ରାମଚଣ୍ଡୀ କମ୍ପାନୀରେ ଆଇଟି ରେଡ, ଏକା ବେଳକେ ୪ଟି ସ୍ଥାନରେ ପଶିଗଲେ…

ସୋନପୁର,୧୭।୧(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଜିଲା ମା’ ରାମଚଣ୍ଡୀ କମ୍ପାନୀର ସୋନପୁର ସ୍ଥିତ ଅଫିସ, ମାଲିକଙ୍କ ବାଇଗଣଜୁରି ସ୍ଥିତ ଭଡ଼ାଘର, ତରଭା ବ୍ଲକର କ୍ରସର୍‌, ବୌଦ୍ଧ ଜିଲା ବାଉଁଶୁନି ସ୍ଥିତ କ୍ରସରରେ ଆୟକାର ବିଭାଗ ( ଆଇଟି) ପକ୍ଷରୁ ରେଡ କରାଯାଉଛି । ଆୟକାର୍‌ ଫାଙ୍କିବା ଅଭିଯୋଗରେ ଶୁକ୍ରବାର ଭୋର ସମୟରୁ ଏହି ଚଢାଉ କରାଯାଉଛି। ଭୁବନେଶ୍ୱର ଆୟକର ବିଭାଗ କାର୍ଯ୍ୟାଳୟର ୪ ଟିଟିମ ଏକକାଳୀନ ଚଢାଉ କରୁଛନ୍ତି । ଏହି କମ୍ପାନୀ ଠିକା କାମ କରିବା ସହ କମ୍ପାନୀ ନାମରେ ୨ଟିି କ୍ରସର ୟୁନିଟ ଥିବା ଜଣାପଡ଼ିଛି l


Enter your email to get our daily news in your inbox.

All Right Reserved By Dharitri.Com

ମା’ ରାମଚଣ୍ଡୀ ମହୋତ୍ସବର ଦ୍ୱିତୀୟ ସଂଧ୍ୟା: ଦର୍ଶକଙ୍କ ମନ ମୋହିଲା ପ୍ରିନ୍ସ ଡ୍ୟାନ୍ସ ଗ୍ରୁପ୍‌ର ନୃତ୍ୟ 

ଗଞ୍ଜାମ, ୭।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମ ନିକଟରେ ତିନିଦିନ ଧରି ହେବାକୁ ଥିବା ମାଁ ରାମଚଣ୍ଡୀ ମହୋତ୍ସବର ଶୁକ୍ରବାର ଶୁଭାରମ୍ଭ…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

T20 World Cup: ଆରମ୍ଭରୁ ଆଣ୍ଠେଇଲାଣି ଟିମ୍‌ ଇଣ୍ଡିଆ, ବଡ଼ ସ୍କୋର କରିବା ମୁସ୍କିଲ; ବାଜି ମାରି ନେଇପାରେ USA 

ମୁମ୍ବାଇ,୭।୨ଁ: ଆରମ୍ଭ ହୋଇଛି ୨୦୨୬ ଟି୨୦ ବିଶ୍ୱକପ । ଟିମ ଇଣ୍ଡିଆ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଛି। ଏଥିରେ ଆମେରିକା…

ରଙ୍ଗାରଙ୍ଗ ଉଦ୍‌ଘାଟନୀରେ ଟି୨୦ ବିଶ୍ୱକପ୍‌ ଆରମ୍ଭ

ମୁମ୍ବାଇ, ୭ା୨: ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍‌ ଶନିବାର ସନ୍ଧ୍ୟାରେ ଓ୍ବାଙ୍ଖ୍‌ଡେ ଷ୍ଟାଡିୟମରେ ଏକ ରଙ୍ଗାରଙ୍ଗ ଉଦ୍‌ଘାଟନୀ ଉତ୍ସବ ସହ ଆରମ୍ଭ ହୋଇଛି। ଭାରତ ଓ ଆମେରିକା…

ଶ୍ରୀଲଙ୍କାର ବଡ଼ ଅନୁରୋଧ: ମ୍ୟାଚ୍‌ ବର୍ଜନ ଉପରେ ପୁନଃ ବିଚାର କରିପାରେ ପାକିସ୍ତାନ

କରାଚୀ,୭ା୨- ଆସନ୍ତା ୧୫ ତାରିଖରେ କଲମ୍ବୋରେ ଭାରତ ବିପକ୍ଷ ଟି୨୦ ମ୍ୟାଚ୍‌କୁ ବର୍ଜନ କରିବା ନିଷ୍ପତ୍ତି ଉପରେ ପାକିସ୍ତାନ ପୁନଃ ବିଚାର କରିପାରେ। ଭାରତ-ପାକିସ୍ତାନ ବହୁ ପ୍ରତିକ୍ଷିତ…

ଅଳିଆ ପକାଇବାକୁ ନେଇ ତୁମୁଳକାଣ୍ଡ: ଉତ୍ତେଜିତ ହୋଇ ମରଣାନ୍ତକ ଆକ୍ରମଣ

ଦିଗପହଣ୍ଡି,୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମର ସୀମାଞ୍ଚଳ ମହାପାତ୍ର(୨୪) ଙ୍କୁ ଶନିବାର ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି।ବୁଧବାର ସକାଳେ ଡ୍ରେନରେ…

ପ୍ରଧାନଶିକ୍ଷକଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଲେ ମହିଳା

ମୋରଡ଼ା,୭ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ନୂଆଗାଁସ୍ଥିତ ହରପ୍ରସାଦ ଶିକ୍ଷା ସଦନ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିଶୁ ସେବିକା ନିଯୁକ୍ତିରେ ଅନିୟମିତତା ଅଭିଯୋଗ ହୋଇଛି।…

ଆଇନଜୀବୀ ପୀତବାସ ଦାଶଙ୍କ ପରଲୋକ

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ବରିଷ୍ଠ ସଦସ୍ୟ ପୀତବାସ ଦାଶ (୫୨)ଙ୍କ ଶନିବାର ଅପରାହ୍ନରେ ପରଲୋକ ହୋଇଛି। ସେ ବିଗତ କିଛି ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri