Posted inଜାତୀୟ

ଜାମିନ ଖାରଜ ସମୟରେ ଅପରାଧର ଗମ୍ଭୀରତା ଉପରେ ବିଚାର କରିବା ଜରୁରୀ…

ନୂଆଦିଲ୍ଲୀ,୫।୧୦: ଜାମିନ ଆବେଦନ ଖାରଜ ସମୟରେ ଅପରାଧୀଙ୍କ ଅପରାଧର ଗମ୍ଭୀରତା ଉପରେ ବିଚାର କରିବା ଜରୁରୀ। ଏନେଇ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ପରାମର୍ଶ ଦିଆଯାଇଛି। ଏହା ଅପରାଧୀଙ୍କ ଆଚରଣ ଏବଂ ଏହା ଦ୍ୱାରା ସମାଜ ଉପରେ ପଡୁଥିବା ପ୍ରଭାବକୁ ମଧ୍ୟ ଧ୍ୟାନରେ ରଖିବା ଆବଶ୍ୟକ ବୋଲି ଶୀର୍ଷକୋର୍ଟ କହିଛନ୍ତି।

ଜାମିନ ଆବେଦନ ଖାରଜ କରିବା ସମୟରେ ଯୁକ୍ତିଯୁକ୍ତ ଏବଂ ଅପରିହାର୍ଯ୍ୟ କାରଣକୁ ବିଚାର ପରିସର ଭୁକ୍ତ କରିବା ଉପରେ କୋର୍ଟ ଗୁରୁତ୍ୱାରୋପ କରିଛନ୍ତି। ଏକ ମାମଲାର ବିଚାର କରି ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି ଏନ୍‌.ଭି. ରମନା, ବିଚାରପତି ସୂର୍ଯ୍ୟକାନ୍ତ ଏବଂ ହିମା ଖୋଲିଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏଭଳି କହିଛନ୍ତି।

ଖଣ୍ଡପୀଠ ବିପିନ କୁମାର ଧୀରଙ୍କ ଦ୍ୱାରା ଦାଖଲ ହୋଇଥିବା ଏକ ଆବେଦନର ବିଚାର କରି ଏଭଳି କହିଛନ୍ତି। ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟ ଦ୍ୱାରା ଏକ ଯୌତୁକ ହତ୍ୟା ମାମଲାରେ ମୃତ ମହିଳାଙ୍କ ଶାଶୁଙ୍କୁ ଆଗୁଆ ଜାମିନ ପ୍ରଦାନ କରାଯିବା ନେଇ ସୁପ୍ରିମ୍‌କୋର୍ଟରେ ଆବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri