ଲୋକଙ୍କ ଉପରେ ଗାଡ଼ି ମାଡ଼ିଯିବା ଅତ୍ୟନ୍ତ ହୀନକାର୍ଯ୍ୟ: କଂଗ୍ରେସ

ଭୁବନେଶ୍ୱର,୧୨।୩(ବ୍ୟୁରୋ): ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଅନିୟନ୍ତ୍ରିତ ବେଗରେ ଗାଡ଼ି ଚାଳନା ବେଳେ ଲୋକଙ୍କ ଉପରକୁ ମାଡିଯିବା ଅତ୍ୟନ୍ତ ହୀନକାର୍ଯ୍ୟ । ଯଦି ବିଧାୟକ ନିଜେ ଗାଡ଼ି ଚଳାଇ ଏପରି କାର୍ଯ୍ୟ କରିଥିବେ, ତେବେ ତାହା ଅତ୍ୟନ୍ତ ସଙ୍ଗିନ ଓ ଅକ୍ଷମଣୀୟ ବୋଲି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ମୁଖପାତ୍ର ପଦ୍ମାକର ଗୁରୁ କହିଛନ୍ତି।
ସେ ଆହୁରି ମଧ୍ୟ କହିଛନ୍ତି, ଆଇନ ଅନୁଯାୟୀ ନିରପେକ୍ଷ ତଦନ୍ତ କରାଯାଉ । ଘଟଣାର ପର୍ଦ୍ଦାଫାଶ କରାଯାଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ସରକାର ଗ୍ରହଣ କରନ୍ତୁ। କିନ୍ତୁ ଏହି ଘଟଣାର ପ୍ରତିବାଦରେ ଯେଉଁ ଭଳି ଆକ୍ରମଣରେ ବିଧାୟକ ଓ ପୋଲିସଙ୍କୁ ଲୋକେ ଲହୁଲୁହାଣ, ଆଘାତ କଲେ ତାହା ମଧ୍ୟ ଗ୍ରହଣୀୟ ନୁହେଁ। ଉଭୟ ଘଟଣାରେ ସଂପୃକ୍ତ ଦୋଷୀଙ୍କୁ ତୁରନ୍ତ ଗିରଫ କରାଯାଇ ଦଣ୍ଡବିଧାନ କରାଯାଉ । ରାଜନୀତିରେ ହିଂସା ଆଦୌ ଗ୍ରହଣୀୟ ନୁହେଁ। ଏ କ୍ଷେତ୍ରରେ ଖୋର୍ଦ୍ଧା ଜିଲା ଆରକ୍ଷୀ ଅଧୀକ୍ଷକ କଠୋର ପଦକ୍ଷେପ ଗ୍ରହଣ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri