ଭୟଭୀତ ନହୋଇ ସତର୍କ ରହିବା ଜରୁରୀ…

ନୂଆଦିଲ୍ଲୀ, ୩୦।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ (ଏମ୍ସ୍‌)ର ନିର୍ଦ୍ଦେଶକ ଡାକ୍ତର ରଣଦୀପ୍‌ ଗୁଲେରିଆ କହିଛନ୍ତି ଯେ, ସଂକ୍ରମଣକୁ ଡରିବାର କୌଣସି କାରଣ ନାହିଁ। ଭୟ ନ କରି ସତର୍କ ରହିବା ଆବଶ୍ୟକ ବୋଲି ସେ ଚେତାବନୀ ଦେଇଛନ୍ତି। ଗୁଲେରିଆ ତାଙ୍କ ନୂତନ ବର୍ଷର ବାର୍ତ୍ତାରେ ଏଭଳି କହିଛନ୍ତି।

ଏମ୍ସ୍‌ ଦ୍ୱାରା ପୋଷ୍ଟ କରାଯାଇଥିବା ଏକ ଭିଡିଓ ବାର୍ତ୍ତାରେ ଗୁଲେରିଆ କହିଛନ୍ତି ଯେ ମୁଁ ଏହି ଅବସରରେ ଦେଶର ସମସ୍ତ ଲୋକଙ୍କର ସୁଖ, ସୁସ୍ବାସ୍ଥ୍ୟ ଏବଂ ସମୃଦ୍ଧି କାମନା କରୁଛି। ସେ କହିଛନ୍ତି ଯେ ଆମକୁ ଆଗକୁ ଯିବାକୁ ପଡ଼ିବ। ଆମେ ବୁଝିବା ଆବଶ୍ୟକ ଯେ, କରୋନା ମହାମାରୀ ଏପର୍ଯ୍ୟନ୍ତ ଶେଷ ହୋଇ ନାହିଁ। କରୋନା ସହ ବଞ୍ଚିବାକୁ ପଡ଼ିବ। ଯଦିଓ ଭଲ କଥା ହେଉଛି ଯେ ଆମେ ବର୍ତ୍ତମାନ ସୁରକ୍ଷିତ ସ୍ଥିତିରେ ଅଛୁ।

ଡାକ୍ତର ଗୁଲେରିଆ କହିଛନ୍ତି ଯେ ବହୁ ଲୋକ ଟିକା ନେଇସାରିଛନ୍ତି। ମାତ୍ର ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। ତେଣୁ, ମାସ୍କ ପିନ୍ଧିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସେ କହିଛନ୍ତି ଯେ ବର୍ତ୍ତମାନ ସୁରକ୍ଷିତ ଦୂରତା ବଜାୟ ରଖିବା କରୋନାକୁ ଏଡାଇବା ପାଇଁ ଏକମାତ୍ର ଏବଂ ପ୍ରଭାବଶାଳୀ ଉପାୟ। କରୋନାର ଓମିକ୍ରନ୍‌ ଭାରିଆଣ୍ଟ୍‌ ଏକ ସୁପର ସ୍ପ୍ରେଡର୍‌। ତେଣୁ ଜନଗହଳିପୂର୍ଣ୍ଣ ସ୍ଥାନଠାରୁ ଦୂରରେ ରହିବା ସହିତ କରୋନା ମାର୍ଗଦଶିକା ପାଳନ କରିବା ଅପରିହାର୍ଯ୍ୟ ହୋଇପଡ଼ିଛି।

 


Enter your email to get our daily news in your inbox.

All Right Reserved By Dharitri.Com

୧୦ ଦିନରେ ୫ ଟଙ୍କା ମହଙ୍ଗା ପେଟ୍ରୋଲ, ଡିଜେଲ

ଭାରତରେ ତୈଳ ବିପଣନ କମ୍ପାନୀ ପେଟ୍ରୋଲ ଓ ଡିଜେଲ ଦର ୧୦ ଦିନ ମଧ୍ୟରେ ୩ ଥର ବୃଦ୍ଧି କରିସାରିଲେଣି। ଶନିବାର ପେଟ୍ରୋଲ ଦର ଲିଟର ପିଚ୍ଛା…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri