କରୋନା ଲଢ଼େଇରେ ସଚେତନ ରହିବା ଗୁରୁତ୍ୱପୂର୍ଣ୍ଣ: ମୋଦି

ନୂଆଦିଲ୍ଲୀ,୨୮।୩: ଦେଶରେ କରୋନା ସଂକ୍ରମଣ ଏବେ ବି ଜାରି ରହିଛି। ତେଣୁ ମାର୍ଗଦର୍ଶିକା ପାଳନ ସହିତ ଔଷଧ ସେବନ କରିବା ପ୍ରତି ସଚେତନ ରହିବା ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୫ ତମ ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ରବିବାର କହିଛନ୍ତି। କରୋନା ବିରୋଧରେ ଲଢ଼େଇ ସମୟରେ ଏହି ମନ୍ତ୍ର ମନେ ରଖିବା ପାଇଁ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କ ଉଦ୍ଦେଶ୍ୟରେ କହିଛନ୍ତି। ଉତ୍ସବ ପାଳନ ସମୟରେ କରୋନା ପ୍ରତି ହେୟ ମନୋଭାବ ନ ରଖିବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। କରୋନା ଲଢ଼େଇରେ କିଭଳି ସାରା ଦେଶ ଏକଜୁଟ ହୋଇ ତାଳି ଏବଂ ଥାଳି ଅଭିଯାନରେ ସାମିଲ୍‌ ହୋଇଥିଲେ ସେ ନେଇ ମୋଦି ଦେଶବାସୀଙ୍କୁ ପ୍ରଶଂସା କରିଛନ୍ତି। ମନ୍‌ କି ବାତ୍‌ କାର୍ଯ୍ୟକ୍ରମ ସହିତ ଦୋବାସୀ ଲଗାତାର ଯୋଡ଼ି ହୋଇ ରହିବା ଏକ ଆନନ୍ଦର ବିଷୟ ବୋଲି ସେ କହିଛନ୍ତି। ଦେଶରେ ପ୍ରଗତୀ ଧାରା ଜାରି ରହିଛି। ଫାର୍ମ ସେକ୍ଟରରେ ନୂଆ ନୂଆ ନିଯୁକ୍ତି ସୁଯୋଗ ଯୁବବର୍ଗଙ୍କ ରୋଜଗାରକୁ ପ୍ରଶସ୍ତ କରି ପାରୁଥିବା ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଦଳିବ ଦର! ସାଧାରଣ ଲୋକଙ୍କୁ ମହଙ୍ଗା ମାଡ଼

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

ପେଟ୍ରୋଲିୟମ ମନ୍ତ୍ରାଳୟର ବଡ଼ ସୂଚନା, ୩୧ ଅଗଷ୍ଟ ପରେ ମିଳିବନି ଗ୍ୟାସ ସିଲିଣ୍ଡର? ଶୀଘ୍ର ସାରନ୍ତୁ ଏହି କାମ…

ନୂଆଦିଲ୍ଲୀ,୨୬।୮: ଯଦି ଆପଣଙ୍କ ଘରେ ମଧ୍ୟ ରୋଷେଇ ଗ୍ୟାସ ସିଲିଣ୍ଡର ବ୍ୟବହୃତ ହେଉଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ତେଲ କମ୍ପାନୀ ଏବଂ…

Zamatoରୁ ଅର୍ଡର କରୁଥିଲେ ସାବଧାନ! ଦିନ ଦ୍ୱିପ୍ରହରରେ ଲୁଟୁଛି କମ୍ପାନୀ

ନୂଆଦିଲ୍ଲୀ,୨୬।୮: ଆଜିକାଲି ଲୋକମାନେ ଅନଲାଇନରେ ଖାଦ୍ୟ ଅର୍ଡର କରିବାର ଅଭ୍ୟାସ ବିକଶିତ କରିଛନ୍ତି। ଏହାର ସୁଯୋଗ ନେଇ, ଖାଦ୍ୟ ବିତରଣ ସେବାଗୁଡ଼ିକ ପ୍ରାୟତଃ ଅତ୍ୟଧିକ ପରିମାଣରେ ଚାର୍ଜ…

କ’ଣ ୨୭ ଅଗଷ୍ଟରେ ବନ୍ଦ ରହିବ ସ୍କୁଲ? ଛୁଟିକୁ ନେଇ ଆସିଲା ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୨୬।୮: ଦେଶର ଅନେକ ସ୍ଥାନରେ ଇଦ୍-ମିଲାଦ୍-ଉନ୍-ନବୀ ଅବସରରେ ବିଦ୍ୟାଳୟଗୁଡ଼ିକରେ ଛୁଟି ଘୋଷଣା କରାଯାଇଥିଲା। ଏହା ବ୍ୟତୀତ ପ୍ରବଳ ବର୍ଷା ଆଲର୍ଟ ଆଦି କାରଣରୁ ସ୍ଥାନୀୟ ପ୍ରଶାସନ ଦ୍ୱାରା…

ମାଟି ଅତଡ଼ା ଧସି ଯାତାୟାତ ବନ୍ଦ: ଶୁଣିଲାନି ପ୍ରଶାସନ, ନିଜେ ସଫା କଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୨୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡ଼େପଦର ପଞ୍ଚାୟତର ତଳ ହାଡ଼ସିଲ ଗ୍ରାମରେ ଲଗାଣ ବର୍ଷା ଯୋଗୁ ପାହାଡ଼ରୁ ମାଟି ଅତଡ଼ା ଧସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri