କେବଳ ଏହି କାରଣ ପାଇଁ ସ୍ବାମୀଙ୍କ ଅକାଳ ମୃତ୍ୟୁର କାରଣ ହୋଇଥାନ୍ତି ସ୍ତ୍ରୀ

ଆଚାର୍ଯ୍ୟ ଚାଣକ୍ୟ ଜୀବନର ମୂଲ୍ୟବୋଧକୁ ବର୍ଣ୍ଣନା କରିବା ସହିତ ଜୀବନ ସହ ଜଡିତ ସମସ୍ତ ଦିଗକୁ ବ୍ୟାଖ୍ୟା କରିଛନ୍ତି। ସେ ବିଚଳିତ ବ୍ୟକ୍ତିଙ୍କୁ ବିଷାକ୍ତ ପ୍ରାଣୀ ସହିତ ତୁଳନା କରିଥିବାବେଳେ ସେ ମହିଳାମାନଙ୍କ ପାଇଁ ସ୍ବାମୀ-ଆଦେଶ ଏବଂ ସ୍ବାମୀ ଧର୍ମକୁ ଅଳଙ୍କାର ବୋଲି ବର୍ଣ୍ଣନା କରିଛନ୍ତି। ତାହାକୁ ସେ ବିଭିନ୍ନ ଶ୍ଳୋକରେ ବ୍ୟାଖ୍ୟା କରିଛନ୍ତି।

ଏହି ଶ୍ଳୋକରେ ଚାଣକ୍ୟ ସ୍ବାମୀଙ୍କ ନିର୍ଦ୍ଦେଶ ଏବଂ ସ୍ବାମୀ ଧର୍ମକୁ ମହିଳାଙ୍କ ଅଳଙ୍କାର ବୋଲି କହିଛନ୍ତି। ସେ କହିଛନ୍ତି ଯେ, ଜଣେ ମହିଳା ଯିଏ ନିଜ ସ୍ବାମୀଙ୍କ ଛୋଟ ଛୋଟ ଆଦେଶକୁ ମଧ୍ୟ ମାନନ୍ତି, ତାଙ୍କର ଭାଗ୍ୟ ବଦଳିଯିବ।
ଅପରପକ୍ଷେ, ଯଦି ସେ ସ୍ବାମୀଙ୍କ ବିନା ଅନୁମତିରେ ଉପବାସ,ବ୍ରତ କରନ୍ତି, ତେବେ ସ୍ବାମୀଙ୍କ ଅକାଳ ମୃତ୍ୟୁର କାରଣ ହୋଇଥାନ୍ତି।

ସମସ୍ତ ଶୁଭ କାର୍ଯ୍ୟ ଅପେକ୍ଷା ସ୍ବାମୀ ସେବା ଅଧିକ ଗୁରୁତ୍ୱପୂର୍ଣ୍ଣ। ଜଣେ ମହିଳା ଯିଏ ସ୍ବାମୀ-ଧର୍ମ ଅନୁସରଣ କରି ସ୍ବାମୀ-ସେବାରେ ଲାଗିଥାନ୍ତି, ତାଙ୍କୁ ପବିତ୍ର ନଦୀରେ ଦାନ, ଉପବାସ, ତୀର୍ଥଯାତ୍ରା କୌଣସି ଆବଶ୍ୟକତା ନାହିଁ। ବାସ୍ତବରେ, ସେ ସ୍ବାମୀ-ସେବାର ନିଜକୁ ଉତ୍ସର୍ଗ କରି ସମ୍ପୂର୍ଣ୍ଣ ଶୁଦ୍ଧ ଅଟନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ର ଅଭିଯାନର ବର୍ଷ

ମହାକାଶ ଅଭିଯାନ କ୍ଷେତ୍ରରେ ୨୦୨୧ ମସିହାରେ ମଙ୍ଗଳ ଗ୍ରହର ପ୍ରାଧାନ୍ୟ ରହିଥିଲା। ସେହିବର୍ଷ ଫେବୃୟାରୀରେ ସଂଯୁକ୍ତ ଆରବ ରାଷ୍ଟ୍ରର ହୋପ୍‌ ଯାନ ମଙ୍ଗଳ କକ୍ଷରେ ଏବଂ...

