Posted inଜାତୀୟ

ତୃଣମୂଳସ୍ତରରେ ନ୍ୟାୟିକ ସୁବିଧା ଉପଲବ୍ଧ କରାଇବା ଅପରିହାର୍ଯ୍ୟ…

ଚେନ୍ନାଇ,୧୪ା୨: ସମାଜର ତୃଣମୂଳସ୍ତରରେ ନ୍ୟାୟିକ ବ୍ୟବସ୍ଥା ଉପଲବ୍ଧ କରାଇବା ଅପରିହାର୍ଯ୍ୟ। ଏହା ଦ୍ୱାରା ସାଧାରଣ ବ୍ୟକ୍ତି ଉପକୃତ ହେବା ସହିତ ନ୍ୟାୟପାଳିକାର ଲକ୍ଷ୍ୟ ପୂରଣ ହୋଇପାରିଥାଏ। ମାଡ୍ରାସ୍‌ ହାଇକୋର୍ଟର ୩୨ ତମ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ଗ୍ରହଣ କରି ବିଚାରପତି ମୁନୀଶ୍ୱର ନାଇ ଭଣ୍ଡାରୀ ଏହା କହିଛନ୍ତି। ମାମଲାର ସମାଧାନ ଶୀଘ୍ର କରାଯିବା ସହିତ ପ୍ରତିଟି କ୍ଷେତ୍ରରେ ସ୍ବଚ୍ଛତାକୁ ପ୍ରାଧାନ୍ୟ ଦେଲେ ନ୍ୟାୟିକ ବ୍ୟବସ୍ଥା ସଫଳ ହୋଇ ପାରିବ।

ଏକ୍ଷେତ୍ରରେ ସାମୁହିକ ପ୍ରୟାସ ଜରୁରୀ। ସେହିପରି ମାମଲା ସମାଧାନ କ୍ଷେତ୍ରରେ ପୋଲିସ ଏବଂ ପ୍ରଶାସନର କାର୍ଯ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ନ୍ୟାୟପାଳିକା ସହିତ ପୋଲିସ ଏବଂ ପ୍ରଶାସନର ଉପଯୁକ୍ତ ସମନ୍ବୟ ଦ୍ୱାରା ନ୍ୟାୟିକ ବ୍ୟବସ୍ଥାର ଲକ୍ଷ୍ୟ ପୂରଣ ହୋଇପାରିଥାଏ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲା ଭାଜପା: ୩ ରାଜ୍ୟ ପାଇଁ…

ନୂଆଦିଲ୍ଲୀ,୧୮।୮: ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତିନୋଟି ରାଜ୍ୟ ପାଇଁ ନୂତନ ପ୍ରଭାରୀ ନିଯୁକ୍ତ କରିଛନ୍ତି। ଉତ୍ତର ପ୍ରଦେଶ, ପଞ୍ଜାବ…

ପର୍ବପର୍ବାଣୀ ଋତୁ ପୂର୍ବରୁ LPGକୁ ନେଇ ବଡ଼ ନିଷ୍ପତ୍ତି ନେଲେ ସରକାର, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୮: ଆସନ୍ତା କିଛି ସପ୍ତାହରେ ଗଣେଶ ଚତୁର୍ଥୀ, ନବରାତ୍ରି, ଦୀପାବଳି ଏବଂ ଏହାପରେ ବିବାହ ଋତୁ ଆରମ୍ଭ ହେବାକୁ ଯାଉଛି। ଏଭଳି ସମୟରେ ରୋଷେଇ ଘରେ…

 କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି

ଦଳ କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

ମହିଳାଙ୍କ ଖାତାକୁ ଆସିବ ୩ହଜାର ଟଙ୍କା, ହେଲେ ସରକାର କାହିଁକି ଦେଉଛନ୍ତି ଏହି ଟଙ୍କା? ଜାଣନ୍ତୁ ଏହା ପଛର ରହସ୍ୟ

କୋଲକାତା,୧୮।୮: ପଶ୍ଚିମବଙ୍ଗ ସରକାରଙ୍କ ଅନ୍ନପୂର୍ଣ୍ଣା ଯୋଜନାରେ ହିତାଧିକାରୀ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପାଣ୍ଠି ସ୍ଥାନାନ୍ତର ପ୍ରକ୍ରିୟା ସୋମବାର (ଅଗଷ୍ଟ ୧୭, ୨୦୨୬) ଠାରୁ ଆରମ୍ଭ ହୋଇଛି। ରାଜ୍ୟ…

ଜନସାଧାରଣଙ୍କ ପାଇଁ ଚିନ୍ତାଜନକ ଖବର: ପେଟ୍ରୋଲ-ଡିଜେଲ ଦାମ୍‌…

ନୂଆଦିଲ୍ଲୀ, ୧୮।୮: ଜନସାଧାରଣଙ୍କ ପାଇଁ ଅନ୍ତର୍ଜାତୀୟ ବଜାରରୁ ଏକ ନୂଆ ଚିନ୍ତାଜନକ ଖବର ଆସୁଛି। Crude Oil ଦରରେ ଲଗାତାର ତୃତୀୟ ଦିନ ପାଇଁ ବୃଦ୍ଧି ଦେଖିବାକୁ…

ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri