ଦାରିଙ୍ଗବାଡ଼ିରେ ପହିଲି ଶୀତ

ଦାରିଙ୍ଗବାଡି, ୧୬।୧୦ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ସୋମବାର ପହିଲି ଶୀତର ଅନୁଭୂତ ହୋଇଛି । ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିବା ସହ ଭୋର ସମୟରେ ଘନ କୁହୁଡ଼ି ଆଚ୍ଛାଦିତ ହୋଇ ରହୁଛି। ସର୍ବନିମ୍ମ ୧୫ ଡିଗ୍ରୀ ତାପମାତ୍ରା ରହିଥିବା ବ୍ଲକ ପ୍ରଶାସନ ସୂତ୍ରରୁ ଜଣାପଡିଛି । ସକାଳ ୮ଟା ଯାଏ ଶୀତ ଅନୁଭୂତ ହେଉଥିବା ପାଣି ଅତ୍ୟାଧିକ ଥଣ୍ଡା ହେଉଛି। ସକାଳ ସମୟରେ ଲୋକେ ଶୀତବସ୍ତ୍ର ବ୍ୟବହାର କରୁଥିବା ଦେଖିବାକୁ ମିଳୁଛି । ଶୀତର ମଜା ନେବାପାଇଁ ପର୍ଯ୍ୟଟକଙ୍କ ଦାରିଙ୍ଗବାଡି ଆସିବା ଆରମ୍ଭ ହୋଇଥିବା ବେଳେ ଆସନ୍ତା ପୂଜାଛୁଟି ପାଇଁ ସମସ୍ତ ଲଜ, ହୋଟେଲ, ରିସର୍ଟଗୁଡ଼କ ଆଗୁଆ ବୁକିଂ ହୋଇଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଶୁଭେନ୍ଦୁ ସାମଲ ନିଲମ୍ୱିତ

ଭୁବନେଶ୍ୱର,୩।୫: ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ରବିବାର ଚୌଦ୍ୱାର ମ୍ୟୁନିସିପାଲିଟି ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲଙ୍କୁ ଦଳରୁ ନିଲମ୍ୱନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁଭେନ୍ଦୁଙ୍କୁ ନିଲମ୍ୱନ…

ଖାରବେଳଙ୍କ ଉପରୁ ଉଠିଲା ନିଲମ୍ୱନ

ଭୁବନେଶ୍ୱର,୩।୫: ବରିଷ୍ଠ ଭାଜପା ନେତା ଐର ଖାରବେଳ ସ୍ୱାଇଁଙ୍କ ଉପରୁ ରବିବାର ନିଲମ୍ୱନ ଆଦେଶ ପ୍ରତ୍ୟାହୃତ ହୋଇଛି। ଭାଜପା ରାଜ୍ୟ ଶୃଙ୍ଖଳା କମିଟି ଆବାହକ ସୁଦର୍ଶନ ନାୟକ…

ମାଛ ଧରିବାକୁ ଯାଇଥିଲେ, ମିଳିଲା ମୃତଦେହ

କୋକସରା,୩।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମାଛ ଧରିବା ପାଇଁ ଯାଇଥିବା କୋକସରା ବ୍ଲକ ଆମପାଣି ଥାନା ଖଲିଗଡ ଗ୍ରାମର ଜଣେ ଯୁବକ ଡ୍ୟାମ ବୁଡ଼ି ନିଖୋଜ ହୋଇ ଯାଇଥିଲେ।…

ଯୌତୁକ ଜନିତ ବଧୂହତ୍ୟା ଘଟଣା, ୩ ମାସ ପରେ ବନ୍ଧା ହେଲେ ଶ୍ବଶୁର-ଦିଅର

ଦିଗପହଣ୍ଡି,୩ା୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଜକରାପଲ୍ଲୀ ଗ୍ରାମର ଅଜିତ ବିଷୋୟୀଙ୍କ ସ୍ତ୍ରୀ ସନ୍ଧ୍ୟାରାଣୀ ବିଷୋୟୀଙ୍କୁ ଗତ ଫେବୃଆରୀ ୪ ତାରିଖରେ ଅଧିକା ଯୌତୁକ…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରାକ୍ଟର, ଆଉ ତା’ପରେ…

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ତେଲକୋଇ ବସ୍‌ଷ୍ଟାଣ୍ଡ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ…

ବରଗଡ଼ ଜିଲା ପ୍ରିମିୟର ଲିଗ୍ ଉଦଘାଟିତ

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କ୍ରିକେଟ୍ ଆସୋସିଏସନ୍ ଆନୁକୂଲ୍ୟରେ ରବିବାର ସନ୍ଧ୍ୟାରେ ବରଗଡ଼ ଜିଲା ପ୍ରିମିୟର ଲିଗ୍(ବିଡିପିଏଲ) ଉଦଘାଟିତ ହୋଇଛି। ବରଗଡ ଜିଲା କ୍ରିକେଟ ଏସୋସିଏସନର ସଭାପତି…

ରାସ୍ତା ଉପରେ ପଡ଼ିଲା ବିରାଟକାୟ ଗଛ; ଅଳ୍ପକେ ବର୍ତ୍ତିଲେ ପଥଚାରୀ, ଯାତାୟତ ବାଧାପ୍ରାପ୍ତ

ଥୁଆମୂଳ ରାମପୁର,୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ରବିବାର ବିରାଟକାୟ ଗଛ ପଡ଼ି ଯାତାୟତ ବାଧାପ୍ରାପ୍ତ ହୋଇଛି । ସୂଚନା…

ଶୁଦ୍ଧି ହେବେ ଜିତୁ ମୁଣ୍ଡା

ପାଟଣା,୩ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଡିଆନାଳି ଚତୁରିସାହିର ଜିତୁ ମୁଣ୍ଡା ଭଊଣୀ କାଲାରା ମୁଣ୍ଡାଙ୍କ କଙ୍କଳା ନେଇ ମଲ୍ଲିପୋଷି ଓଡ଼ିଶା ଗ୍ରାମୀଣ ବ୍ୟାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri