Posted inଜାତୀୟ

ନିର୍ବାଚନରେ ଉପହାର ପ୍ରଦାନ ବନ୍ଦ କରିବା ଅସମ୍ଭବ ବୋଲି କହିଲା ଏଏପି…

ନୂଆଦିଲ୍ଲୀ, ୧୬।୮ : ନିର୍ବାଚନରେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରଦାନ କରାଯାଉଥିବା ଉପହାର ବ୍ୟବସ୍ଥାକୁ ବନ୍ଦ କରିବା ଅସମ୍ଭବ। ଏହା ଜଙ୍ଗଲୀ ହଂସର ପିଛା କରିବା ଭଳି ବୋଲି ଆମ୍‌ ଆଦମୀ ପାର୍ଟି(ଏଏପି) ପକ୍ଷରୁ କୁହାଯାଇଛି। ଏନେଇ ଏକ ବିଶେଷଜ୍ଞ କମିଟି ଗଠନ ଲାଗି ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ପ୍ରଦାନ କରାଯାଇଥିବା ପ୍ରସ୍ତାବକୁ ଏଏପି ବିରୋଧ କରିଛି।

ନିର୍ବାଚନ ଭାଷଣକୁ ଟାର୍ଗେଟ କରିବା କଷ୍ଟକର ବ୍ୟାପାର ବୋଲି ଏଏପି କହିଛି। ଏହା ଅଭିବ୍ୟକ୍ତିର ଅଧିକାର ଉପରେ ଲଗାମ ଲଗାଇବା ଭଳି ହେବ ବୋଲି ଏଏପି କହିଛି।

ରାଜନୈତିକ ଦଳର ଉପହାର ଖର୍ଚ୍ଚ ଉପରେ ଧ୍ୟାନ ନଦେଇ ସାର୍ବଜନୀନ ରାଜସ୍ବର ଖର୍ଚ୍ଚ ଉପରେ ତୀକ୍ଷ୍‌ଣ ଦୃଷ୍ଟି ଦେବା ଜରୁରୀ। ନିର୍ବାଚନୀ ଉପହାର ଉପରେ କୋର୍ଟ ପକ୍ଷରୁ ଯଦି ହସ୍ତକ୍ଷେପ କରାଯାଉଥାଏ ତେବେ ଏହା ଠିକ୍‌ ନୁହେଁ ବୋଲି ଏଏପି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଦାଖରେ ଶକ୍ତି ବଢ଼ାଇଲା ଭାରତ

ନୂଆଦିଲ୍ଲୀ, ୧୭ା୮: ଚାଇନା ପଟୁ ବଢ଼ୁଥିବା ଚ୍ୟାଲେଞ୍ଜକୁ ସାମ୍‌ନା କରିବା ପାଇଁ ଭାରତୀୟ ସେନା ଲଦାଖ ନିକଟରେ ସାମରିକ କ୍ଷମତା ବଢ଼ାଇଛି। ବାସ୍ତବ ନିୟନ୍ତ୍ରଣ ରେଖା...

‘ଲୋକଙ୍କ ମନରେ ସନ୍ଦେହ ସୃଷ୍ଟି ହୋଇଛି’

ନୂଆଦିଲ୍ଲୀ,୯।୧୨: ”ହେଲିକପ୍ଟର ଦୁର୍ଘଟଣାରେ ଦେଶର ପ୍ରଥମ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌ ଜେନେରାଲ ବିପିନ ରାଓ୍ବତଙ୍କ ମୃତ୍ୟୁ ନେଇ ଲୋକଙ୍କ ମନରେ ଅନେକ ସନ୍ଦେହ ସୃଷ୍ଟି...

ଅନ୍ତିମ ଯାତ୍ରାରେ ଦେଶର ପ୍ରଥମ ସିଡିଏସ୍‌

ନୂଆଦିଲ୍ଲୀ,୧୦ ।୧୨: ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ(ସିଡିଏସ୍‌) ଜେନେରାଲ ବିପିନ ରାୱତଙ୍କ ମର ଶରୀରକୁ ଅନ୍ତିମ ଯାତ୍ରାରେ ନିଆଯାଇଛି । ସନ୍ଧ୍ୟା ୫ଟାରେ...

ନବନିର୍ବାଚିତ ରାଷ୍ଟ୍ରପତିଙ୍କୁ ଅଭିନନ୍ଦନ ଜଣାଇଲେ କୋବିନ୍ଦ-ଶାହା

ନୂଆଦିଲ୍ଲୀ,୨୧।୭: ଓଡ଼ିଶାର ମୟୁରଭଞ୍ଜ ଜିଲା ରାଇରଙ୍ଗପୁର ଝିଅ ଦ୍ରୌପଦୀ ମୁର୍ମୁ ଗୁରୁବାର ଭାରତର ନୂଆ ରାଷ୍ଟ୍ରପତି ହୋଇଛନ୍ତି। ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ)ର...

କରୋନା ପ୍ରଭାବ: ୫୦ କର୍ମଚାରୀଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖିବ ରିଜର୍ଭ ବ୍ୟାଙ୍କ

ନୂଆଦିଲ୍ଲୀ,୨୭।୩: ଦେଶରେ କରୋନା ଭାଇରସ୍‌ର ପ୍ରକୋପ ଜାରି ରହିଛି। ଦିନକୁ ଦିନ କରୋନାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଭାରତରେ କରୋନା ଭାଇରସ୍‌ରେ ଏପର୍ଯ୍ୟନ୍ତ...

ହସ୍ପିଟାଲରେ କୋଭିଡ୍‌ ଆକ୍ରାନ୍ତଙ୍କୁ ବଳାତ୍କାର

ଭାପାଳ,୧୪।୫ : ଭୋପାଳର ଏକ ସରକାରୀ ହସ୍ପିଟାଲରେ ଜଣେ କରୋନା ଆକ୍ରାନ୍ତ ମହିଳାଙ୍କୁ ବଳାତ୍କାର କରିବା ଅଭିଯୋଗରେ ଜଣେ ଓ୍ବାର୍ଡ ବୟଙ୍କୁ ଗିରଫ କରାଯାଇଥିଲା ଗତ...

ଅଲିମ୍ପିକ୍‌ ଟିମ୍‌ ଅଗଷ୍ଟ ୧୫ରେ ଯିବେ ଲାଲ୍‌ କିଲ୍ଲା, ନିମନ୍ତ୍ରଣ କରିବେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୩।୮: ଟୋକିଓ ଅଲିମ୍ପିକ୍‌ରେ ଯୋଗଦେବାକୁ ଯାଇଥିବା ଭାରତୀୟ ଟିମ୍‌ ଅଗଷ୍ଟ ୧୫ରେ ସ୍ବାଧୀନତା ଦିବସ ଅବସରରେ ସ୍ବତନ୍ତ୍ର ଅତିଥି ଭାବେ ଲାଲ୍‌ କିଲ୍ଲାରେ ଯିବେ। ଏନେଇ...

ସହମତି ବୟସ: କେନ୍ଦ୍ରକୁ ତଥ୍ୟ ମାଗିଲେ ଆଇନ କମିଶନ

ନୂଆଦିଲ୍ଲୀ, ୧୭।୬: ସହମତି ବୟସ ପ୍ରସଙ୍ଗର ଅନୁଧ୍ୟାନ କରୁଥିବା ୨୨ତମ ଆଇନ କମିଶନ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟର ଅଧିକାରୀମାନଙ୍କ ସହ ବୈଠକ କରିଛନ୍ତି। ଏନେଇ...

Advertisement
Archives

Model This Week