ନୂଆପଡ଼ା,୧୧।୮(ମକାରୁ ବେମାଲ): ନୂଆପଡ଼ା ଖରିଆର ରୋଡରେ ବିଜେଡି ନେତାଙ୍କ ଘରେ IT ରେଡ ହୋଇଛି। ନୂଆପଡ଼ା ଖରିଆର ରୋଡରେ ବିଜେଡି ନେତା ମହମ୍ମଦ ଜୁନେଦଙ୍କ ଘରେ IT ରେଡ ହୋଇଥିବା ସୂଚନା ମିଳିଛି। କଂଗ୍ରେସ ଛାଡ଼ି ବିଜେଡିରେ ସାମିଲ ହୋଇଥିଲେ ଜୁନେଦ।
Dharitri – Odisha’s No.1 Odia Daily
ନୂଆପଡ଼ା,୧୧।୮(ମକାରୁ ବେମାଲ): ନୂଆପଡ଼ା ଖରିଆର ରୋଡରେ ବିଜେଡି ନେତାଙ୍କ ଘରେ IT ରେଡ ହୋଇଛି। ନୂଆପଡ଼ା ଖରିଆର ରୋଡରେ ବିଜେଡି ନେତା ମହମ୍ମଦ ଜୁନେଦଙ୍କ ଘରେ IT ରେଡ ହୋଇଥିବା ସୂଚନା ମିଳିଛି। କଂଗ୍ରେସ ଛାଡ଼ି ବିଜେଡିରେ ସାମିଲ ହୋଇଥିଲେ ଜୁନେଦ।
ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…
ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…
ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…
ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍ ପରୀକ୍ଷା (UPSC)ରେ ଅଲ୍ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…
‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…
ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…
ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…
ହାଇଦ୍ରାବାଦ୍,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…