Advertisement

ମେଡ଼ିକାଲ ପରିସରରେ ପଡ଼ିଛି ନବଜାତ ଶିଶୁ ମୁଣ୍ଡ

ଚାନ୍ଦବାଲି,୧୨।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ଗୋଷ୍ଠୀ ସାସ୍ଥକେନ୍ଦ୍ର ପରିସରରେ ଏକ ନବଜାତ ଶିଶୁର ମୁଣ୍ଡ ପଡ଼ିଥିବା ଶୁକ୍ରବାର ଦେଖିବାକୁ ମିଳିଛି। ତେବେ ମେଡ଼ିକାଲ ପରିସରରେ ଶିଶୁର ମୁଣ୍ଡ କେଉଁଠୁ ଆସିଲା ଏବଂ ଏହି ଶିଶୁଟି କାହାର ବର୍ତ୍ତମାନ ସୁଦ୍ଧା ଜଣାପଡିନାହିଁ। ଏ ନେଇ କେହି ମଧ୍ୟ ଅଭିଯୋଗ କରି ନାହାନ୍ତି। ତେବେ ଏହାକୁ ନେଇ ମେଡିକାଲ କର୍ତ୍ତୃପକ୍ଷଙ୍କ ଉପରେ ପ୍ରଶ୍ନବାଚି ସୃଷ୍ଟି ହେଉଛି। ଏହି ଘଟଣା ସାମ୍ନାକୁ ଆସିବା ପରେ ସ୍ବାସ୍ଥ୍ୟ କେନ୍ଦ୍ରରେ ବେଆଇନ କାର୍ଯ୍ୟ ଚାଲିଛି ନା ଏ ଥିରେ ଆଉ କ’ଣ ରହସ୍ୟ ରହିଛି ତାହାକୁ ନେଇ ଚର୍ଚ୍ଚା ଜୋରଧରିଛି। ଅନ୍ୟପକ୍ଷେ ଘଟଣାକୁ ନେଇ ମେଡିକାଲ କର୍ତ୍ତୃପକ୍ଷଙ୍କ କୌଣସି ପ୍ରତିକ୍ରିୟା ମିଳିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ବୁଦ୍ଧଖୋଲ ମହୋତ୍ସବ ଉଦ୍‌ଘାଟିତ: ନାଚଗୀତରେ ଝୁମିଲେ ଦର୍ଶକ

ବୁଗୁଡ଼ା,୧୨ା୧(ଡି.ଏନ.ଏ.)-ବୁଗୁଡ଼ା ବୁଦ୍ଧଖୋଲ ମହୋତ୍ସବ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି। ବୁଦ୍ଧଖୋଲ ଉନ୍ନୟନ ସମିତି ସଭାପତି ତଥା ବିଧାୟକ ଶ୍ରୀକାନ୍ତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମହୋତ୍ସବକୁ ବିଜ୍ଞାନ ଓ...

୧୧ କେଭି ବିଦ୍ୟୁତ ତାର ପଡ଼ି ଜଳିଗଲା ବାଇକ୍‌

ଚାନ୍ଦବାଲି,୧୦।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମରା ନିକଟସ୍ଥ କଇଥଖୋଲା ବଜାରରେ ସୋମବାର ସକାଳେ ଏକ ଅଘଟଣ ଘଟିଛି। ସକାଳେ ୨ ଜଣ ବାଇକ୍‌ରେ ଯାଉଥିବା ସମୟରେ ୧୧...

୨ କୋଟି ଟଙ୍କାର ଜିଏସ୍‌ଟି ଠକେଇ: ମାଲିକଙ୍କ ସମେତ ୩ ଜଣଙ୍କୁ ଜେରା

କୁଆଁରମୁଣ୍ଡା, ୩।୪(ଡି.ଏନ୍‌.ଏ.): କେନ୍ଦ୍ରୀୟ ପଣ୍ୟ ଓ ସେବାକର ବିଭାଗ(ସିଜିଏସ୍‌ଟି) ପକ୍ଷରୁ ୨ ଦିନ ହେଲା କୁଆଁରମୁଣ୍ଡା- ହାତୀବାରୀ ରୋଡରେ ଥିବା ଟପ୍‌ଟେକ୍‌ ନାମକ ଇନ୍‌ଗଟ୍‌ କାରଖାନା...

୨୪ ଘଣ୍ଟା ଭିତରେ ଧରା ପଡ଼ିଲେ ୫ ଡକାୟତ

ନୂଆପଡା ଅଫିସ,୧୬ା୪- କରୋନା ମୁକାବିଲା କାମରେ ପୋଲିସ ନିଦ ହଜି ଯାଇଛି। ହେଲେ ଅସାମାଜିକ ବ୍ୟକ୍ତି ଏହାର ସୁଯୋଗରେ ଅପରାଧିକ କାର୍ଯ୍ୟକଳାପ ଚଳାଇଛନ୍ତି। ନୂଆପଡ଼ା ଜିଲା...

୨୦୫ ରେଳ ପ୍ରକଳ୍ପର ଖର୍ଚ୍ଚ ବଢୁଛି

ନୂଆଦିଲ୍ଲୀ,୨୨-୪: ବିଭିନ୍ନ କାରଣ ଯୋଗୁ ଦେଶର ରେଳ ପ୍ରକଳ୍ପଗୁଡିକ ଆଗେଇ ପାରୁ ନାହିଁ । ଏଥି ଲାଗି ରେଲଓ୍ବେର ମୋଟ ୩୪୪ ପ୍ରକଳ୍ପ ମଧ୍ୟରୁ ଏକ...

ଛତିଶଗଡ଼ ବ୍ୟବସାୟୀଙ୍କ ସୁନାଗହଣା ଲୁଟ୍‌ ମାମଲା: ୬ ଅଭିଯୁକ୍ତ ଗିରଫ

ବରଗଡ଼ ଅଫିସ,୧୨ା୧୧: ବରଗଡ଼ ଜିଲା ସୋହେଲା ଥାନା ଅଞ୍ଚଳରେ ଛତିଶଗଡ଼ ବ୍ୟବସାୟୀଙ୍କ ସୁନା ଗହଣା ଓ ନଗଦ ଟଙ୍କା ଲୁଟ୍‌ ମାମଲାର ପର୍ଦ୍ଦାଫାଶ ହୋଇଛି। ସୋହେଲା...

ଟ୍ରେନ୍‌ଲାଇନରେ କଟି ମହିଳା କର୍ମଚାରୀ ମୃତ

ଯାଜପୁର ଅଫିସ, ୨୫।୫: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ନିଳାଚଳ ଇସ୍ପାତ ନିଗମ ପରିସରରେ ରେଳଲାଇନରେ କଟି ଶନିବାର ପୂର୍ବାହ୍ନ ୯ଟାରେ ଏସ୍‌ଏମ୍‌ଏସ୍‌ ବିଭାଗରେ କାର୍ଯ୍ୟରତ...

ନୟାଗଡ଼ ସହରରେ ବିଶୋଧନ

ନୟାଗଡ ଅଫିସ,୪|୪:କରୋନା ସଂକ୍ରମଣକୁ ପ୍ରତିରୋଧ କରିବା ପାଇଁ ନୟାଗଡ ସହରରେ ଅଗ୍ନିଶମ ବିଭାଗ ପକ୍ଷରୁ ଶନିବାର ବିଶୋଧନ କରାଯାଇଛି। ସହରର ଟ୍ରାଫିକ ଛକଠାରୁ ଜିଲା ମୁଖ୍ୟ...

Advertisement
Archives

Model This Week