Posted inଜାତୀୟ

ଶ୍ରୀଲଙ୍କା ଭଳି ଭାରତରେ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପଶିଯିବେ ଲୋକ:ଓୱାଇସି

ନୂଆଦିଲ୍ଲୀ,୧।୮: ଏଆଇଏମ୍‌ଆଇଏମ୍‌ ସଭାପତି ଅସଦୁଦ୍ଦିନ ଓୱାଇସି ପୁଣି ଥରେ କେନ୍ଦ୍ରକୁ ଟାର୍ଗେଟ କରିଛନ୍ତି। ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ସେ କହିଛନ୍ତି, ଶ୍ରୀଲଙ୍କାରେ ରାଷ୍ଟ୍ରପତିଙ୍କ ବାସଭବନରେ ଲୋକମାନେ ଯେପରି ପ୍ରବେଶ କରିଥିଲେ, ସେହିଭଳି ଭାରତର ଲୋକମାନେ ଦିନେ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ପ୍ରବେଶ କରିବେ। ଶ୍ରୀଲଙ୍କା ସରକାର ବେକାରୀ, ମୁଦ୍ରାସ୍ଫୀତି ସମସ୍ୟାର ସମାଧାନ କରି ନ ଥିବାରୁ ଏଭଳି ପରିସ୍ଥିତି ଘଟିଛି। ଭାରତରେ ମଧ୍ୟ ଲୋକମାନେ ବର୍ତ୍ତମାନ ବେକାରୀ, ମୁଦ୍ରାସ୍ଫୀତିକୁ ରାସ୍ତାକୁ ଓହ୍ଲାଇଲେଣି। ଅଗ୍ନିପଥ ଯୋଜନା ବିରୋଧଠାରୁ ଆରମ୍ଭ କରି କୃଷକ ଆନ୍ଦୋଳନ ପର୍ଯ୍ୟନ୍ତ ନେତାଙ୍କ ଉପରେ ଲୋକଙ୍କ ବିଶ୍ୱାସ ହ୍ରାସ ପାଉଛି।
ଓୱାଇସି ଆହୁରି ମଧ୍ୟ ଅଭିଯୋଗ କରିଛନ୍ତି ଯେ, ଗତ କିଛି ବର୍ଷ ଧରି ସଂସଦ କାର୍ଯ୍ୟକାଳକୁ ହ୍ରାସ କରିବାକୁ ଚେଷ୍ଟା କରାଯାଉଛି, ଯାହାଦ୍ୱାରା ବିତର୍କର ପରିସର ହ୍ରାସ ପାଇବ। ସଂସଦର ମୌସୁମୀ ଅଧିବେଶନରେ ୧୪ଟି ବିଲ ଆଗତ କରାଯାଇଥିଲା ଏବଂ କିଛି ମିନିଟ ମଧ୍ୟରେ ଏହା ମଧ୍ୟ ପାରିତ ହୋଇଥିଲା। ଗୋଟିଏ ବର୍ଷରେ ସଂସଦ ମାତ୍ର ୬୦-୬୫ ଦିନ କାର୍ଯ୍ୟ କରୁଛି, ତେଣୁ ଆମେ କିପରି ଲୋକଙ୍କ ସମସ୍ୟା ଉଠାଇବୁ ବୋଲି ସେ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri