କରୋନା ସଂକ୍ରମଣକୁ ରୋକିବା ସମ୍ଭବ: ମୁମ୍ବାଇର ଧରାବି ମଡ଼େଲକୁ ପ୍ରଶଂସା

ଜେନେଭା, ୧୧।୭: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ କୁହାଯାଇଛି ଯେ, କରୋନା ସଂକ୍ରମଣକୁ ରୋକିବା ସମ୍ଭବ। ଏଥିପାଇଁ ମୁମ୍ବାଇର ଧରାବି ଅଞ୍ଚଳରେ ଗ୍ରହଣ କରାଯାଇଥିବା ମଡ଼େଲକୁ ଡବ୍ଲ୍ୟୁଏଚ୍‌ଓ ପ୍ରଶଂସା କରିଛି। ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ ଟେଡ୍ରୋସ୍‌ ଏଡନୋମ୍‌ ଗ୍ରେବେୟେସସ୍‌ ଏଡ଼େି ସୂଚନା ଦେଇଛନ୍ତି। ଧରାବିର ଜନସଂଖ୍ୟା ସାନ୍ଦ୍ରତା ଅଧିକ। ମାତ୍ର ଆବଶ୍ୟକ ପଦକ୍ଷେପ ଗ୍ରହଣ ଦ୍ୱାରା ଏଠାରେ କରୋନା ସଂକ୍ରମଣକୁ ନିୟନ୍ତ୍ରିତ କରାଯାଇପାରିଛି। ସେହିପରି ଇଟାଲୀ, ସ୍ପେନ୍‌, ଦକ୍ଷିଣ କୋରିଆ ଆଦି ଦେଶରେ ଗ୍ରହଣ କରାଯାଇଥିବା ପଦକ୍ଷେପ ବେଶ୍‌ ଦୃଷ୍ଟାନ୍ତ ମୂଳକ ବୋଲି ସେ କହିଛନ୍ତି। ଯେଉଁ ସବୁ ସ୍ଥାନରେ ଲକ୍‌ଡାଉନ୍‌ କଟକଣା ହଟୁଛି ସେଠାରେ କରୋନା ସଂକ୍ରମଣ ବଢୁଥିବା ସେ ସୂଚନା ଦେଇଛନ୍ତିି। ଅଧିକ ଜନସଂଖ୍ୟା ସାନ୍ଦ୍ରତା ଥିବା ଅଞ୍ଚଳରେ ସଂକ୍ରମଣ ରୋକା ଗଲେ କରୋନା ନିୟନ୍ତ୍ରଣ ସମ୍ଭବ ହେବ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀର କୋଟି, ୨୬ ଲକ୍ଷରୁ ଅଧିକ ଆକ୍ରାନ୍ତ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୫୯ ହଜାର ଟପିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ କେମିତି ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…

ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…

ଏସବୁ ରାଜ୍ୟରେ ବଢିଲା DA! ଅକ୍ଟୋବରରେ ବଢିକି ଆସିବ ଦରମା! ପେନସନଭୋଗୀଙ୍କୁ ବି ଦଶହରା ଭେଟି ଦେଲେ ସରକାର

ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ଘରେ କୌଣସି ବୟସ୍କ ପେନସନଭୋଗୀ ଅଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ଏକ ବଡ଼ ହସ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

ତେଜିଲା ବିବାଦ! ୨ ନିର୍ବାଚନ କମିଶନରଙ୍କୁ ସିଧା ହଟାଇଦେବେ କି ଜ୍ଞାନେଶ କୁମାର?

ନୂଆଦିଲ୍‌ଲୀ,୨୯।୯: ଭାରତୀୟ ନିର୍ୱାଚନ ଆୟୋଗରେ ମୁହାଁମୁହିଁ ମୁଖ୍ୟ ନିର୍ୱାଚନ କମିଶନର ଓ ଦୁଇ କମିଶନର! ମୁଖ୍ୟ ନିର୍ୱାଚନ କମିଶନର ଜ୍ଞାନେଶ କୁମାରଙ୍କ କାର୍ଯ୍ୟଶୈଳୀକୁ ନେଇ ପ୍ରଶ୍ନ ଉଠାଇଛନ୍ତି…

‘ଜ୍ଞାନେଶ କୁମାର କିପରି ଇସ୍ତଫା ଦେବେ ନାହିଁ?’ CWC ବୈଠକରେ କିଏ କହିଲେ ଏମିତି, ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୯: ମଙ୍ଗଳବାର ନୂଆଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରୀ କମିଟି (CWC)ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଭୋଟର ତାଲିକାର ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ’ (SIR), ନିର୍ବାଚନ…

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?