ଏମାନଙ୍କୁ ହୃଦ୍‌ଘାତ ଆଶଙ୍କା ଅଧିକ

ନିକଟରେ ହୋଇଥିବା ଏକ ଅନୁସନ୍ଧାନରୁ ଜଣାପଡ଼ିଛି ଯେ, ଭିଟାମିନ ‘ଡି’ ହାର୍ଟ ପାଇଁ ଖୁବ୍‌ ଜରୁରୀ। ଏହା ହାଡ଼କୁ ମଜଭୂତ କରିବା ସହ ହାର୍ଟକୁ ମଧ୍ୟ...

ଶୀତଦିନେ ମଧୁମେହ ରୋଗୀଙ୍କ ପାଇଁ ଉପକାରୀ ଏହି ୫ ଜିନିଷ

ସାରା ବିଶ୍ୱରେ ମଧୁମେହ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ନିୟନ୍ତ୍ରଣ କରିବା ପାଇଁ ରୋଗୀକୁ ଅନେକ କିଛି କରିବାକୁ ପଡ଼ିଥାଏ। କେତେବେଳେ...

ଖୁସି ଖବର: ରେମ୍‌ଡିସିଭିର୍‌ ଔଷଧ କରୋନା ଭୂତାଣୁକୁ ରୋକିବାରେ ସଫଳ

ଓ୍ବାଶିଂଟନ,୩୦।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଆମେରିକାରେ ଇବୋଲା ସଂକ୍ରମଣ ରୋକିବା ପାଇଁ ବ୍ୟବହାର କରାଯାଇଥିବା ରେମ୍‌ଡିସିଭିର୍‌ ଔଷଧର ପ୍ରୟୋଗ...

ବ୍ରେନ୍‌ ଷ୍ଟ୍ରୋକ୍‌

ଜଣେ ବ୍ୟକ୍ତି ସମ୍ମୁଖୀନ ହେଉଥିବା ଗୁରୁତର ସ୍ବାସ୍ଥ୍ୟଜନିତ ସମସ୍ୟାଗୁଡିକ ମଧ୍ୟରୁ ବ୍ରେନ୍‌ ଷ୍ଟ୍ରୋକ୍‌ ଅନ୍ୟତମ। ତେବେ ଏହାର କାରଣ ସମ୍ପର୍କରେ ଆମେ ଅବଗତ ହେବା ନିହାତି...

ସମସ୍ୟା ବଢ଼ାଏ ସାଚ୍ୟୁରେଟେଡ୍‌ ଫ୍ୟାଟ୍‌

ବ୍ୟସ୍ତବହୁଳ ଜୀବନ ଏବଂ ଅନିୟମିତ ଖାଦ୍ୟଶୈଳୀ ଯୋଗୁ କେତେକଙ୍କଠାରେ ହାର୍ଟ(ହୃତ୍‌ପିଣ୍ଡ) ସମସ୍ୟା ଦେଖାଦେଉଛି। ପୁଣି କୋଲେଷ୍ଟ୍ରରଲ ବୃଦ୍ଧି ଏହି ସମସ୍ୟାକୁ ବଢାଇ ଦେଉଛି। ଶରୀରରେ କୋଲେଷ୍ଟରଲ...

ଘରୋଇ ଉପଚାରରେ ଦୂର କରନ୍ତୁ ଥଣ୍ଡା ସମସ୍ୟା

ଋତୁ ପରିବର୍ତ୍ତନ ଦ୍ୱାରା ମନୁଷ୍ୟ ଶରୀରରେ ଏହାର ଅନେକ ପ୍ରଭାବ ପଡ଼ିଥାଏ। ଏହି ଦିନଗୁଡ଼ିକରେ ଫ୍ଲ୍ୟୁ, ଭାଇରାଲ ଫିବର ଭଳି ଅନେକ ସମସ୍ୟା ଦେଖାଯାଇଥାଏ। ତେବେ...

ଆଖୁ ରସ କେତେ ଉପକାରୀ

ଖରାଦିନେ ସୂର୍ଯ୍ୟଙ୍କ ପ୍ରଖର ଉତ୍ତାପରୁ ତଣ୍ଟି ଶୁଖିଗଲେ, ସେଥିରୁ ରକ୍ଷା ପାଇବା ପାଇଁ ଅନେକେ ବଜାରରେ ମିଳୁଥିବା କୋଲ୍ଡ ଡ୍ରିଙ୍କ୍ସ ପିଇଥାନ୍ତି। କିନ୍ତୁ ଏହା ପାଟିକୁ...

Advertisement
Archives

Model This Week