Posted inଜାତୀୟ

ବିମାନକୁ ବୋମା ଧମକ ପରେ ସହାୟତା ଲୋଡ଼ିଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୬ା୧୦: କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ଶନିବାର ବିମାନ କମ୍ପାନୀଗୁଡ଼ିକ ପ୍ରତିଦିନ ବୋମା ଧମକ ଦେଉଥିବା ଗୁଜବ ସମ୍ପର୍କରେ ଏକ ଆଡ୍‌ଭାଇଜରି ଜାରି କରିଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ, ମେଟା ଏବଂ ଅନ୍ୟାନ୍ୟ ସୋସିଆଲ ମିଡିଆ ପ୍ଲାଟଫର୍ମରୁ କେନ୍ଦ୍ର ସରକାର ଏ ଦିଗରେ ସହାୟତା ଲୋଡ଼ିଛନ୍ତି।

ଆଇଟି ମନ୍ତ୍ରଣାଳୟ ଦୃଢ଼ ଭାବେ କହିଛି ଯେ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡିକ ୨୦୨୧ ଆଇଟି ନିୟମ ଅନୁଯାୟୀ, ତୁରନ୍ତ ଆବଶ୍ୟକ ପଦକ୍ଷେପ ନେବାକୁ ପଡ଼ିବ, ଯାହା ଦ୍ୱାରା କୌଣସି ହୋଷ୍ଟ, ଅପଲୋଡ୍‌, ଶେୟାର ଇତ୍ୟାଦି ଅନୁମତି ଦିଆଯିବ ନାହିଁ।

ମନ୍ତ୍ରଣାଳୟ କହିଛି, ଏହି ପରିପ୍ରେକ୍ଷୀରେ ଏହା ମନେ ରଖିବା ଉଚିତ ଯେ ସୋସିଆଲ ମିଡିଆ ମଧ୍ୟସ୍ଥିଙ୍କ ସହିତ ମଧ୍ୟସ୍ଥିମାନେ ସୂଚନା ପ୍ରଯୁକ୍ତିବିଦ୍ୟା ଆଇନ, ୨୦୦୦ (ଆଇଟି ଆକ୍ଟ) ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା (ମଧ୍ୟସ୍ଥି ଗାଇଡ୍‌ଲାଇନ୍‌ ଏବଂ ଡିଜିଟାଲ ମିଡିଆ ଆଚରଣ ସଂହିତା) ନିୟମ, ୨୦୨୧ (ଆଇଟି) ଦ୍ୱାରା ପରିଚାଳିତ। ନିୟମ (୨୦୨୧) ଏହା ଅଧୀନରେ, ଏପରି ଭୁଲ୍‌ ତଥ୍ୟକୁ ତୁରନ୍ତ ହଟାଇବା ସମସ୍ତ ପ୍ଲାଟ୍‌ଫର୍ମର ଦାୟିତ୍ୱ ଅଟେ। ଯାହା ରାଜ୍ୟର ଜନଶୃଙ୍ଖଳା ତଥା ସୁରକ୍ଷା ଉପରେ ପ୍ରଭାବ ପକାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri