Posted inଜାତୀୟ

ନିର୍ବାଚନରେ ଉପହାର ପ୍ରଦାନ ବନ୍ଦ କରିବା ଅସମ୍ଭବ ବୋଲି କହିଲା ଏଏପି…

ନୂଆଦିଲ୍ଲୀ, ୧୬।୮ : ନିର୍ବାଚନରେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରଦାନ କରାଯାଉଥିବା ଉପହାର ବ୍ୟବସ୍ଥାକୁ ବନ୍ଦ କରିବା ଅସମ୍ଭବ। ଏହା ଜଙ୍ଗଲୀ ହଂସର ପିଛା କରିବା ଭଳି ବୋଲି ଆମ୍‌ ଆଦମୀ ପାର୍ଟି(ଏଏପି) ପକ୍ଷରୁ କୁହାଯାଇଛି। ଏନେଇ ଏକ ବିଶେଷଜ୍ଞ କମିଟି ଗଠନ ଲାଗି ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ପ୍ରଦାନ କରାଯାଇଥିବା ପ୍ରସ୍ତାବକୁ ଏଏପି ବିରୋଧ କରିଛି।

ନିର୍ବାଚନ ଭାଷଣକୁ ଟାର୍ଗେଟ କରିବା କଷ୍ଟକର ବ୍ୟାପାର ବୋଲି ଏଏପି କହିଛି। ଏହା ଅଭିବ୍ୟକ୍ତିର ଅଧିକାର ଉପରେ ଲଗାମ ଲଗାଇବା ଭଳି ହେବ ବୋଲି ଏଏପି କହିଛି।

ରାଜନୈତିକ ଦଳର ଉପହାର ଖର୍ଚ୍ଚ ଉପରେ ଧ୍ୟାନ ନଦେଇ ସାର୍ବଜନୀନ ରାଜସ୍ବର ଖର୍ଚ୍ଚ ଉପରେ ତୀକ୍ଷ୍‌ଣ ଦୃଷ୍ଟି ଦେବା ଜରୁରୀ। ନିର୍ବାଚନୀ ଉପହାର ଉପରେ କୋର୍ଟ ପକ୍ଷରୁ ଯଦି ହସ୍ତକ୍ଷେପ କରାଯାଉଥାଏ ତେବେ ଏହା ଠିକ୍‌ ନୁହେଁ ବୋଲି ଏଏପି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

ଗ୍ରୀଷ୍ମ ବଦଳାଇଲା ସ୍କୁଲ ଛୁଟିର କ୍ୟାଲେଣ୍ଡର! ଜୁଲାଇ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ? ଜାଣନ୍ତୁ…

ଚଣ୍ଡିଗଡ଼,୨୧।୫: ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ହେଲେ ପଞ୍ଜାବ ଏବଂ ଚଣ୍ଡିଗଡ଼ରେ ପ୍ରବଳ ଗରମ ଯୋଗୁ ସେଠାକାର ଜନତା ଆତଙ୍କିତ ହୋଇପଡ଼ିଛନ୍ତି। ପଞ୍ଜାବର…

ଭିଜିଲାନ୍ସ ଜାଲରେ ଟିଟିଲାଗଡ଼ ARCS ଅଫିସ୍‌ର ସିନିୟର୍ ଆସିଷ୍ଟାଣ୍ଟ, ବକେୟା ଦରମା କରାଇ ଦେବାକୁ ନେଉଥିଲେ ଲାଞ୍ଚ

ବଲାଙ୍ଗୀର,୨୧।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ଟିଟିଲାଗଡ଼ ARCS ଅଫିସରେ ଭିଜଲାନ୍ସ ଚଢ଼ାଉ । ARCS ଅଫିସର ସିନିୟର୍ ଆସିଷ୍ଟାଣ୍ଟ ଅନିଲ୍ ପଣ୍ଡାଙ୍କୁ ଧରିଲା ବଲାଙ୍ଗୀର,ସୋନପୁର ଭିଜିଲାନ୍ସ…

ଇବୋଲା ବିପଦକୁ ଦେଖି ସ୍ଥଗିତ ରହିଲା ଭାରତ-ଆଫ୍ରିକା ସମ୍ମିଳନୀ, ଦିଲ୍ଲୀରେ ଥିଲା କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୧।୫: ଆଫ୍ରିକାର କିଛି ଅଂଶରେ ଇବୋଲା ଭାଇରସର ବୃଦ୍ଧି ପାଉଥିବା ପ୍ରକୋପକୁ ଦୃଷ୍ଟିରେ ରଖି, ଭାରତ ଏବଂ ଆଫ୍ରିକୀୟ ସଂଘ ମଧ୍ୟରେ ସ୍ଥିର ହୋଇଥିବା ଶିଖର ସମ୍ମିଳନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri