ୍ୟନ୍ତ ଅଟକିବେ ନାହିଁ।

ଶରଦ ପାୱାର ଏକ ନିର୍ବାଚନ ସମ୍ବନ୍ଧୀୟ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବାବେଳେ, କିଛି ଯୁବକ ତାଙ୍କ ସାମ୍ନାରେ ଏକ ପ୍ଲାକାର୍ଡ ପ୍ରଦର୍ଶନ କରିଥିଲେ। ଏଥିରେ ପାୱାରଙ୍କ ବୟସକୁ ନେଇ ମଜାକ ଉଡାଇଥିଲେ। ଏଥିରେ ଲେଖା ହୋଇଥିଲା -୮୪ ବର୍ଷ ପୁରୁଣା। ବୃଦ୍ଧାବସ୍ଥାକୁ ନେଇ ଏହି ପରିହାସ ଉପରେ ଶରଦ ପାୱାର ଏହା କହିଛନ୍ତି।

ସେହି ପୋଷ୍ଟର ବିଷୟରେ ଶରଦ ପାୱାର କହିଛନ୍ତି, ବ୍ୟସ୍ତ ହୁଅନ୍ତୁ ନାହିଁ। ଆମକୁ ଯିବାକୁ ବହୁତ ଦୂର ବାଟ ଅଛି। ଏହି ବୃଢା ଅଟକି ଯିବ ନାହିଁ। ମୋତେ ୮୪ କିମ୍ବା ୯୦ ବର୍ଷ। ହେଉ ମହାରାଷ୍ଟ୍ରକୁ ଠିକ ରାସ୍ତାରେ ନ ଆସିବା ପର୍ଯ୍ୟନ୍ତ ଏହି ବୁଢା ଅଟକିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗ ଦିବସରେ ସାମିଲ ହେଲେ ମହିଳା ସରପଞ୍ଚ, କହିଲେ ନିଜକୁ ସୁସ୍ଥ ରଖିବାକୁ ହେଲେ…

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଯୋଗରେ ମହିଳା ସରପଞ୍ଚ ମମତା ବେହେରାଙ୍କ ସମେତ…

IRCTC ଆକାଉଣ୍ଟର ପାସୱାର୍ଡ ଭୁଲି ଯାଇଛନ୍ତି କି? ଏହି ସହଜ ଷ୍ଟେପ୍ସ ଆପଣାଇ କେଇ ମିନିଟ୍‌ରେ କରନ୍ତୁ ରିସେଟ୍‌

ନୂଆଦିଲ୍ଲୀ,୨୧।୬:ଭାରତରେ ପ୍ରତିଦିନ ହଜାର ହଜାର ଟ୍ରେନ ଚାଲୁଛି। କୋଟି କୋଟି ଲୋକ ଏଥିରେ ଯାତ୍ରା କରୁଛନ୍ତି। ପୂର୍ବରୁ ଲୋକେ ଟିକେଟ କାଉଣ୍ଟରକୁ ଯାଇ ଲମ୍ବା ଲାଇନରେ ଛିଡ଼ା…

ଦିଲ୍ଲୀ ଏୟାରପୋର୍ଟରେ ୪୫ ମିନିଟ୍‌ ଅଟକି ରହିଲେ ମୋଦି, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୧ା୬: ରବିବାର ଅପରାହ୍ନରେ ଦିଲ୍ଲୀ ଏୟାରପୋର୍ଟରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୁରନ୍ତ ତାଙ୍କ ବାସଭବନକୁ ଯିବା ପରିବର୍ତ୍ତେ ବିମାନବନ୍ଦରରେ ଅପେକ୍ଷା କରିବାକୁ ନିଷ୍ପତ୍ତି ନେଇଥିଲେ।…

କେନ୍ଦୁଝରରେ ଉପମୁଖ୍ୟମନ୍ତ୍ରୀ: କୃଷି କାର୍ଯ୍ୟର ସମୀକ୍ଷା କରି କହିଲେ ଅସ୍ବାଭାବିକ ମୌମୁମୀ ପରିସ୍ଥିତିର ସମ୍ଭାବନାକୁ…

କେନ୍ଦୁଝର,୨୧ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ରବିବାର କେନ୍ଦୁଝର ଜିଲା ଗସ୍ତ କରି ବିଭିନ୍ନ କୃଷି…

ନିଶାଖୋର ପୁଅ ପାଇଁ ଆତ୍ମହତ୍ୟା କରିଦେଲେ ମା’-ବାପା! ଘର ଭିତରୁ ପୋଲିସ…

ପୁରୀ,୨୧ା୬(ଅଜିତ କୁମାର ମହାନ୍ତି): ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ସେନାପତି ବଗିଚା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ରବିବାର ଦେଖିବାକୁ ମିଳିଛି। ଘର ଭିତରୁ ପୋଲିସ ଦମ୍ପତିଙ୍କ…

ନୂଆପଡ଼ାରେ ସକାଳୁ ସ୍କୁଲ ଆସିବେ ପିଲା

ନୂଆପଡ଼ା,୨୧ା୬(ମକାରୁ ବେମାଲ): ନୂଆପଡ଼ା ଜିଲାରେ ସକାଳୁଆ ସ୍କୁଲ ଅବଧି ବଢ଼ିଛି। ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବାକୁ ଜିଲାପାଳ ନିଷ୍ପତ୍ତି ନେଇଛନ୍ତି। ହିଟ ଓ୍ବେଭ୍‌…

ଇପିଏଫ୍‌ଓ ୩.୦ରେ ବଡ଼ ପରିବର୍ତ୍ତନ! ଆଉ ୭୫% ନୁହେଁ, ଏଣିକି ବିନା କାରଣରେ ବି ଉଠାଇ ପାରିବେ ପୁରା PF ଟଙ୍କା

ନୂଆଦିଲ୍ଲୀ,୨୧।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର ସଦସ୍ୟମାନଙ୍କ ପାଇଁ ‘EPFO 3.0’ ଅଧୀନରେ ଅନେକ ସହଜ ଓ ସୁବିଧାଜନକ ନିୟମ ଆଣିବାକୁ ଯାଉଛି। ଏହି…

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri