କାର୍‌ରେ ଏକା ଥିଲେ ବି ମାସ୍କ୍‌ ପିନ୍ଧିବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୭।୪: ଦେଶରେ କରୋନାର ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ରାଜଧାନୀ ଦିଲ୍ଲୀର ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପ୍ରଶାସନ ପକ୍ଷରୁ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କଡ଼ାକଡ଼ି କରାଯାଇଛି। କାର୍‌ରେ ଏକା ଥିଲେ ମଧ୍ୟ ମାସ୍କ୍‌ ପିନ୍ଧିବା ବାଧ୍ୟତାମୂଳକ ବୋଲି ଦିଲ୍ଲୀ ହାଇକୋର୍ଟ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ଏକ ମାମଲାର ବିଚାର କରି କୋର୍ଟ ଏଭଳି କହିଛନ୍ତି। କରୋନା ସଂକ୍ରମଣ ରୋକିବା ପାଇଁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏପ୍ରିଲ୍‌ ୩୦ ପର୍ଯ୍ୟନ୍ତ ନାଇଟ୍‌ କର୍ଫ୍ୟୁ ଘୋଷଣା କରି ସାରିଛନ୍ତି। ୭ ଘଣ୍ଟିଆ କର୍ଫ୍ୟୁ ରାତ୍ରେ ୧୦ରୁ ଭୋର୍‌ ୫ଟା ପର୍ଯ୍ୟନ୍ତ ଲାଗୁ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଅବିକଳ ଚେହେରା, ଚାଟ୍‌ ବିକି ପ୍ରସିଦ୍ଧ ହେଲେ ଏହି ବ୍ୟକ୍ତି

ଭୋପାଳ,୨୦ା୧୦: ମଧ୍ୟପ୍ରଦେଶର ଗ୍ବାଲିଅରରେ ଗୁପ୍ତା ଜୀ ଚାଟ୍‌ ବିକାଳି ବେଶ୍‌ ପ୍ରସିଦ୍ଧ। ତାଙ୍କ ଚେହେରା ଅବିକଳ ଆମ୍‌ ଆଦମୀ ପାର୍ଟିର ମୁଖ୍ୟ ତଥା ଦିଲ୍ଲୀର ମୁଖ୍ୟମନ୍ତ୍ରୀ...

ମୋ ସ୍ବାମୀଙ୍କ ଭଳି ଅନ୍ୟ କେହି ଭାରତରେ ଜନ୍ମ ନ ହୁଅନ୍ତୁ, କହିଲେ ଏହି ଗ୍ୟାଙ୍ଗଷ୍ଟାରଙ୍କ ସ୍ତ୍ରୀ

ଲକ୍ଷ୍ନୌ,୨୪।୭: ଉତ୍ତର ପ୍ରଦେଶର କୁଖ୍ୟାତ ଗ୍ୟାଙ୍ଗଷ୍ଟର ବିକାଶ ଦୁବେ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ସ୍ବାମୀଙ୍କ ମୃତ୍ୟୁ ପରେ ସ୍ତ୍ରୀ ରିଚା ଦୁବେ ମୁହଁ ଖୋଲିଛନ୍ତି। ସେ...

ଲକ୍‌ଡାଉନ ୪.୦: କର୍ନାଟକରେ ଖୋଲା ରହିବ ସବୁ ଦୋକାନ

ବେଙ୍ଗାଲୁରୁ,୧୮।୫: କରୋନା ଭାଇରସ ସଂକ୍ରମଣକୁ ନେଇ ଦେଶରେ ସୋମବାରଠାରୁ ଲାଗୁ ହୋଇଛି ଲକ୍‌ଡାଉନ ୪.୦। ଏହି ସମୟରେ ନିୟମରେ କିଛିଟା କୋହଳ କରାଯାଇଥିବା ବେଳେ ଏଥିରେ...

ବାଙ୍ଗାଲୋରର କ୍ରମାଗତ ତୃତୀୟ ବିଜୟ

ବେଙ୍ଗାଲୁରୁ,୨୫।୪ (ପି.ଟି.)- ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଶେଷରେ ଲୟକୁ ଫେରିଛି। ଆରମ୍ଭରୁ କ୍ରମାଗତ ଭାବେ...

ପଶ୍ଚିମବଙ୍ଗ ରାଜନୀତି ସରଗରମ: ମୋଦିଙ୍କୁ ଚିଠି ଲେଖିଲେ ଟିଏମ୍‌ସି ଏମ୍‌ପି

କୋଲକାତା,୨ ।୭: ପଶ୍ଚିମବଙ୍ଗ ବିଧାନସଭାର ବିରୋଧିଦଳ ନେତା ଶୁଭେନ୍ଦୁ ଅଧିକାରୀ ସଲିସିଟର ଜେନରାଲ ତୁଷାର ମେହେଟ୍ଟାଙ୍କୁ ସାକ୍ଷାତ୍ କରିବା ପରେ ଏବେ ସେଠାରେ ରାଜନୀତି ହୋଇଛି...

ଭୟ ନ କରିବାକୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ

ନୂଆଦିଲ୍ଲୀ,୧୩।୩(ପି.ଟି.):କରୋନାକୁ ନେଇ ଭୟ ନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ପରାମର୍ଶ ଦେଇଛନ୍ତି। ଅତି ଜରୁରୀ ନ ଥିଲେ ଭ୍ରମଣରେ ନ ଯିବା ଓ...

କରୋନା ସଂକ୍ରମଣ ବୃଦ୍ଧି ପରେ ତତ୍ପର ହେଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୨।୩(ବ୍ୟୁରୋ): ରାଜ୍ୟରେ ପୁଣି କରୋନା ସଂକ୍ରମଣ ବୃଦ୍ଧି ପାଇଛି। ଏନେଇ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିଛି। ଏଥିରେ ଏସ୍‌ଆର୍‌ସି,...

ଫାଇନାଲ ପୂର୍ବରୁ ସେମି ଫାଇନାଲ ପ୍ରସ୍ତୁତି,ମିଶନ ୟୁପିକୁ ଭାଜପାର ଗୁରୁତ୍ୱାରୋପ…

ନୂଆଦିଲ୍ଲୀ,୮।୯: ଦେଶରେ ସାଧାରଣ ନିର୍ବାଚନ ୨୦୨୪ରେ ଅନୁଷ୍ଠିତ ହେବ। ଏହାର ୨ ବର୍ଷ ପୂର୍ବରୁ ଉତ୍ତରପ୍ରଦେଶ (ୟୁପି)ରେ ୨୦୨୨ରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ତେଣୁ...

Advertisement
Archives

Model This Week