Posted inଜାତୀୟ

କରୋନା ମହାମାରୀର ପରିବର୍ତ୍ତନ ଚକ୍ରକୁ ଭାଙ୍ଗିବା ଜରୁରୀ: ସ୍ବାସ୍ଥ୍ୟମନ୍ତ୍ରୀ…

ନୂଆଦିଲ୍ଲୀ,୧୮।୪ : ଜି-୨୦ ସ୍ବାସ୍ଥ୍ୟ କାର୍ଯ୍ୟକ୍ରମ ଗୋଷ୍ଠୀର ଦ୍ୱିତୀୟ ବୈଠକର ଶେଷ ଅଧିବେଶନରେ ମଙ୍ଗଳବାର ଭାରତର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ କରୋନାଭାଇରସ ପରିସ୍ଥିତି ବିରୋଧରେ ଦେଶର ଉଦ୍ୟମକୁ ହ୍ରାସ ନ କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ତାଙ୍କ ଅଭିଭାଷଣରେ ସେ କହିଛନ୍ତି ଯେ ଜି -୨୦ର ଇଟାଲୀ ଏବଂ ଇଣ୍ଡୋନେସିଆର ଅଧ୍ୟକ୍ଷତା ସମୟରେ ଅଣାଯାଇଥିବା ଗତି ଜାରି ରଖିବାକୁ ଏବଂ ସ୍ବାସ୍ଥ୍ୟ ଜରୁରୀକାଳୀନ ପରିସ୍ଥିତିର ମୁକାବିଲା ପାଇଁ ଏପର୍ଯ୍ୟନ୍ତ କରାଯାଇଥିବା ପ୍ରୟାସକୁ ଦୃଢ଼ କରିବାକୁ ଭାରତ ଯୋଜନା କରିଛି। ସମଗ୍ର ବିଶ୍ୱରେ ସ୍ବାସ୍ଥ୍ୟ ବ୍ୟବସ୍ଥା ଉପରେ କେନ୍ଦ୍ର ମନ୍ତ୍ରୀ କହିଛନ୍ତି,ପରିବର୍ତ୍ତନ ଚକ୍ରକୁ ଭାଙ୍ଗିବା ଜରୁରୀ।
ଜି -୨୦ ସ୍ବାସ୍ଥ୍ୟ କାର୍ଯ୍ୟ କ୍ରମ ଗୋଷ୍ଠୀ ଭାବରେ ଆମେ ମିଳିତ ଭାବେ ଭବିଷ୍ୟତର ବିଶ୍ୱ ସ୍ବାସ୍ଥ୍ୟ ପାଇଁ ଏକ ସକରାତ୍ମକ ପ୍ରଭାବ ସୃଷ୍ଟି ଦିଗରେ ଗତି କରୁଛୁ।

କେନ୍ଦ୍ର ସ୍ବାସ୍ଥ୍ୟ ରାଷ୍ଟ୍ରମନ୍ତ୍ରୀ ଭାରତୀ ପ୍ରବୀଣ ପାୱାର କହିଛନ୍ତି, ଭାରତର ଜି-୨୦ ଅଧ୍ୟକ୍ଷତା ବସୁଧୈବ କୁଟୁମ୍ବୁକମର ପ୍ରାଚୀନ ଭାରତୀୟ ଚିନ୍ତାଧାରା ଆଧାରରେ ଜାରି ରଖିଛି। ସୁଲଭ ଏବଂ ଗୁଣାତ୍ମକ ସ୍ବାସ୍ଥ୍ୟସେବା ସୁନିଶ୍ଚିତ କରିବା ସମାଜ ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନଦୀବନ୍ଧକୁ ଦୁର୍ବଳ କରୁଛି ବେଆଇନ ଚିଙ୍ଗୁଡ଼ିଘେରି: ଗୋବରୀରେ ଧସିଲା ୧୦୦ ଫୁଟ ଅତଡ଼ା

ମହାକାଳପଡ଼ା,୮ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ କଂସାର-ରଡ଼ିଆ-ବଗଗହଣ ଗୋବରୀ ନଦୀରେ ତଟବନ୍ଧ ବିଭାଗ ପକ୍ଷରୁ ନିର୍ମାଣ କାର୍ଯ୍ୟ ଚାଲିଛି। ଏଥିସହ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

‘ଆତଙ୍କବାଦ ଉପରେ ଦୋମୁହାଁ ମନୋଭାବ…,’ ମାଲେସିଆରେ ଏମିତି କହିଲେ ମୋଦି, ଶୁଣିଲେ ଉଡିବ ପାକିସ୍ତାନର ନିଦ

ନୂଆଦିଲ୍ଲୀ,୮।୨: ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ସହ ଏକ ମିଳିତ ପ୍ରେସ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଭାରତ ଏବଂ ମାଲେସିଆ ସେମାନଙ୍କର ସମ୍ପର୍କକୁ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଉପ ମୁଖ୍ୟମନ୍ତ୍ରୀସ୍‌ଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର 

କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  ସୋମବାର  ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

‘ଭାରତ-ମାଲେସିଆ ସହଭାଗୀତା ଐତିହାସିକ’, ଦ୍ୱିପାକ୍ଷିକ ଆଲୋଚନା ସମୟରେ କହିଲେ ପ୍ରଧାନମନ୍ତ୍ରୀ ମୋଦି

କୁଆଲାଲମ୍ପୁର,୮।୨: ରବିବାର ମାଲେସିଆର ପ୍ରଶାସନିକ ରାଜଧାନୀ ପୁତ୍ରଜାୟାରେ ଥିବା ପର୍ଦାନା ପୁତ୍ରଜାୟା ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆନୁଷ୍ଠାନିକ ଭାବରେ ସ୍ବାଗତ କରାଯାଇଥିଲା ଏବଂ ଗାର୍ଡ ଅଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri