Posted inଜାତୀୟ

ଅନ୍ୟକୁ ପ୍ରଶ୍ନ କରିବା ସହଜ ହେଲେ ନିଜକୁ ପ୍ରଶ୍ନ କରିବା କଷ୍ଟ: ରାହୁଲ

ବେଙ୍ଗାଲୁରୁ,୨୩।୪: ପାଖେଇ ଆସୁଛି କର୍ନାଟକ ବିଧାନସଭା ନିର୍ବାଚନ। ଆଉ ଏହି ନିର୍ବାଚନକୁ ନେଇ ସବୁ ରାଜନୈତିକ ଦଳ ଅଣ୍ଟା ଭିଡି ସାରିଲେଣି। କଂଗ୍ରେସ ବି ପଛରେ ନାହିଁ। ଏହି କ୍ରମରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବେ କର୍ନାଟକ ଗସ୍ତରେ ଅଛନ୍ତି। ଦିଲ୍ଲୀରେ ରାହୁଲ ସରକାରୀ ଘର ଖାଲି କରିବା ପରେ ରବିବାର ପ୍ରଥମ କରି ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି। ରାହୁଲ ବାଗଲକୋଟରେ ଏକ ଜନସଭାକୁ ସମ୍ବୋଧିତ କରି କହିଛନ୍ତି, ଅନ୍ୟକୁ ପ୍ରଶ୍ନ କରିବା ସହଜ ହେଲେ ନିଜକୁ ପ୍ରଶ୍ନ କରିବା କଷ୍ଟ।

ରାହୁଲ ଗାନ୍ଧୀ ରବିବାର ହୁବୁଳିରେ ପହଞ୍ଚି ଥିଲେ। ସେ ବାଗଲକୋର୍ଟରେ ଆୟୋଜିତ ବସବା ଜୟନ୍ତି ସମାରୋହରେ ଏକ ସଭାକୁ ସମ୍ବୋଧିତ କରିଥିଲେ। ଏହି ସମୟରେ ରାହୁଲ କହିଥିଲେ, ଯେଉଁଠାରେ ଅନ୍ଧାର ଅଛି ସେଠାରେ କେଉଁଠି ନା କେଉଁଠି ଆଲୋକ ହୋଇଥାଏ। ସେ ସମୟରେ ସମାଜରେ ଅନ୍ଧାର ଥିଲା ଆଉ ବସବା ଜି ଆଲୋକ ହୋଇ ବାହାରିଥିଲେ। ମଣିଷ ଏମିତି ଆଲୋକ ଦେଇ ନ ଥାଏ। ପ୍ରଥମେ ନିଜକୁ ପ୍ରଶ୍ନ କରିବାକୁ ପଡିଥାଏ। ଅନ୍ୟକୁ ପ୍ରଶ୍ନ କରିବା ସହଜ ହେଲେ ନିଜକୁ ପ୍ରଶ୍ନ କରିବା କଷ୍ଟ।


Enter your email to get our daily news in your inbox.

All Right Reserved By Dharitri.Com

ସରେଣ୍ଡର କଲା ହମାସ! ଗାଜାରୁ ସେନା ପ୍ରତ୍ୟାହାର କରିବ ଇସ୍ରାଏଲ, ଟ୍ରମ୍ପ କଲେ ବଡ଼ ଘୋଷଣା

ଓ୍ବାଶିଂଟନ୍‌,୧।୮: ଗାଜା ସଂଘର୍ଷ ସମ୍ପର୍କରେ ଏକ ବଡ଼ କୂଟନୈତିକ ବିକାଶ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ, ହମାସ ଆତ୍ମସମର୍ପଣ କରିଛି ଏବଂ…

ହାର୍ଦ୍ଦିକ ପାଣ୍ଡ୍ୟା CSK ଆସିବା ପରେ ଅଧିନାୟକଙ୍କ ସବୁଠାରୁ ବଡ଼ ସମସ୍ୟାର ହେବ ସମାଧାନ, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୧।୮: ନିଲାମ ହେଉ କିମ୍ବା ଟ୍ରେଡ ମାଧ୍ୟମରେ, ଚେନ୍ନାଇ ସୁପର କିଙ୍ଗ୍ସ (CSK )ଏକ ସୁଲଭ ମୂଲ୍ୟରେ ଅସାଧାରଣ ପ୍ରତିଭା ସଂଗ୍ରହ କରିବାରେ କେବେ ପଛରେ ପଡ଼ିନାହିଁ।…

ଅଜିତ ଡୋଭାଲଙ୍କୁ ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାର: ପଗଡ଼ି ପିନ୍ଧାଇଦେଲେ ଅମିତ ଶାହା

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପୁଣେରେ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା (NSA) ଅଜିତ ଡୋଭାଲଙ୍କୁ ସମ୍ମାନିତ କରିଛନ୍ତି। ଲୋକମାନ୍ୟ ତିଲକ ସ୍ମାରକୀ ଟ୍ରଷ୍ଟ ଦ୍ୱାରା…

‘ଯଦି ଇଥାନଲ ନଥାନ୍ତା, ତେବେ ପେଟ୍ରୋଲ ଲିଟର ପିଛା ୧୨୫ ଟଙ୍କାରେ ବିକ୍ରି ହେଉଥାନ୍ତା’: E-20 ଇନ୍ଧନକୁ ନେଇ ସଂସଦରେ ସରକାରଙ୍କ ଦାବି

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ସଂସଦରେ ପେଟ୍ରୋଲରେ ଇଥାନଲ ମିଶ୍ରଣ ନୀତିକୁ ଦୃଢ଼ ଭାବରେ ସମର୍ଥନ କରିଛନ୍ତି। ସରକାର ସ୍ପଷ୍ଟ କରିଛନ୍ତି ଯେ ଯଦି ଏହି ପଦକ୍ଷେପ ନିଆଯାଇ…

ବୈତରଣୀରେ ବ୍ୟାରେଜ ନିର୍ମାଣ ନେଇ ନୂଆପଡ଼ାରେ ସ୍ଥିତି ଅନୁଧ୍ୟାନ କଲେ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ

ପାଟଣା,୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତର ନୂଆପଡ଼ାଠାରେ ବୈତରଣୀ ନଦୀ ଉପରେ ବ୍ୟାରେଜ ନିର୍ମାଣ ଦାବିକୁ ନେଇ ସରକାରୀ ପଦକ୍ଷେପ ଆଗକୁ ବଢ଼ିଛି।…

ହଠାତ ସ୍ଥଗିତ ରହିଲା ଟାଟା ଇନଷ୍ଟିଚ୍ୟୁଟରେ ଥିବା ସମାବର୍ତ୍ତନ ଉତ୍ସବ; ମୁଖ୍ୟ ବିଚାରପତି ଥିଲେ ମୁଖ୍ୟ ଅତିଥି, ଜାଣନ୍ତୁ ଏହାର କାରଣ

ମୁମ୍ବାଇ,୧।୮: ମୁମ୍ବାଇର ଟାଟା ସାମାଜିକ ବିଜ୍ଞାନ ପ୍ରତିଷ୍ଠାନ ବା ଟାଟା ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନସେସ୍‌ (TISS) ଅଗଷ୍ଟ ୨ରେ ହେବାକୁ ଥିବା ୮୬ତମ ସମାବର୍ତ୍ତନ ଉତ୍ସବକୁ…

ସମ୍ବଲପୁରୀ ଭାଷାକୁ ମାନ୍ୟତା ଦାବିରେ ଆମରଣ ଅନଶନକୁ ଓହ୍ଲାଇଲେ କୋଶଳ ସଂଗ୍ରାମୀ

ବରଗଡ଼,୧ା୮(ପ୍ରେମାନନ୍ଦ ଖମାରୀ): ଆଜି ସମ୍ବଲପୁରୀ ଦିନ। ଏହି ପରିପ୍ରେକ୍ଷୀରେ ପଶ୍ଚିମ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ପୁରପଲ୍ଲୀରେ ସମ୍ବଲପୁରୀ ପୋଷାକ ପରିଧାନ ସହିତ ନାଚଗୀତ, ସଭା, ସମିତି…

ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ; ରାଷ୍ଟ୍ରପତି ଦେଲେ ଅନୁମୋଦନ

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ଦେଶବ୍ୟାପୀ ପ୍ରତିଯୋଗିତାମୂଳକ ପରୀକ୍ଷାଗୁଡ଼ିକୁ ପେପର ଲିକ, ଠକେଇ ଏବଂ ଅନ୍ୟାନ୍ୟ ଅନିୟମିତତା ମୁକ୍ତ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ‘ସାର୍ବଜନୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri