ଘରେ ପାରା ଅଣ୍ଡା ଦେବା ଶୁଭ ନା ଅଶୁଭ !

ପାରାଙ୍କୁ ସୁଖଶାନ୍ତିର ପ୍ରତୀକ ବୋଲି କୁହାଯାଏ। ସକାଳେ ସନ୍ଧ୍ୟାରେ ସେମାନଙ୍କୁ ଖାଇବାକୁ ଦେଲେ ଘରେ ସମୃଦ୍ଧି ବଢ଼େ ବୋଲି ବିଶ୍ୱାସ କରାଯାଏ। ଆଉ ବେଳେବେଳେ ଦେଖାଯାଏ, ଘରର ବାଲକୋନିରେ ହେଉ କି ପୋର୍ଟିକୋରେ ପାରା ଆସି ବସା ବାନ୍ଧିଥାନ୍ତି ଏବଂ ସେଠାରେ ଅଣ୍ଡା ବି ଦେଇଥାନ୍ତି। ଏହା ମଧ୍ୟ ଅନେକ ଶୁଭ ସୂଚନା ଦେଇଥାଏ ବୋଲି ଜ୍ୟୋତିଷଶାସ୍ତ୍ରରେ କୁହାଯାଇଛି। ଯେମିତି କି, ଆଗକୁ ଘରେ କାହାର ବାହାଘର ହେବାକୁ ଯାଉଛି ଅଥବା କାହାର ପିଲାପିଲି ହେବାର ଅଛି କିମ୍ବା ଅନ୍ୟ କୌଣସି ଶୁଭଖବର ଆସିବାର ଅଛି। ସେହିପରି ଘରର ବାଲକୋନିରେ ପାରା ଆସି ଅଣ୍ଡା ଦେଲେ, ପରିବାର ସଦସ୍ୟଙ୍କର ଯଦି କାହାର କିଛି ମନୋସ୍କାମନା ରହିଥାଏ, ତାହା ଖୁବ୍‌ ଶୀଘ୍ର ପୂରଣ ହେବାକୁ ଯାଉଛି ବୋଲି ଏହା ସଙ୍କେତ ଦେଇଥାଏ। କହିବାକୁ ଗଲେ ଗୃହସ୍ଥଙ୍କ ଘରେ ପାରା ଅଣ୍ଡା ଦେବା ସର୍ବଦା ସକାରାତ୍ମକ ସୂଚନା ପ୍ରଦାନ କରିଥାଏ। କିନ୍ତୁ କୌଣସି କାରଣ ବଶତଃ ଯଦି ପାରା ଦେଇଥିବା ଅଣ୍ଡା ଫାଟିଯାଏ, ତା’ହେଲେ ଏହା ଘର ପାଇଁ ବିପଦ ଆସୁଥିବାର ସଙ୍କେତ ଦେଇଥାଏ ବୋଲି ବିଶ୍ୱାସ କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ କେବେ ବି ରଖନ୍ତୁ ନି ଏପରି ଗଛ, ବଢ଼ିବ ଦୁର୍ଭାଗ୍ୟ

ଘରର ସୌନ୍ଦର୍ଯ୍ୟ ବୃଦ୍ଧି ସାଙ୍ଗକୁ ପରିବେଶକୁ ଶୁଦ୍ଧି କରିବାରେ ଗଛର ଥାଏ ଅନେକ ଭୂମିକା। କିନ୍ତୁ ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି ବି କିଛି ଗଛ ରହିଛି; ଯାହାକୁ…

ଆଲୋଭେରା ଗଛ ଲଗାଇବାରେ କରନ୍ତୁନି ଏପରି ଭୁଲ, ନ ହେଲେ ଘରକୁ ମାଡ଼ିଆସିବ…

ଆଲୋଭେରାର ସ୍ବାସ୍ଥ୍ୟୋପଯୋଗୀ ଗୁଣ ଯଥେଷ୍ଟ ରହିଥିବା ହେତୁ ଅନେକେ ଏହାକୁ ଘରେ ଲଗାଇଥାନ୍ତି। ହେଲେ ଜାଣନ୍ତି କି ବାସ୍ତୁ ଅନୁଯାୟୀ, ଯଦି ଏହି ଗଛକୁ ଠିକ୍‌ ଦିଗରେ…

ବିଶ୍ୱର ସବଠୁ ଖୁସି ଦେଶ କିଏ ଜାଣନ୍ତି: ଏହି ସ୍ଥାନରେ ଅଛି ଭାରତ

ଲଣ୍ଡନ,୨୦ା୩:ଫିନ୍‌ଲାଣ୍ଡ ବିଶ୍ୱର ସବୁଠୁ ସୁଖୀ ରାଷ୍ଟ୍ର ଭାବେ ନିଜର ମାନ୍ୟତା ବଜାୟ ରଖିଛି। କ୍ରମାଗତ ଭାବେ ୯ମ ଥର ପାଇଁ ବିଶ୍ୱର ସବୁଠୁ ସୁଖୀ ରାଷ୍ଟ୍ର ସୂଚୀ…

ଶରୀର ପାଇଁ ଉପକାରୀ ପଖାଳ: ମିଳିବ ଏସବୁ ଫାଇଦା

‘ପଖାଳ’ କେବଳ ଏକ ଖାଦ୍ୟ ନୁହେଁ, ବରଂ ଓଡ଼ିଆଙ୍କ ସହ ଜଡ଼ିତ ଏକ ଭାବପ୍ରବଣତା। ସାରା ବିଶ୍ୱରେ ଓଡ଼ିଆମାନେ ଯେଉଁଠି ଥାଆନ୍ତୁ ନା କାହିଁକି ପଖାଳ ପ୍ରତି…

ଅଧିକ ଚା’ ପିଉଛନ୍ତି କି, ହୋଇପାରେ…

ଚା’ ଓ କଫି ଅମ୍ଳୀୟ। ତେଣୁ ଖାଲି ପେଟରେ ଏହାକୁ ପିଇଲେ ଅମ୍ଳ ବୃଦ୍ଧି ପାଇଥାଏ। ସକାଳେ ପାକସ୍ଥଳୀ ଭିତରେ କୌଣସି ଖାଦ୍ୟ ନ ଥାଏ। ବିଶେଷକରି…

କୁମ୍ଭ ରାଶିରେ ସୃଷ୍ଟି ହେବ ଚତୁର୍ଗ୍ରହୀ ଯୋଗ, ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ପ୍ରଚୁର ଟଙ୍କା!

୧୬ ମାର୍ଚ୍ଚ ସନ୍ଧ୍ୟାରେ କୁମ୍ଭ ରାଶିରେ ଚତୁର୍ଗ୍ରହୀ ଯୋଗ ସୃଷ୍ଟି ହେବ । ରାହୁ, ମଙ୍ଗଳ ଏବଂ ବୁଧ ଗ୍ରହ କୁମ୍ଭ ରାଶିରେ ପୂର୍ବରୁ ଅବସ୍ଥିତ ରହିଛନ୍ତି…

ନବରାତ୍ରୀ ପୂର୍ବରୁ ସୃଷ୍ଟି ହେଉଛି ରାଜଯୋଗ, ମେଷ-ମିଥୁନ ସମେତ ଏହି ରାଶିର ବ୍ୟକ୍ତି ହେବେ ମାଲାମାଲ୍!

ରାଜଯୋଗ ଏବଂ ଧନ ଯୋଗର ଗ୍ରହ ସୂର୍ଯ୍ୟ, ଏହି ମାସର ୧୫ ତାରିଖରେ ନିଜର ରାଶି ପରିବର୍ତ୍ତନ କରିବେ। ପ୍ରାୟ ୧ଟା୦୮ ସମୟରେ, ସୂର୍ଯ୍ୟ କୁମ୍ଭ ରାଶିରୁ…

ମାର୍ଚ୍ଚ ୨୧ରୁ ଏହି ୭ ରାଶିର ବ୍ୟକ୍ତି ହୋଇଯିବେ ମାଲାମାଲ: ବୁଧ ଗ୍ରହ….

ପ୍ରତି ମାସରେ ବ୍ରହ୍ମାଣ୍ଡରେ ଗ୍ରହ ପରିବର୍ତ୍ତନ ଘଟେ, ଯାହା ଲୋକଙ୍କ ଜୀବନକୁ ଗୁରୁତ୍ୱପୂର୍ଣ୍ଣ ଭାବରେ ପ୍ରଭାବିତ କରେ। ଯେଉଁମାନେ ଜ୍ୟୋତିଷ ଶାସ୍ତ୍ରରେ ବିଶ୍ୱାସ କରନ୍ତି, ସେମାନେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri