Posted inଫୁରସତ

ଶାନ୍ତି, ସୌହାର୍ଦ୍ଦ୍ୟ ରକ୍ଷା ଜରୁରୀ

ଆତଙ୍କବାଦ ବିରୋଧୀ ଦିବସ ପ୍ରତିବର୍ଷ ମେ’ ୨୧ରେ ଭାରତରେ ପାଳନ କରାଯାଏ। ଆତଙ୍କବାଦ ବିଷୟରେ ଲୋକଙ୍କୁ ସଚେତନ କରାଇବା ଏବଂ ଆତଙ୍କବାଦ ବିରୋଧରେ ଏକତାର ବାର୍ତ୍ତା ପ୍ରଚାର ପ୍ରସାର କରିବା ଏହି ଦିନର ମୂଳ ଉଦ୍ଦେଶ୍ୟ। ଉକ୍ତ ଦିନ ଯୁବକମାନଙ୍କୁ ଆତଙ୍କବାଦ ଏବଂ ହିଂସା ପଥରୁ ଦୂରେଇ ରଖିବା ପାଇଁ ଏକ ବାର୍ତ୍ତା ଦିଆଯାଏ। ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ ମେ’ ୨୧, ୧୯୯୧ରେ ତାମିଲନାଡୁର ଶ୍ରୀପେରୁମ୍ବୁଦୁରରେ ଆତ୍ମଘାତୀ ଆକ୍ରମଣରେ ନିହତ ହୋଇଥିଲେ। ଏହି ଘଟଣା ପରେ ଭାରତ ସରକାରଙ୍କ ପକ୍ଷରୁ ମେ’ ୨୧କୁ ଆତଙ୍କବାଦ ବିରୋଧୀ ଦିବସ ଭାବେ ପାଳନ କରିବାକୁ ଘୋଷଣା କରିଥିଲେ। ସେବେଠାରୁ ରାଜୀବ ଗାନ୍ଧୀଙ୍କ ସ୍ମୃତିରେ ମେ’ ୨୧ରେ ଆତଙ୍କବାଦ ବିରୋଧୀ ଦିବସ ପାଳନ କରାଯାଉଛି। ଲୋକଙ୍କ ମଧ୍ୟରେ ଶାନ୍ତି, ମାନବିକତା, ଏକତା ଏବଂ ସୌହାର୍ଦ୍ଦ୍ୟ ରକ୍ଷା କରିବା ତଥା ଆତଙ୍କବାଦ ବିରୋଧୀ ସାମାଜିକ କାର୍ଯ୍ୟକଳାପ ବିଷୟରେ ସଚେତନତା ସୃଷ୍ଟି କରିବା ପାଇଁ ଏହି ପାଳନ କରାଯାଏ।
ବିରୋଧୀ ଦିବସ ଅବସରରେ ବିଭିନ୍ନ ସରକାରୀ, ବେସରକାରୀ ଏବଂ ସ୍ବେଚ୍ଛାସେବୀ ସଂଗଠନ ଦ୍ୱାରା ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥାଏ। ଏହି ଦିନ ବିଭିନ୍ନ ଫୋରମରେ ଆତଙ୍କବାଦ ବିରୋଧୀ ଶପଥ ନିଆଯାଏ। ଆତଙ୍କବାଦ ସମ୍ବନ୍ଧୀୟ ପ୍ରସଙ୍ଗରେ ସେମିନାର, ବିତର୍କ, ଚିତ୍ରାଙ୍କନ ପ୍ରତିଯୋଗିତା, ପ୍ରବନ୍ଧ ଏବଂ ବକ୍ତୃତା ପ୍ରତିଯୋଗିତା ଆୟୋଜିତ ହୁଏ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି! ଜାଣନ୍ତୁ କେତେ ପ୍ରତିଶତ ବଢ଼ିବ DA

ନୂଆଦିଲ୍ଲୀ,୨୬।୯: ଯଦି ଆପଣ କିମ୍ବା ଆପଣଙ୍କ ପରିବାରର କେହି କେନ୍ଦ୍ର ସରକାରୀ କର୍ମଚାରୀ (Central Government Employee) କିମ୍ବା ପେନସନଭୋଗୀ ଅଛନ୍ତି, ତେବେ ପାର୍ବଣ ଋତୁରେ ଆପଣଙ୍କ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

ଅଧିକାରୀଙ୍କ ପାଇଁ ଏଆଇ

ଭାରତର ପ୍ରଶାସନିକ ବ୍ୟବସ୍ଥାରେ ପରବର୍ତ୍ତୀ ବଡ଼ ପରିବର୍ତ୍ତନ ହୁଏତ ଅନ୍ୟ କୌଣସି କ୍ୟାଡର୍‌ ସଂସ୍କାର କିମ୍ବା ନୂଆ ନିୟମାବଳୀ ମାଧ୍ୟମରେ ଆସି ନ ପାରେ। ବରଂ ଏହା…

ବିଧାନସଭାରେ ଛତାମଖନା ଆଇଏସ୍‌ଏସ୍‌ ପ୍ରସଙ୍ଗ ଉଠାଇଲେ ବିଧାୟକ କଳିକେଶ

ବଲାଙ୍ଗୀର,୨୫ା୯(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ବଲାଙ୍ଗୀରର ଛତାମଖନା ଇନ୍‌-ଷ୍ଟ୍ରିମ୍‌ ଷ୍ଟୋରେଜ୍‌ ଷ୍ଟ୍ରକଚର (ଆଇଏସ୍‌ଏସ୍‌)ର କ୍ଷତି, ଜଙ୍ଗଲ ନିଆଁ, କାମ୍ପା ପାଣ୍ଠି, ଜଙ୍ଗଲ…

ଅଭିଜିତ ଦୀପକେ, ସୌରଭ ଦାସଙ୍କ ସମେତ ୩ ଜଣଙ୍କୁ ହାଇକୋର୍ଟ ଦେଲେ ଅଲ୍‌ଟିମେଟମ୍‌: ୨୪ ଘଣ୍ଟା ମଧ୍ୟରେ…

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀ ହାଇକୋର୍ଟ କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏବଂ ଦଳର ଅନ୍ୟ ତିନି ନେତା ଆଶୁତୋଷ ରାଙ୍କା, ରତ୍ନା ସିଂହ ଓ ସୌରଭ…

ଦେଶରେ ବ୍ୟାଙ୍କ ହଡ଼ତାଳ, ହେଲେ ଖୋଲା ରହିବ ଏହି ବ୍ୟାଙ୍କ

ନୂଆଦିଲ୍ଲୀ,୨୬।୯: ସେପ୍ଟେମ୍ବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସରକାରୀ କ୍ଷେତ୍ରର ବ୍ୟାଙ୍କଗୁଡ଼ିକର ଦେଶବ୍ୟାପୀ ୩ ଦିନିଆ ହଡ଼ତାଳ ଡାକ ମଧ୍ୟରେ ସାଧାରଣ ଲୋକ ଓ ଗ୍ରାମାଞ୍ଚଳର ଖାତାଧାରୀଙ୍କ…

ଅଭ୍ୟାସ ବେଳେ ହଠାତ୍‌ କାହିଁକି ରାଗିଗଲେ କୋହଲି? ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ, ୨୬।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ସେପ୍ଟେମ୍ବର ୨୭ ତାରିଖରେ ତିରୁଭାନନ୍ତପୁରମରେ ଖେଳାଯିବ। ଏହି ମ୍ୟାଚ ପାଇଁ ଟିମ ଇଣ୍ଡିଆ ଗୁରୁବାରଠାରୁ…

ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ

ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?